-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

କରୋନାର ଦ୍ୱିତୀୟ ଲହର :କନ୍ଧମାଳରେ ଆରମ୍ଭ ହେଲା କଣ୍ଟେନମେଣ୍ଟ ଜୋନ

26-Mar-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): ରାଜ୍ୟ ତଥା ଦେଶର ବିଭିନ୍ନ ଅଞ୍ଚଳରେ ଦ୍ୱିତିୟ ପର୍ଯ୍ୟାୟ କରୋନା ସଂକ୍ରମଣ ପୁଣି ଥରେ ବଢିବାକୁ ଲାଗିଥିବା ବେଳେ କନ୍ଧମାଳ ଜିଲାରେ ବି ଏନେଇ ପଡିଛି ପ୍ରଭାବ। କୋଭିଡ-୧୯ର ଦ୍ୱିତୀୟ ଲହର ଆଶଙ୍କାରେ ଆଗୁଆ ସଜାଗ ହୋଇଛି କନ୍ଧମାଳ ଜିଲା ପ୍ରଶାସନ। ଗୁରବାର କନ୍ଧମାଳ ଜିଲାର ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ବ୍ରାହ୍ମଣପାଦ ପଞ୍ଚାୟତର ତୋଟାଗୁଡା ମୌଜାର ବ୍ରାହ୍ମଣସାହିର ଏକ ଅଞ୍ଚଳକୁ ଜିଲା ପ୍ରଶାସନ ଦ୍ୱାରା କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି। ସଂପୃକ୍ତ ଅଞ୍ଚଳରେ ଆଜି ଜଣେ କରୋନା ପଜିଟିଭ ବ୍ୟକ୍ତିଙ୍କୁ ଚିହ୍ନଟ କରାଯିବା ପରେ ଏହି ନିଷ୍ପତ୍ତି ନିଆଯାଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ସଂପୃକ୍ତ ଅଞ୍ଚଳରେ ଅସ୍ଥାୟୀ ଚେକପୋଷ୍ଟ ବସାଇବା ସହ ଅଞ୍ଚଳକୁ ଲୋକଙ୍କ ଯାତାୟତ ନିୟନ୍ତ୍ରିତ କରିବା ପାଇଁ ଚକାପାଦ ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଠାକୁ ସମସ୍ତ ଯାନ ବାହାନ ଓ ଲୋକଙ୍କ ଯିବା ଆସିବା ଉପରେ ସୂଂପର୍ଣ୍ଣଭାବେ ନିଷେଧାଦେଶ ଜାରି କରାଯାଇଛି। ଏଥି ସହ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଏହି ଅଞ୍ଚଳରେ ଘରକୁ ଘର ବୁଲି ନମୂନା ସଂଗ୍ରହ କରିବା ଏବଂ କୌଣସି ସନ୍ଦିଗ୍ଧ ରୋଗୀଙ୍କୁ ପାଇଲେ ତୁରନ୍ତ ସେମାନଙ୍କୁ ସ୍ଥାନାନ୍ତର କରିବା ପାଇଁ ଜିଲ୍ଳାପାଳ  ନିର୍ଦ୍ଦେଶ ଦେଇଛନ୍ତି। କଣ୍ଟେନମେଣ୍ଟ ଜୋନରେ ବ୍ୟାରିକେଡ ନିର୍ମାଣ ପାଇଁ ଚକାପାଦ ବିଡିଓଙ୍କୁ ନିର୍ଦ୍ଦେଶ ମିଳିଛି। ମୋଟାମୋଟି ଭାବେ ସମସ୍ତ କୋଭିଡ ପ୍ରୋଟୋକଲକୁ ଏହି ଅଞ୍ଚଳରେ ତୁରନ୍ତ ଲାଗୁ କରିବା ପାଇଁ ଜିଲାପାଳ ଆଜି ଏକ ନିର୍ଦ୍ଦେଶନାମା ଜାରୀ କରିଛନ୍ତି। ଅପରପକ୍ଷରେ ଆଜି ଜିଲାରେ ଜଣେ ନୂତନ କୋଭିଡ ପଜିଟିଭ ଚିହ୍ନଟ ହେବା ପରେ ଜିଲାରେ ଆକ୍ଟିଭ କେସ ୩ରେ ପହଂଚିଛି। ଏଥିସହ ଆଜି ସୁଦ୍ଧା ଜିଲାରେ ସମୁଦାୟ ଜରୋନା ପଜିଟିଭଙ୍କ ସଂଖ୍ୟା ୫୯୫୫ରେ ପହଂଚିଛି। ଏମାନଙ୍କ ମଧ୍ୟରୁ ୫୯୧୯ ଜଣ ସୁସ୍ଥ ହୋଇଥିବା ବେଳେ ୩୩ ଜଣ ସରକାରି ଭାବେ ମୃତ୍ୟୁବରଣ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like