-+91-9937148622 |

prerana_bgr@rediffmail.com |

  Wednesday 18th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ    (18-Mar-2026)       ||      କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର    (18-Mar-2026)       ||      ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   (18-Mar-2026)       ||      ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   (18-Mar-2026)       ||      ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   (18-Mar-2026)       ||      ଧୋବାତୋଟା ମେଳଣ ଉତ୍ସବ   (18-Mar-2026)       ||      ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ    (18-Mar-2026)       ||      ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   (18-Mar-2026)       ||      ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ    (18-Mar-2026)       ||      ଝିଅ ଆଉ ଗଛ ମଣିଷ ସମାଜ ପାଇଁ ଅତି ଆବଶ୍ୟକ - ଜିଲ୍ଲାପାଳ   (18-Mar-2026)       ||      *ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା*- *   (18-Mar-2026)       ||      ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   (17-Mar-2026)       ||      *ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||      ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||      ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   (17-Mar-2026)       ||      ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   (17-Mar-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀ ନବୀନ_ପଟ୍ଟନାୟକ ଙ୍କ75 ତମ ଜନ୍ମଦିନ ଅବସରରେ ଓଡିଶା ମୋ ପରିବାର ଜୀବନ ବିନ୍ଦୁ କାର୍ଯ୍ୟକ୍ରମ

17-Oct-2020



ଲୋଇସିଂହା (ବିନୋଦ ଦୀପ) ଗତକାଲି ଆଦରଣୀୟ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ75 ତମ ଜନ୍ମଦିନ ଅବସରରେ ଓଡିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ବିଜୁ ଜନତା ଦଳ ଲୋଇସିଂହା ନିର୍ବାଚନ ମଣ୍ଡଳୀ ଆଗଲପୁର ବ୍ଲକ ତରଫରୁ ବିଜୁ ଜନତା ଦଳ ର ରାଜ୍ୟପରିଷଦ ସଦସ୍ୟ ତଥା ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ଯୁବ ନେତା ନିହାର ରଞ୍ଜନ ବେହେରା ଙ୍କ ନେତୃତ୍ୱ ରେ ପାଟୁଆପାଲି ଠାରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା।ଉକ୍ତ ଶିବିରରେ ସର୍ବମୋଟ 61 ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା, ଉକ୍ତ କାର୍ଯ୍ୟକ୍ରମ କୁ ହୋମିଓପେଥିକ ମେଡିକାଲ ଅଫିସ ର ଅଶୋକ କୁମାର ସେଠି ଉଦଘାଟନ କରିଥିଲେ, ଏହି କାର୍ଯ୍ୟକ୍ରମ ରେ ପୂର୍ବତନ ଆଗଲପୁର ବ୍ଲକ ନୋମିନି ଆଶିଷ ସିଂ ଦେଓ, ବ୍ଲକ ଯୁବ ସଭାପତି ନାରାୟଣ ସାହୁ, ବ୍ଲକ ଛାତ୍ର ସଭାପତି ଆନନ୍ଦ ଯୋଶୀ, ପୂର୍ବତନ ବ୍ଲକ ସଭାପତି ପ୍ରମୋଦ ମିଶ୍ର, ବରିଷ୍ଠ ବିଜୁ ଜନତା ଦଳ କର୍ମୀ ସଙ୍ଖାଳି ସାହୁ, ରମେଶ ନାୟକ, ସହଦେଵ ବିଶ୍ୱାଳ ଉପସ୍ଥିତି ଥିଲେ,ଏହି କାର୍ଯ୍ୟକ୍ରମ କୁ ବୁଦ୍ଧଦେବ ସାହୁ, ସଂଯୋଗ ସାହୁ, ବିକ୍ରମ ନନ୍ଦ, ନିତ୍ୟାନନ୍ଦ ସାହୁ, ବିକାଶ ମହାକୁଡ଼, ମୃତଞ୍ଜୟ କାଲଟା, ବରୁଣ ମହାକୁଡ଼, ସୁନୀଲ ମିଶ୍ର, ରାଜ କୁମାର ଦନ୍ତା, ଧିରେନ ପଧାନ, ସୁମନ ନାଏକ, ପ୍ରମୁଖ ସହଯୋଗ କରିଥିଲେ, ଏଥିରେ ପ୍ରମୁଖ ଦୁଇ ଜଣ ବୀର ଯବାନ କୋଦଣ୍ଡ କାଲଟା, ପ୍ରଦୀପ ମିଶ୍ର ରକ୍ତଦାନ କରିଥିଲେ, ପରିଶେଷରେ ପାଟୁଆପାଲି ପଂଚାୟତ ର ବିଭିନ୍ନ ଗ୍ରାମରେ କୋରୋନା କୁ ନେଇକି ଜନସଚେତନ କରିବା ସହିତ ମାସ୍କ ବଣ୍ଟନ କରାଯାଇଥିଲା। 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ   18-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର   18-Mar-2026
  ଜିଲ୍ଲା  
ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   18-Mar-2026
  ଜିଲ୍ଲା  
ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   18-Mar-2026
  ଜିଲ୍ଲା  
ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   18-Mar-2026
  ଜିଲ୍ଲା  
ଧୋବାତୋଟା ମେଳଣ ଉତ୍ସବ   18-Mar-2026
  ଜିଲ୍ଲା  
ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ   18-Mar-2026
  ଜିଲ୍ଲା  
ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   18-Mar-2026
  ଜିଲ୍ଲା  
ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ   18-Mar-2026

You Might Also Like