-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||     

HOME   ଜିଲ୍ଲା

ଚୋରା ଚାଲାଣ କାଠ ଗାଡି କୁ ଧରିବାକୁ ଯାଇ ପଥର ମାଡ ର ଶିକାର ହେଲେ ବନ କର୍ମଚାରୀ

26-Mar-2021



ନୟାଗଡ଼ (ପ୍ରଦୀପ କୁମାର ପଣ୍ଡା) ଗତକାଲି ରାତିରେ ଖବର ପାଇ ଦଶପଲ୍ଲା ବନାଞ୍ଚଳ ଅଧିକାରୀ ଏବଂ ତାଙ୍କ କର୍ମଚାରୀ ମାନେ ଏକ ଚୋରାକାଠ ଚାଲାଣ ଗାଡିକୁ ଫଲୋ କରିବାବେଳେ ପଥର ମାଡ ର ଶିକାର ହୋଇଥିଲେ | ଗାଡିଟି ଗଣିଆ ଅଭିମୁଖେ ଆସୁଥିବା ବେଳେ ଗଣିଆ ବନାଞ୍ଚଳ ଅଧିକାରିଣୀ ସୋନାଲି ସିଓ ଏବଂ ତାଙ୍କ କର୍ମଚାରୀ ମାନେ ଗଣିଆ ଠାରେ ସେ ଗାଡିକୁ ଧରିବାକୁ ଚେଷ୍ଟା କରିଥିଲେ ହେଲେ ସେଠାରେ ମାଫିଆ ମାନେ ମାଡମାରି ଖସି ଯାଇଥିଲେ | ସନ୍ଦେହ ମୁତାବକ ଆଜି ଖଣ୍ଡପଡା ବନାଞ୍ଚଳ ଅଧୀନ କୁମ୍ଭାରପଡ଼ା ଗ୍ରାମର ମହେନ୍ଦ୍ର ପଣ୍ଡା ଙ୍କ ଘରେ ଉଭୟ ଖଣ୍ଡପଡା ଏବଂ ଗଣିଆ ବନାଞ୍ଚଳ ତରଫରୁ ଚଢ଼ାଉ ହୋଇଥିଲା | ମହେନ୍ଦ୍ର ପଣ୍ଡା ଙ୍କ ଧର୍ମ ପତ୍ନୀ ଗଣିଆ ରେଞ୍ଜର ସୋନାଲି ସିଓ, ଖଣ୍ଡପଡା ବନରକ୍ଷୀ ସସ୍ମିତା ସେଠୀ ଏବଂ ଜଲି ସାମଲ ଙ୍କୁ ମାଡ ମାରିଥିଲେ | ଘଟଣା ସ୍ଥଳରୁ ମହେନ୍ଦ୍ର ପଣ୍ଡା ଙ୍କୁ ଗିରଫ କରାଯିବା ସହିତ ଶାଗୁଆନ, ଗମ୍ଭାରୀ, ଶାଳ, ଆକାଶିଆ ଭଳି ଦାମୀ କାଠ ର ପଟା ଜବତ କରାଯାଇଛି | ଘଟଣା ସ୍ଥଳରେ ଖଣ୍ଡ ପଡା ବନାଞ୍ଚଳ ଅଧିକାରୀ ଶ୍ରୀଯୁକ୍ତ ପଣ୍ଡା ଏବଂ ଗଣିଆ ବନାଞ୍ଚଳ ଅଧିକାରିଣୀ ସିଓ ଙ୍କ ସମେତ ଖଣ୍ଡପଡା ପୋଲିସ ଏବଂ ବନବିଭାଗୀୟ କର୍ମଚାରୀ ମାନେ ପ୍ରାୟ କୋଡିଏ ଜଣ ଉପସ୍ଥିତ ଥିଲେ | ବିଭାଗୀୟ ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ରେ ମହେନ୍ଦ୍ର ପଣ୍ଡା ଙ୍କ ସ୍ତ୍ରୀ ଙ୍କୁ ଗିରଫ କରାଯିବ ବୋଲି ଖଣ୍ଡପଡା ରେଞ୍ଜର ସୂଚନା ଦେଇଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026

You Might Also Like