-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||     

HOME   ରାଜ୍ୟ

ବାଲିଗୁଡା:ମହୁଲ ଗୋଟାଇବା କାଳ: ନିଆଁ ଲାଗି ପ୍ରାଣ ଗଲା

24-Mar-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ):  କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ  ରାଇକିଆ ବ୍ଲକରେ ଏକ ଅଘଟଣ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ ରାଇକିଆ ବ୍ଲକ୍ ବାକିଙ୍ଗିଆ ଗ୍ରାମର ରାମାବତୀ ପ୍ରଧାନ (୭୩)ପାଖ ଜଙ୍ଗଲକୁ ମହୁଲ ଗୋଟାଇବା ପାଇଁ ଯାଇ ନିଆଁ ସଂସ୍ପର୍ଶରେ  ଆସି ମୃତ୍ୟୁ ମୁଖରେ ପଡିଛନ୍ତି। ଜଙ୍ଗଲରେ କୌଣସି ଦୃର୍ବୁତ୍ତ ନିଆଁ ଲଗାଇବା ଦ୍ବାରା ଜଙ୍ଗଲ ସାରା ନିଆଁ ବ୍ୟାପିଥିଲା। ଏହି ସମୟରେ ବୃଦ୍ଧା ଜଣକ ନିଆଁକୁ ଆୟତ୍ତ କରିବାକୁ ଯାଇ ଏହି ଅଘଟଣ ଘଟିଛି। ଖବର ପାଇଁ ଗ୍ରାମବାସୀ ରାଇକିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ। ଗୋଷ୍ଠୀ କେନ୍ଦ୍ରରେ ମୃତଦେହ ବ୍ୟବଛେଦ କର୍ମଚାରୀ ପଦବୀ ଖାଲିଥିବା ଯୋଗୁଁ ସାଧାରଣରେ ଲୋକେ ହଇରାଣ ହରକତ ହେଉଛନ୍ତି। ଏହାକୁ ନେଇ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅର୍ଚ୍ଚନା ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟା ଜୁଲିମା ଦଳବେହେରା, ନାରାୟଣ ପ୍ରସାଦ ମହାନ୍ତିଙ୍କ ସହ ଅନ୍ୟ ସଦସ୍ୟ ମାନେ ମେଡିକାଲ୍ ରେ ପହଞ୍ଚି ଖାଲିଥିବା ବ୍ୟବଛେଦ ପଦବୀ ପୁରଣ କରିବା ସହ ମୃତ ବୃଦ୍ଧାଙ୍କ ପରିବାର ପାଇଁ ସହାୟତା ରାଶି ପ୍ରଦାନ ପାଇଁ ପ୍ରଶାସନକୁ ଦାବି ଜଣାଇଛନ୍ତି।


News Comment




Photo in News

Advertisment
Lastest News
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026

You Might Also Like