-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସ ର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||     

HOME   ଜିଲ୍ଲା

ବାଲିଗୁଡା : ୨୨ ଲକ୍ଷ ରୁ ଉର୍ଦ୍ଧ ଟଙ୍କାର ଗଞ୍ଜେଇ ସହ ଦୁଇ ଜଣ ଗିରଫ: ୩ ଜଣ ଫେରାର: ତଦନ୍ତ ଅବ୍ୟାହତ

26-Mar-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପକ୍ଷରୁ ବାଲିଗୁଡା ଠାରୁ କୁଟିକିଆ  ରାସ୍ତାରେ ପୁଲିସ ବିଭାଗ ତରଫରୁ ଏସ ଆଇ ରବିନ୍ଦ୍ର ମୁଣ୍ଡାରୀ ଙ୍କ ସହ ସଦଳ ବଳ ପାଟ୍ରୋଲିଂ କରୁଥିବା ସମୟ ରେ ପଦ୍ମାପଦର ବ୍ରିଜ ନିକଟରେ ଯାଞ୍ଚ ସମୟରେ ଗଞ୍ଜେଇ ଧରି ଗାଡିକୁ ଅପେକ୍ଷା କରିଥିବା ସମୟରେ ଦୁଇ ଜଣ ଧରାପଡ଼ିଥିବା ବେଳେ ଘଟଣା ସ୍ଥଳରୁ ତିନି ଜଣ ଚମ୍ପଟ ମାରି ପଳାଇଥିଲେ  l ସେଥିରୁ ୪୫୦ କେଜି ୮୦୦ ଗ୍ରାମ ଗଂଜେଇ ଜବତ କରିଥିଲେ l ଏ ନେଇ  ଥାନା ରେ ଏକ ମାମଲା ନଂ.୫୯/୨୧ ରେ ରୁଜୁ କରି  ଏହି ଘଟଣାରେ ସଂଶ୍ଲିଷ୍ଟ ଥିବା କୁଟିକିଆ ପଞ୍ଚାୟତର ବକାରୀମୁଣ୍ଡା ଗ୍ରାମର ପାରସ ମଲିକ, ପଦ୍ମ ଚରଣ ମଲିକ ଙ୍କୁକୋର୍ଟ ଚାଲାଣ କରିଛନ୍ତି l ଏହି ଘଟଣାରେ  ଅନ୍ୟ ଅଭିଯୁକ୍ତ ମାନେ କିଏ କିଏ ଅଛନ୍ତି, ସେ ନେଇ ତଦନ୍ତ ଅବ୍ୟାହତ ଥିବା ବିଷୟ  ବାଲିଗୁଡ଼ା ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରଶାନ୍ତ କୁମାର ବେହେରା ସୂଚନା ପ୍ରଦାନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସ ର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026

You Might Also Like