-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଦନ୍ତୀ ମଣ୍ଡଳରେ ଜନ-ଆକ୍ରୋଶ ମହିଳା ସମାବେଶ   (15-May-2026)       ||      ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   (15-May-2026)       ||      ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   (15-May-2026)       ||      ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   (15-May-2026)       ||      *ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   (15-May-2026)       ||      ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*    (15-May-2026)       ||      ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   (15-May-2026)       ||      ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||     

HOME   ଜିଲ୍ଲା

୩୦ ଶ୍ରମିକଙ୍କୁ ନେଇ ଯାଉଥିଲା ପିକ୍‌ଅପ୍‌ ଭ୍ୟାନ୍‌, ଓଲଟି ପଡ଼ିଲା!.

25-Mar-2021



ନବରଙ୍ଗପୁର (ପ୍ରେରଣା ଖବର): ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ କହେଁଇମୁଣ୍ଡା ଛକ ନିକଟରେ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ପଡ଼ିବାରୁ ୨୫ ଜଣ ଶ୍ରମିକ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଅତି ଗୁରୁତର ଥିବା ବେଳେ ୪ ଜଣ ଗୁରୁତର  ଆହତ ହୋଇଛନ୍ତି। ତେନ୍ତୁଳିଖୁଣ୍ଟ ବ୍ଲକ ଅନ୍ତର୍ଗତ ନାଗି ଓ ଦେଓପାଲି ଗାଁର ୩୦ଜଣ ଶ୍ରମିକଙ୍କୁ ନେଇ ଏହି ପିକ୍‌ଅପ୍‌ ଭ୍ୟାନ୍‌ଟି ନନ୍ଦାହାଣ୍ଡି ମେଗା ଜଳ ଯୋଗାଣ ଯୋଜନାରେ ପାଇପ ବିଛାଇବା କାମ କରିବାକୁ ଯାଉଥିଲା॥ ଦ୍ରୁତ ଗତିରେ ଥିବାରୁ କହେଁଇମୁଣ୍ଡା ବୁଲାଣୀ ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା l ଫଳରେ ଏଥିରେ ବସିଥିବା ଶ୍ରମିକଙ୍କ ମଧ୍ୟରୁ ୨୫ ଜଣ ଆହତ ହୋଇଛନ୍ତି! ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ତେନ୍ତୁଳିଖୁଣ୍ଟି  ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଦୁଇ ଜଣଙ୍କ ଅବସ୍ଥା ଅତି ଗୁରୁତର ଥିବାରୁ ସେମାନଙ୍କୁ କୋରାପୁଟ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସେହିଭଳି ଗୁରୁତର ଥିବା ଅନ୍ୟ ୪ ଶ୍ରମିକଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି!.


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଦନ୍ତୀ ମଣ୍ଡଳରେ ଜନ-ଆକ୍ରୋଶ ମହିଳା ସମାବେଶ   15-May-2026
  ଜିଲ୍ଲା  
ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   15-May-2026
  ଜିଲ୍ଲା  
ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   15-May-2026
  ଜିଲ୍ଲା  
ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   15-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   15-May-2026
  ଜିଲ୍ଲା  
ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*   15-May-2026
  ଜିଲ୍ଲା  
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   15-May-2026
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026

You Might Also Like