-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||     

HOME   ଜିଲ୍ଲା

ଲୋଇସିଂହାକୁ ଏନ୍ ଏ ସି ମାନ୍ୟତା ଦାବି : ଏକ ମାସ ର ଆନ୍ଦୋଳନ ପରେ ବି ପ୍ରଶାସନ ଚୁପ୍

26-Mar-2021



ଲୋଇସିଂହା, (ବିନୋଦ କୁମାର ଦୀପ): ଏନଏସି ମାନ୍ୟତା ଦାବିରେ ଲୋଇସିଂହା ଆଂଚଳିକ ବିକାଶ ପରିଷଦ ତରଫରୁ ଚାଲି ଥିବା ଧାରଣା ଗୋଟିଏ ମାସ ବିତିଯାଇଥିଲେ ସୁଦ୍ଧା ସରକାର କର୍ଣ୍ଣପାତ କରୁ ନ ଥିବାରୁ ଚାରି ଦିନ ହେଲା ବିକାଶ ପରିଷଦର ସଦସ୍ୟ ମାନେ ଗାଆଁକୁ ଗାଆଁ ଏବଂ ପ୍ରତ୍ୟେକ ସାହିରେ ସଭା କରି ଲୋକଙ୍କୁ ସଚେତନା ରୁଛନ୍ତି l ସଚେତନାର ଚତୁର୍ଥ ଦିନରେ ପନେସରା ଗ୍ରାମରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ସରୋଜ ବିଶ୍ଵାଳ, ପ୍ରଶାନ୍ତ ବେହେରା ଯୋଗଦେଇ ଲୋଇସିଂହା ଏନଏସି ମାନ୍ୟତା ପାଇଲେ ଅଞ୍ଚଳର କଣ ଲାଭ ହେବ, ଲୋକେ କଣ ଫାଇଦା ପାଇବେ ସେ ଉପରେ ଲୋକ ଙ୍କୁ ବୁଝାଇ ଥିଲେ। ପନେସରା ଗ୍ରାମବାସୀ ମଧ୍ୟ ଧାରଣାରେ ସାମିଲ୍ ହେବା ପାଇଁ ପ୍ରତିଶ୍ରୁତି ଦେଇଥିଲେ ଏବଂ ସରକାର ଲୋଇସିଂହାକୁ ଏନଏସି ମାନ୍ୟତା ନ ଦେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026

You Might Also Like