-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର : ଭାରତ ବନ୍ଦକୁ ସମର୍ଥନ ଜଣାଇ ଆମ ଆଦମୀ ପାର୍ଟି ପକ୍ଷରୁ ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ

26-Mar-2021



ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର) : ଚାଷି ମାନଙ୍କ୍ ବନ୍ଦ ଡ଼ାକରା ଓ ଚାଷୀ ମାନଙ୍କ୍ ଦାବି କୁ ସମର୍ଥନ ଜଣାଇ ଆଜି ସକାଳ ବଲାଙ୍ଗୀର ଆମ୍ ଆଦମୀ ପାର୍ଟି ପକ୍ଷରୁ 26 ନମ୍ବର ଜାତୀୟ ରାଜପଥ ଅବରୋଧ କରି ଚକା ବନ୍ଦ ଆନ୍ଦୋଳନ କରାଯାଇଥିଲା। କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ୩ଟି କୃଷି ବିଲକୁ ବିରୋଧ କରି କୃଷକମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଆଜି ଆନ୍ଦୋଳନକୁ ୪ ମାସ ପୂରିବାକୁ ଯାଉଛି। କିନ୍ତୁ କେନ୍ଦ୍ର ସରକାର ଚାଷୀ ଙ୍କ କଥା ନ ଶୁଣଥିବା ନେଇ ଉଦ୍ ବେଗ ପ୍ରକାଶ ପାଇଛି। ଇଲେକ୍ସନ ଲଢ଼ିବା ପାଇଁ ସମୟ ଅଛି କିନ୍ତୁ ଚାଷୀ ର କଥା ବୁଝିବା ପାଇଁ ସମୟ ନାହିଁ ବୋଲି କେନ୍ଦ୍ର ସରକାରଙ୍କୁ କଟାକ୍ଷ କରାଯାଇଛି। ଆଜି କେନ୍ଦ୍ର ସରକାର କୁ ଚେତେଇ ବା ପାଇଁ ପୁଣି ଚାଷୀ ଏବଂ ଶ୍ରମିକ ସଂଗଠନ ଭାରତ୍ ବନ୍ଦ ଡ଼ାକରା ଦେଇଥିଲେ। ତେଣୁ ଆଜିର ଏହି କୃଷକ ଏବଂ ଶ୍ରମିକ ସଂଗଠନ ର ଭାରତ୍ ବନ୍ଦ ଡ଼ାକରା କୁ ଚାଷୀ ମାନଙ୍କ୍ ହିତ ପାଇଁ ଏବଂ ଚାଷି ମାନଙ୍କ ସ୍ୱାର୍ଥ ପାଇଁ ଭାରତ୍ ବନ୍ଦ ଡ଼ାକରା କୁ ଆମ୍ ଆଦମୀ ପାର୍ଟି ଜିଲ୍ଲା ଆବାହକ ତଥା ଆପ୍ ଓଡିଶା ପ୍ରବକ୍ତା ଆମ୍ ଆଦମୀ ପାର୍ଟି ର ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଶ୍ରି ଆଶିଷ ପାଣ୍ଡେ ଙ୍କ ନେତୃତ୍ୱ ରେ ବଲାଙ୍ଗୀର ଆମ୍ ଆଦମୀ ପାର୍ଟି ସମ୍ପୁର୍ଣ୍ଣ ସମର୍ଥନ କରିଛନ୍ତି। 

ଏହା ବଲାଙ୍ଗିର ଟିଟଲାଗଡ଼ ରୋଡ ର ଶିନଖମନ ଠାରେ କରାଯାଥିବା ହେତୁ ରାସ୍ତାର ଉଭୟ ପାର୍ଶ୍ଵରେ ସତାଧିକ ଗାଡି ବନ୍ଦ ରହିଥିବା ପରିଲକ୍ଷିତ ହୋଇଥିଲା। ଏହି ଚକା ବନ୍ଦ ଆନ୍ଦୋଳନ ରେ ଆମ୍ ଆଦମି ପାର୍ଟି ର ଦେଓଗାଁ ବ୍ଲକ ସଭାପତି ଶଙ୍କର୍ଷଣ ମହାପାତ୍ର. ଶୋସିଆଲ୍ ମେଡିଆ ଇନ୍ଚାର୍ଜ ଅଶୋକ ସୁନା, ହିତେଶ ବଗର୍ତ୍ତୀ, ବଲରାମ ଜାଲ, ସୁବୋଧ ପଟେଲ, ମାନ୍ଦଲୁ ସା, ସୁଶାନ୍ତ ପରୁଆ, ଶ୍ରିପତି ବାଗ, ରାଧେ ସାହୁ, ରମାକାନ୍ତ ବେହେରା, ଅଶୋକ ହରପାଲ, ରାଜିବ, ଅଶୋକ ନାଏକ, ଜୁଗେସ୍ଵର୍ ଛତ୍ରୀୟା, ଚୈତନ୍ୟ ପଟେଲ୍, ବଳହବ୍ ଚିରଗୁନ ଓ ପ୍ରହଲ୍ଲାଦ ବାଗ ଆଦି ପାର୍ଟି ର କାର୍ଯ୍ୟ କର୍ତ୍ତା ସାମିଲ ହୋଇ ଭାରତ୍ ବନ୍ଦ ଡ଼ାକରା ଏବ୍ଂ ଚକା ବନ୍ଦ କୁ ସଫଳ କରାଯାଇଥିଲା। 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like