-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ଓଡିଶା ପ୍ରଦେଶ କିଷାନ କଂଗ୍ରେସ କମିଟି ଅଧ୍ୟକ୍ଷଙ୍କ ଦାରିଙ୍ଗବାଡ଼ି ଗସ୍ତ

25-Mar-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): ଓଡ଼ିଶା ପ୍ରଦେଶ କଂଗ୍ରେସ କିଷାନ କମିଟି ଅଧ୍ୟକ୍ଷ ଅମିୟ କୁମାର ପଟ୍ଟନାୟକ  ଦାରିଙ୍ଗବାଡ଼ି ଗସ୍ତରେ ଯିବା ସହିତ ଅଞ୍ଚଳରେ ଥିବା ଶୀତଳଭଣ୍ଡାର ଗୁଡ଼ିକର ସ୍ଥିତି ଅନୁଧ୍ୟାନ କରିଥିଲେ। ବ୍ଳକର ୧୨ ଟି ସ୍ଥାନରେ ବାଲିଗୁଡ଼ା ଆଇ.ଟି.ଡ଼ି.ଏ ପକ୍ଷରୁ ଶୀତଳ ଭଣ୍ଡାର ନିର୍ମାଣ କରାଯାଇଥିଲେ ମଧ୍ୟ ଗୋଟିଏ ମଧ୍ୟ କାର୍ଯ୍ୟକାରି ହେଉନଥିବା ଦେଖି ସେ ଅସନ୍ତୋଷ ପ୍ରକାଶ କରିବା ସହିତ ଏହା ଦାୟିତ୍ୱରେ ଥିବା ବିଭାଗୀୟ ଅଧିକାରୀଙ୍କ ପାରିବା ପଣିଆ ବୋଲି ମତ ପ୍ରକାଶ କରିଥିଲେ। ଏହି ଅବସରରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ସେ ସୂଚନା ଦେଇ କହିଥିଲେ ଯେ, ୨୦୧୫ ମସିହାରୁ ଏହି ସବୁ ଶୀତଳ ଭଣ୍ଡାର ଲକ୍ଷ ଲକ୍ଷ ଟଙ୍କା ବିନିମୟରେ ନିର୍ମାଣ ହୋଇଥିଲେ ମଧ୍ୟ ତାହା କୌଣସି ପ୍ରକାର କାର୍ଯ୍ୟକାରି ହେଉନାହିଁ। ବର୍ତ୍ତମାନ ଅନେକ ଅସାମାଜିକ ମାନଙ୍କର ଆଡ଼ାସ୍ଥଳ ପାଲଟିଥିବା ବେଳେ ଆଉ କିଛି ଅଳିଆ ଆବର୍ଜନାରେ ଭର୍ତ୍ତି ହୋଇଛି। ସେହିଭଳି କେତେକ ସ୍ଥାନରେ ଶୀତଳ ଭଣ୍ଡାରକୁ ଅନ୍ୟ କାର୍ଯ୍ୟରେ ବ୍ୟବହାର କରାଯାଉଛି। ଚାଷୀଙ୍କ ପାଇଁ ଏହି ସବୁ ଶୀତଳ ଭଣ୍ଡାର ଉର୍ଦ୍ଧିଷ୍ଟ ଥିଲେ ମଧ୍ୟ ତାହା ଚାଷୀଙ୍କର କୌଣସି କାର୍ଯ୍ୟରେ ଆସୁନାହିଁ। ଫଳରେ ଚାଷୀମାନେ ବହୁ କ୍ଷତିର ସମ୍ମୁଖୀନ ହେଉଛନ୍ତି ବୋଲି ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଥିଲେ। ତୁରନ୍ତ ଜିଲା ଓ ରାଜ୍ୟ ସରକାର ଏ ଦିଗରେ ଦୃଷ୍ଟିଦେଇ ସମସ୍ତ ଶୀତଳ ଭଣ୍ଡାର କାର୍ଯ୍ୟକାରି କରିବା ଦିଗରେ ସେ ଦାବି କରିଥିଲେ। ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନିରେ ଦାରିଙ୍ଗବାଡ଼ି ବ୍ଳକ ଅଧ୍ୟକ୍ଷ ରୁଦା ମଲିକ , ଜିଲା କଂଗ୍ରେସ କାର୍ଯ୍ୟକାରିଣୀ ସଦସ୍ୟ ଶ୍ୟାମଘନ  ପ୍ରଧାନ , ବ୍ଳକ ଓବିସି ମୋର୍ଚ୍ଚା ସଭାପତି ସୁରେନ୍ଦ୍ର ସାହୁ , ବରିଷ୍ଠ କଂଗ୍ରେସ କର୍ମୀ ରାଧାକାନ୍ତ ପ୍ରଧାନ ,ଶରତ ପ୍ରଧାନ , ପ୍ରଭଞ୍ଜନ ନାୟକ , ଚକ୍ରଧର ମଲିକ , ପ୍ରଦୀପ ମଲିକ , କରମ ସିଂ ପ୍ରମୁଖଙ୍କ ସମେତ ଯୁବ କଂଗ୍ରେସ ନେତା ମାନେ ଉପସ୍ଥିତ ଥିଲେ। ଏହି ଅବସରରେ କିଷାନ କମିଟି ପକ୍ଷରୁ ଚାଷୀ ମାନଙ୍କ ପାଇଁ ବିଭିନ୍ନ ଦାବି ଉପସ୍ଥାପନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like