-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ଜିଲ୍ଲା

ବନ୍ୟଜନ୍ତୁଙ୍କ ପାଇଁ ଅସୁରକ୍ଷିତ ଓ ଶିକାରୀ ଙ୍କ ଲାଗି ଚରାଭୂଇଁ ପାଲଟିଛି ଅଭୟାରଣ୍ୟ ପେଟ୍ରୋଲିଂ ଷ୍ଟାଫଙ୍କୁ ଦେଖି ବାରହାକୁ ଛାଡି ଛୁ ମାରିଲେ ବାଣୁଆଁ

26-Mar-2021



 ବୌଦ୍ଧ (ଶ୍ରୀବନ୍ତ ମେହେର,ନୟାଗଡ ମହାନଦୀ ବନ୍ୟପ୍ରାଣୀ ବନାଞ୍ଚଳ ଡିଭିଜନର ବୌଦ୍ଧ ଜିଲ୍ଲା ସୀମାନ୍ତରେ ଥିବା କୁଶଙ୍ଗ ରେଞ୍ଜର ମହାଲ୍ଲିକପଡା ପଞ୍ଚାୟତ ନୂଆପଡା ନିକଟରେ ଗତକାଲି ରାତି ବାରହା ଶିକାର କରି ନେଉଥିବା ଏକ ଶିକାରୀ ଦଳ ହଠାତ ନାଇଟ ପେଟ୍ରୋଲିଂ ଦଳ ଙ୍କୁ ଦେଖି ବାରହା ଟିକୁ ଫିଙ୍ଗି ଦେଇ ମୋଟର ସାଇକେଲରେ ଚମ୍ପଟ ମାରିଥିବା ବିଭାଗୀୟ ସୂତ୍ରରୁ ଜଣାପଡିଛି। ଏ ସମ୍ପର୍କରେ ଦାୟିତ୍ୱ ରେ ଥିବା ରେଞ୍ଜ ଅଧିକାରୀ ପ୍ରଦୀପ ଭୁତିଆଙ୍କୁ ପଚାରାଯିବାରୁ ଏହାକୁ ସ୍ୱୀକାର କରିବା ସହ ସେହି ଅଞ୍ଚଳରେ ରାସ୍ତାଘାଟ ଭଲ ନଥିବା ହେତୁ ସେମାନଙ୍କ ବାଇକ କୁ ପିଛା କରି ଧରିବା ସମ୍ଭବପର ହୋଇନଥିଲା ବୋଲି କହିଥିଲେ। ଗୋଟିଏ ପଟେ ଚଳିତ ଗ୍ରୀଷ୍ମ ଋତୁରେ କୁଶଙ୍ଗ ବନ୍ୟପ୍ରାଣୀ ଅଭୟାରଣ୍ୟ ଗୁଡିକରେ ନିଆଁଲାଗି ପ୍ରାଣୀ ସୁରକ୍ଷା ବିପନ୍ନ ହୋଇପଡିଥିବା ବେଳେ ଅନ୍ୟପଟେ ଏହାର ସୁଯୋଗନେଇ ରାତିରେ  ଶିକାରୀ ମାନେ ଅବାଧରେ ବନ୍ୟଜନ୍ତୁ ଶିକାର କରୁଥିବାରୁ ବନ୍ୟପ୍ରାଣୀଙ୍କ ଅଭୟାରଣ୍ୟର ସେଂଚୁରି କୋର ଏରିଆ ଏବେ ସେମାନଙ୍କ ପାଇଁ ଅସୁରକ୍ଷିତ ହୋଇପଡିଛି।କୁଶଙ୍ଗ ରେଞ୍ଜ ଅଧିକାରୀଙ୍କ ଦ୍ଵାରା ବୁଧବାର ରାତି ଜବତ ହୋଇଥିବା ବାରହାକୁ ଗୁରୁବାର ଦିନ୧୨ଟା ସମୟରେ ହରଭଙ୍ଗା ବ୍ଲକ ଭାରପ୍ରାପ୍ତ ପ୍ରାଣୀଧନ ଚିକିତ୍ସକ ଡଃ ରୁଥ ଡୁଙ୍ଗଡୁଙ୍ଗ, ପୁରୁଣାକଟକ ପ୍ରାଣୀଧନ ନିରୀକ୍ଷକ ନାରାୟଣ ବାରିକ ଏବଂ ତଳଗାଁ ପ୍ରାଣୀଧନ ନିରୀକ୍ଷକ ନୟନା ବେହେରାଙ୍କୁ ନେଇ ଏକ ୩ଜଣିଆ ଟିମ  ବ୍ୟବଛେଦ କରିଥିଲେ। ବାରହା ଟିକୁ ଫାସ ରେ ପକାଇ ତାର ମୁଣ୍ଡ ଓ କାନମୂଳିରେ ଫେସା ମାରି ତାକୁ ହତ୍ୟା କରାଯାଇଥିବା ଜଣାପଡିଛି।ପରେ ଉକ୍ତ ବାରହାଟିକୁ ସମସଙ୍କ ଉପସ୍ଥିତିରେ ମାଟିରେ ଏକ ଗାତଖୋଳି ଫିନାଇଲ ଓ ଲୁଣ ଦେଇ ମୃତ ବାରହା ଟିକୁ ପୋତି ଦିଆ ଯାଇଥିଲା।ତେବେ ଏହି ଘଟଣାରେ ସଂପୃକ୍ତ ଶିକାରୀ ଙ୍କୁ ଚିହ୍ନଟ କରି ସେମାନଙ୍କ ବିରୋଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।ନଚେତ ଅବାଧ ପଶୁ ଶିକାର ବୃଦ୍ଧି ପାଇବା ସହ ବହୁ ବନ୍ୟପ୍ରାଣୀ ସୁରକ୍ଷା ଅଧିକ ବିପନ୍ନ ହେବ ବୋଲି ବୁଦ୍ଧିଜୀବି ମହଲରେ ମତ ପ୍ରକାଶ ପାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like