-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||      ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||      ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   (05-Jul-2026)       ||      ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||     

HOME   ଜିଲ୍ଲା

“କଳାଧାମ” ଦ୍ୱାରା ବଲାଙ୍ଗିର ରେ ନାଟକ “ଗାନ୍ଧୀଙ୍କ ଓଡିଶା” ପ୍ରଦର୍ଶିତ

25-Mar-2021



ବଲାଙ୍ଗିର - ମହାତ୍ମା ଗାନ୍ଧୀଙ୍କ ପ୍ରଥମ ଥର ଓଡିଶା ଆଗମନର ଏକ ଶତ ବର୍ଷ ପୂର୍ତ୍ତି ସ୍ମୃତିରେ ସ୍ଥାନୀୟ ଆଇନ ମହାବିଦ୍ୟାଳୟ ପରିସରସ୍ଥ ମଞ୍ଚରେ ମଞ୍ଚସ୍ଥ ହୋଇଯାଇଛି । ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡିଶା ଆନୁକୂଲ୍ୟରେ ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ବ୍ୟବସ୍ଥାପନାରେ ଚିତ୍ର, ସଂଗୀତ, ନୃତ୍ୟ ଓ ନାଟକ ଶିକ୍ଷାନୁଷ୍ଠାନ “କଳାଧାମ” ଆର୍ଟ ଇନ୍‌ଷ୍ଟିଚ୍ୟୁଟ, ଟେଲିଗୋଠପଡା ବଲାଙ୍ଗିର ଦ୍ୱାରା ନାଟକଟି ଅଭିନିତ ହୋଇଛି । ନାଟ୍ୟକାର ଶଙ୍କର ତ୍ରିପାଠିଙ୍କ ଲିଖିତ “ଗାନ୍ଧୀଙ୍କ ଓଡିଶା” ନାଟକକୁ ବିଶିଷ୍ଟ ନାଟ୍ୟକାର ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ନିର୍ଦ୍ଦେଶନା ଦେଇଥିବା ବେଳେ ବିଶିଷ୍ଟ ସଙ୍ଗିତଜ୍ଞ ଓ ଚିତ୍ରଶିଳ୍ପୀ ଦିଲିପ କୁମାର ସିଂହଦେଓ କଳା ଓ ସଙ୍ଗୀତ ତଥା ମଞ୍ଚ ନିର୍ମାଣର ନିର୍ଦ୍ଦେଶନା ଦେଇଥିଲେ । ଶ୍ରୀମାନ ଅଜୟ ଅମର ସିଂହଦେଓ ଏବଂ ବିଶେଶ୍ୱର ପଟେଲ ବାଦ୍ୟଯନ୍ତ୍ରରେ ସହଯୋଗିତା କରିଥିଲେ । ନାଟକର ବିଭିନ୍ନ ଭୂମିକାରେ ବିଶ୍ୱଜିତ, ନେପାଳ ଚନ୍ଦ୍ର, ଅର୍ଜୁନ, ଜଗଦାନନ୍ଦ, ମଧୁସୂଦନ, କିଶୋର, ଅର୍ଘ୍ୟ, ଅଶୋକ, ରତ୍ନମୟ, ଭକ୍ତ, ଦିଲିପ, ସୁରଜ, ସୁରେନ୍ଦ୍ର, ଦୁର୍ଗା, ଅଜୟଅମର, ରାଜକୁମାର, ଅଜୟ ନାଗ, ସ୍ମାରକ, ଅଂଶୁମାନ, ବିମଲ, ମୃତ୍ୟୁଞ୍ଜୟ, ଜଗବନ୍ଧୁ, ନିରାକାର, ଜୟକୃଷ୍ଣ, ଓମ୍ ଅମୃତ, ଅମୃତାନନ୍ଦ, କୁମୁଦିନି, ସବିତା ଓ ସୁଶ୍ରିତା ପ୍ରଭୃତି ଅଭିନୟ କରିଥିଲେ । ମନ ଓ ଚୈତନ୍ୟ - ରୂପସଜ୍ଜା, ହାଡିବନ୍ଧୁ - ଆଲୋକ ଓ ଧ୍ୱନି ତଥା ବିକାଶ କୁମାର ସେଠ କ୍ୟାମେରା ପରିଚାଳନା କରିଥିଲେ । ନାଟ୍ୟାରମ୍ଭ ପୂର୍ବରୁ ଏକ ସଭାର ଆୟୋଜନ ହୋଇଥିଲା । ଉକ୍ତ ସଭାରେ ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରି ମୁଖ୍ୟ ଅତିଥି, ଐତିହାସିକ ଡ. ଶିବ ପ୍ରସାଦ ନନ୍ଦ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିଜୟ କୁମାର ଶତପଥି ବରେଣ୍ୟ ଅତିଥି ତଥା “କଳାଧାମ”ର ଅଧ୍ୟକ୍ଷ ଓ ସଂପାଦକ ଦିଲ୍ଲୀପ କୁମାର ସିଂହଦେଓ ଏବଂ ସଭାପତି ମଧୁସୂଦନ ନାୟକ ପ୍ରମୁଖ ଉପସ୍ଥିତ ରହି ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ବିଭିନ୍ନ ସ୍ମୃତିଚ୍ଚାରଣ ପୂର୍ବକ ତାଙ୍କ ଓଡିଶା ପ୍ରେମ ଓ ସହୃଦୟତା ସମ୍ବନ୍ଧରେ ଆଲୋକପାତ କରିବା ସହ ଏ ଅବସରରେ ନାଟକର ସମସ୍ତ କଳାକାର ଓ ଦର୍ଶକ ତଥା ବଲାଙ୍ଗିରବାସୀଙ୍କୁ ଶୁଭେଚ୍ଛ ଜ୍ଞାପନ କରିଥିଲେ । ସଭା ଶେଷରେ ଭକ୍ତ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ । ନାଟକଟିକୁ ବଲାଙ୍ଗିରର ଅସଂଖ୍ୟ ଦର୍ଶକ ଆନନ୍ଦର ସହିତ ହୃଦୟଙ୍ଗମ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   05-Jul-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   05-Jul-2026
  ରାଜ୍ୟ  
ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   05-Jul-2026
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026

You Might Also Like