-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME   ରାଜ୍ୟ

ଓଡ଼ିଶାରେ ଅଧ୍ୟାପକଙ୍କ ପାଇଁ ବାହାରିଲା ନିଯୁକ୍ତି, ଦରମା ୪୪ ହଜାରରୁ ଅଧିକ ଟଙ୍କା॥

24-Mar-2021



(ପ୍ରେରଣା ଖବର ବ୍ୟୁରୋ) : ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ପଡ଼ିଥିବା ୯୭୨ ଅଧ୍ୟାପକ ପଦବୀରେ ନିଯୁକ୍ତି ପାଇଁ State Selection Board (SSB) ଅନ୍‌ଲାଇନ୍‌ ଆପ୍ଲିକେସନ୍‌ ଆହ୍ୱାନ କରୁଛି। ଅନ୍‌ଲାଇନ୍‌ରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଯୋଗ୍ୟ ଓ ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ୍‌ ୱେବ୍‌ସାଇଟ୍‌ http://www.ssbodisha.nic.in କୁ ଯାଇ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ॥ଅଧ୍ୟାପକ ପଦବୀ ପାଇଁ ଯୋଗ୍ୟ ଓ ଇଚ୍ଛୁକ ପ୍ରାର୍ଥୀ କେବଳ ଅନ୍‌ଲାଇନ୍‌ରେ ହିଁ ଆବେଦନ କରିପାରିବେ।ଦରମା ୪୪,୯୦୦ ଟଙ୍କା-୧,୪୨,୪୦୦(ମାଟ୍ରିକ୍ସ ଲେଭଲ୍‌ ୧୦ ଅନୁସାରେ) ରହିଛି। ଅନ୍‌ଲାଇନ୍‌ ଆପ୍ଲିକେସନ୍ ଆବେଦନ କରିବାର ଶେଷ ତାରିଖ ଏପ୍ରିଲ ୨୧ ରହିଥିବା ବେଳେ ସର୍ବନିମ୍ନ ଓ ସର୍ବାଧିକ ବୟସ ଯଥାକ୍ରମେ ୨୧ ଓ ୪୨ ବର୍ଷ ହୋଇଥିବା ଆବଶ୍ୟକ। ମହିଳା, ex-servicemen, SC, ST, Socially and Educationally backward Classes (SEBC) ପ୍ରାର୍ଥୀଙ୍କ ବୟସ ସୀମାରେ କୋହଳ କରାଯାଇଛି॥ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ଯେଉଁ ବିଷୟରେ ପ୍ରାର୍ଥୀ ଆବେଦନ କରିବାକୁ ଚାହୁଁଛନ୍ତି, ସେହି ବିଷୟରେ ଏକ ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ୫୫% ମାର୍କ ସହ ମାଷ୍ଟର ଡିଗ୍ରୀ କରିଥିବା ଆବଶ୍ୟକ॥ଲିଖିତ ପରୀକ୍ଷା, କ୍ୟାରିୟର ଓ viva-voce ଟେଷ୍ଟ୍‌ ମାଧ୍ୟମରେ ପ୍ରାର୍ଥୀଙ୍କୁ ଚୟନ କରାଯିବ। ଜେନେରାଲ୍‌ଙ୍କ ପାଇଁ ଆପ୍ଲିକେସନ୍‌ ଫି’ ୫୦୦ ଟଙ୍କା ଥିବାବେଳେ SC/ST/OBC/PWD ପ୍ରାର୍ଥୀଙ୍କ ପାଇଁ ଆପ୍ଲିକେସନ୍‌ ଫି’ ୨୦୦ ଟଙ୍କା ରହିଛି॥ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ ଓ ସମ୍ବଲପୁରରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହେବ। ଆନ୍ଥ୍ରୋପୋଲୋଜି, ବଟ୍‌ନି, କେମିଷ୍ଟ୍ରି, କମର୍ସ, ଇକୋନୋମିକ୍ସ, ଏଜୁକେସନ୍‌, ଇଂରାଜୀ, ହୋମ୍‌ ସାଇନ୍ସ, ଆଇଆର୍‌ପିଏମ୍‌, ଲଜିକ୍‌, ଫିଲୋସୋଫି, ଗଣିତ, ଫିଜିକ୍ସ, ପଲିଟିକାଲ୍‌ ସାଇନ୍ସ , Psychology, ସଂସ୍କୃତ, ସୋସିଓଲୋଜି, Statistics, ଓ ଜୁଲୋଜି ବିଷୟରେ ଖାଲି ପଡ଼ିଥିବା ଅଧ୍ୟାପକ ପଦବୀରେ ନିଯୁକ୍ତି ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଇଚ୍ଛୁକ ପ୍ରାର୍ଥୀ ଯେଉଁ ବିଷୟରେ ଆବେଦନ କରିବାକୁ ଚାହୁଁଛନ୍ତି, ଆବେଦନ ପୂର୍ବରୁ ଭଲ ଭାବରେ ପ୍ରକାଶ ପାଇଥିବା ବିଜ୍ଞପ୍ତିକୁ ପଢ଼ନ୍ତୁ॥


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like