-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଖାଟୁଶ୍ୟାମ ବାବା ଙ୍କ ନିଶାନ ପଦ ଯାତ୍ରା ଓ ଫାଲଗୁନ ମେଳା,

25-Mar-2021



କଳାହାଣ୍ଡି,ନର୍ଲ୍ଳା(ସଞ୍ଜୀବ ଦାସ) କଲାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ   ରୁପ୍ରାରୋଡ  ଠାରୁ ଫଲସାପଡା ପ୍ରାୟ  ୦୭ କିଲୋମିଟର  ଖାଟୁଶ୍ୟାମ୍ ବାବା ଙ୍କ ନିଶାନ ପଦ ଯାତ୍ରା ଓ ଫାଲଗୁନ ମେଳା ମହାସମାରୋହରେ  ଶତାଧିକ  ଶ୍ରଧାଳୁ ଙ୍କମାଗମରେ  ଅନୁଷ୍ଠିତ  ହୋଇଯାଇଛି। ଏଥିରେ  ଧର୍ମଗଡ, ଜୁନାଗଡ଼, କେସିଙ୍ଗା, ଭବାନୀପାଟଣା, ଟିଟିଲାଗଡ଼, ନର୍ଲା, ନର୍ଲା  ରୋଡ,ରୁପ୍ରାରୋଡ,ଝାରସୁଗୁଡା,ସମ୍ବଲପୁର,ଲଡୁଗା,ରାମପୁର,ଲାଞିଗଡର ଶତାଧିକ ମହିଳା  ପୁରୁଷଙ୍କ ସହିତ  କୁନି କୁନି  ଝିଅ  ପୁଅ  ମାନେ ଯୋଗ ଦେଇ ଥିଲେ।  ସକାଳ ୫ଟା ରୁୁ ରୁପ୍ରାରୋଡ  ଛୋଟେଲାଲ  ଶର୍ମା  ଙ୍କ ଘର୍ ସମ୍ମୁଖରୁ ଆରମ୍ଭ ହୋଇ   ବରଗା , ମାଲିପଡା, ଭମରପଡା,  ,ଲାଖଗୁୁୁଡା,  ଭୀମକେଲା ଦେଇ ଫଲସାପଡା  ସ୍ଥିିିତ ୧୯୭୪ ମସିହାାରୁ ପୁଜିିିତ ଓ ନିରମିତ ହୋଇ ଆସିଥିବା ଖାଟୁୁଶ୍ୱାାାମ ମନ୍ଦିର  ରେ  ପହଂଚି  ଥିିିିଲ। ସେହିଠାରେ କରତା ରାଧେଶ୍ୟାମ  ଶର୍ମା ଓ ତାଙ୍କ ଧରମ  ପତ୍ନୀ  ସୁମିତ୍ରା  ଶର୍ମା ଙ୍କ ସହିତ  ଶର୍ମା  ପରିବାର  ,ଫଲସାପଡା ବାସି ଓ ଶ୍ୟାମ ପରିବାର  ସ୍ୱୱାଗତ  କରିିିିଥିଲେ। ସୁସଜ୍ଜିତ  ରଥରେେ ବିିରାଜମାନ     ଖାଟୁଶ୍ୟାାମବାଵା  ଙ୍କ ଫଟୋ ରେ ପୁଷ୍ପ  ମାଳା  ଧୂପ ଦୀପ ଜଳେଇ   ମଂଗଳ ଆଳତୀ କରି  ଥିଲେ। ଏହା  ଦ୍ୱାରା  ସମଗ୍ର  ଅଂଚଳରେ  ଆଧ୍ୟାତ୍ମିକ  ପରିବେଶ ସ୍ରୁୁଷ୍ଟିି ହୋଇ ଥିିଲ।    ଏହି ସୁସଜ୍ଜିତ ରଥରେ ଖାଟୁଶ୍ୟ୍ୟମ ବାବାକୁ ବସାଇ   ନଗର ପରିକ୍ରମା କରାଯାଇଥିିିଲା।ରୁପ୍ରାରୋଡ  ଶ୍ୟାମଭକ୍ତ ଅଶୋୋକ  କମାନି, ମହେଶ ଅଗ୍ରୱାଲ, ସୁରେନ୍ଦ୍ର ଅଗ୍ରବାଲ, ସୁମିିିତ  ଶର୍ମା, ଶ୍ୟୟାମସୁନ୍ଦର ଶର୍ମା ,ପବନ ଶର୍ମା, ସୁନିଲ ଶର୍ମା, ରାଜେଶ ଶର୍ମା, ଲାଲା ଶର୍ମା, ରାମଚନ୍ଦ୍ର ଶର୍ମା, କାଲୂ ଶର୍ମା, ଭବାନୀୀ ବାରିକ ,ମୁନୁ  ବାରିକ, ବଣ୍ଟି ଶର୍ମା, ସୁରେଶ ଶର୍ମା, ଓ ଅନଚଳର  ଶ୍ୟାମ ପରିବାର ସହଯୋଗ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like