-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||     

HOME   ରାଜ୍ୟ

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ଆତ୍ମହତ୍ୟା ସନ୍ଦେହ

26-Mar-2021



ଝାରସୁଗୁଡା(ପ୍ରେରଣା ଖବର) : ଘରୋଇ କଳି ପାଇଁ ନେଲେ ଚରମ ନିଷ୍ପତ୍ତି । ହାରିଲେ ଜୀବନ ।  ଘରୋଇ କଳିକୁ ନେଇ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ମହାବୀର ନଗରରେ ଏହି ଘଟଣା ଆଲୋଡନ ସୃଷ୍ଟି କରିଛି ।

ସୂଚନାନୁସାରେ, ଶୁକ୍ରବାର ମହାବୀର ନଗର ରାସ୍ତା କଡରେ ଥିବା ଏକ ଗଛରେ ଶିବ ପ୍ରସାଦଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା । ଏହାପରେ ବ୍ରଜରାଜନଗର ପୋଲିସକୁ ସ୍ଥାନୀୟ ଲୋକେ ଖବର ଦେଇଥିଲେ ।।ପ୍ରାଥମିକ ତଦନ୍ତ ଅନୁସାରେ ମୃତ ଶିବ ପ୍ରସାଦ ନିଜ ପରିବାର ସହ ଗୁରୁବାର ରାତିରେ କୌଣସି କାରଣରୁ ବଚସା କରିଥିଲେ ।

କିନ୍ତୁ ମୃତକଙ୍କ ପାଦ ମାଟିତଳେ ଲାଗିଥିବାରୁ ଏହାକୁ ଆତ୍ମହତ୍ୟା ବୋଲି ସ୍ଥାନୀୟ ଲୋକେ  ଗ୍ରହଣ କରି ପାରୁ ନାହାନ୍ତି । ପୋଷ୍ଟମଟର୍ମ ରିପୋର୍ଟ ପରେ ହିଁ ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହେବା ନେଇ ପୋଲିସ ଅଧିକାରୀ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026

You Might Also Like