-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||     

HOME   ଦେଶ ବିଦେଶ

ନୂଆ କୃଷି ଆଇନ ପ୍ରତ୍ୟାହାର ଦାବି : ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା, କଂଗ୍ରେସ-ବାମଦଳ ଏବଂ ବିଭିନ୍ନ ଟ୍ରେଡ୍ ୟୁନିୟନର ସମର୍ଥନ

26-Mar-2021



ନୂଆଦିଲ୍ଲୀ(ପ୍ରେରଣା ଖବର ବ୍ୟୁରୋ)/ ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଷୀ ସଂଗଠନ ପକ୍ଷରୁ ଆଜି ‘ଭାରତ ବନ୍ଦ’ । ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଭାରତ ବନ୍ଦକୁ ସଫଳ କରିବା ଲାଗି ଚାଷୀ ସଂଗଠନଗୁଡ଼ିକ ଡାକରା ଦେଇଛନ୍ତି । ରାଜ୍ୟରେ କଂଗ୍ରେସ, ବାମଦଳ ଏବଂ ବିଭିନ୍ନ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଏହି ବନ୍ଦ ପାଳନକୁ ସମର୍ଥନ ଜଣାଇଛନ୍ତି ।

ବିଶେଷ କରି ସବୁ ଜିଲ୍ଲାର ସଦର ମହକୁମା, ପ୍ରମୁଖ ରାସ୍ତାଘାଟରେ ବନ୍ଦ ପାଳନ ପାଇଁ ଯୋଜନା ରହିଛି। ‘ଭାରତ ବନ୍ଦ’ ସମୟରେ ହାଟ, ବଜାର ବନ୍ଦ ରହିବ। ବିଭିନ୍ନ ସ୍ଥାନରେ ସ୍ଥାନୀୟ ବ୍ୟବସାୟୀ ଏପରି ନିଷ୍ପତ୍ତି ନେଇଛନ୍ତି। ସେହିପରି ଯାତ୍ରୀ ଓ ମାଲ୍ ପରିବହନ ମଧ୍ୟ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। ବସ୍ ଚଳାଚଳ ବନ୍ଦ କରିବାକୁ ମାଲିକ ସଂଘ ନିଷ୍ପତ୍ତି ନେଇନଥିଲେ ମଧ୍ୟ ବସ୍ ଚଳାଚଳ ବନ୍ଦ ରହିଛି। ଅଧିକାଂଶ ସ୍ଥାନରେ ଅଟୋ, ଟ୍ୟାକ୍ସି ମଧ୍ୟ ଚଳାଚଳ ବନ୍ଦ ରହିଛି । ବନ୍ଦ ପାଳନ କରୁଥିବା ବିଭିନ୍ନ ସଂଗଠନ ପକ୍ଷରୁ ଆମ୍ବୁଲାନ୍ସ, କ୍ଷୀର ଗାଡ଼ି, ବିବାହ କାର୍ଯ୍ୟକ୍ରମ ଆଦିରେ ବାଧା ନ ଦେବାକୁ ନିବେଦନ କରାଯାଇଛି।

ବନ୍ଦ ପାଳନ ବେଳେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ନ ଉପୁଜେ, ସେଥିପାଇଁ ପୋଲିସ୍ ପକ୍ଷରୁ ଆବଶ୍ୟକ ପ୍ରସ୍ତୁତି କରାଯାଇଛି। ଭୁବନେଶ୍ବରରେ ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନ ଓ ନ’ ତାଲାରେ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। କର୍ମଚାରୀମାନଙ୍କୁ ୯ଟା ୩୦ ସୁଦ୍ଧା ଅଫିସ୍ ରେ ପହଞ୍ଚିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।

‘ଭାରତ ବନ୍ଦ’କୁ କଂଗ୍ରେସ ସମର୍ଥନ କରିଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି ଯେ ଚାଷୀମାନେ କୃଷି ଆଇନକୁ ବିରୋଧ କରିବା ସମ୍ପୂର୍ଣ୍ଣ ଯୁକ୍ତିସଙ୍ଗତ । କଂଗ୍ରେସ ନେତୃବୃନ୍ଦ, ଜିଲ୍ଲା କଂଗ୍ରେସ ସଭାପତି, ଛାମୁଆ ସଂଗଠନ ଓ କର୍ମକର୍ତ୍ତାମାନେ ବନ୍ଦରେ ସକ୍ରିୟ ଅଂଶଗ୍ରହଣ କରି ସଫଳ କରିବା ପାଇଁ ନିରଞ୍ଜନ ଅପିଲ୍ କରିଛନ୍ତି । ‘ନୂଆ କୃଷି ଆଇନ୍ ପ୍ରତ୍ୟାହାର ଦାବିରେ ଗତ ୪ ମାସ ଧରି ଚାଷୀମାନେ ଦିଲ୍ଲୀରେ ଆନ୍ଦୋଳନ କରିଆସୁଛନ୍ତି। ଆନ୍ଦୋଳନକୁ ୧୨୦ ଦିନ ପୂରିସାରିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026

You Might Also Like