-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ଡିଆରଏମ୍ ଅଫିସରେ ଡିଆରୟୁସିସି ବୈଠକରେ ବଲାଙ୍ଗିର ରେଳ ଷ୍ଟେସନର ସମସ୍ୟା ନେଇ ଆଲୋଚନା

26-Mar-2021



ବଲାଙ୍ଗିର, - ସମ୍ବଲପୁର ଡିଆରଏମ୍ ଅଫିସରେ ଡିଆରୟୁସିସି ବୈଠକରେ ଡିଆରୟୁସିସି ମେମ୍ବର ବିକ୍ରମାନନ୍ଦ ବହିଦାରଙ୍କ ବଲାଙ୍ଗିର ରେଳ ଷ୍ଟେସନର ସମସ୍ୟା ନେଇ ଆଲୋଚନା କରିଥିଲେ । ଷ୍ଟେସନ ଟିକେଟ କାଉଣ୍ଟରରୁ ପ୍ଲାଟଫର୍ମ ପର୍ଯ୍ୟନ୍ତ ଉପରେ ସେଡ୍ ନିର୍ମାଣ, ଗୋଟିଏ ପ୍ଲାଟଫର୍ମରୁ ଆଉ ଗୋଟେ ପ୍ଲାଟଫର୍ମକୁ ବୟଷ୍କ ନାଗରିକମା ତଥା ଶାରିରୀକ ଅକ୍ଷମମାନଙ୍କ ପାଇଁ ଲିଫ୍ଟ ବ୍ୟବସ୍ଥା, ବଲାଙ୍ଗିର ରେଲ ଷ୍ଟେସନରେ ୨୪ ଘଣ୍ଟା ପାଣି ବ୍ୟବସ୍ଥା, ଟିଟିଲାଗଡ ଦେଇ ଯାଉଥିବା ସମତା ଏକ୍ସପ୍ରେସକୁ ୫ ଦିନ ପରିବର୍ତ୍ତେ ୭ ଦିନ କରି ଅଧିକ ଦୁଇ ଦିନ ବଲାଙ୍ଗିର ଦେଇ ଏଲ୍ଲାହାବାଦ ଓ ଦିଲ୍ଲୀକୁ ଚଲାଇବାକୁ ପ୍ରସ୍ତାବ, ବଲାଙ୍ଗିର ଷ୍ଟେସନରୁ ସକାଳୁ ଭୁବନେଶ୍ୱରକୁ ଗୋଟିଏ ଟ୍ରେନ ଅତିଶିଘ୍ର ଚଳାଇବାକୁ ପ୍ରସ୍ତାବ, ଇସ୍ପାତ ଏକ୍ସପ୍ରେସ ଓ ସମଲେଶ୍ୱର ଏକ୍ସପ୍ରେସ ଅତିଶିଘ୍ର ଚଳାଇବା, ବଲାଙ୍ଗିର ପ୍ଲାଟଫର୍ମରେ ସଫେଇ କର୍ମଚାରୀ ସମସ୍ୟା ଅତିଶିଘ୍ର ଦୂର କରିବା ପାଇଁ ପ୍ରସ୍ତାବ ଦେଇଥିଲେ । ଡିଆରଏମ୍ ମହୋଦୟ ଚାରିମାସ ଭିତରେ କରିବା ପାଇଁ ପ୍ରତିଶୃତି ଓ ବୋକିଂ କାଉଣ୍ଟରରୁ ଉପର ଛାଉଣି ଅତିଶିଘ୍ର ପୂରଣ କରିବା ପାଇଁ ସମ୍ମତି ପ୍ରକାଶ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like