-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||     

HOME   ଜିଲ୍ଲା

ଗତକାଲି ପୁଣି ରାଜ୍ୟରେ ୨୦୦ ପାର୍ କଲା କରୋନା, ନୂଆପଡ଼ା ରେ ସର୍ବାଧିକ 33:ବଲାଙ୍ଗିର ରେ 15 ସଂକ୍ରମିତ ଚିହ୍ନଟ, ବଲାଙ୍ଗିର ଜିଲ୍ଲାପାଳ ପ୍ରକାଶ କଲେ ଭିଡିଓ ସଚେତନତା ବାର୍ତ୍ତା

27-Mar-2021



ଭୁବନେଶ୍ୱର:(ଶୁଭାଶିଷ ନାୟକ) : ଗତକାଲି  ରାଜ୍ୟରେ  ୨୦୦ ପାର୍ କରିଛି  କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।  ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପାଖରୁ ସୂଚନା ଦିଆଯାଇଛି  ।  ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ସେହିପରି ଖୋର୍ଦ୍ଧାରୁ  ୩୨, କଟକରୁ ୨୯, ବରଗଡ଼ରୁ ୨୪, କଳାହାଣ୍ଡିରୁ ୧୭, ସୁନ୍ଦରଗଡ଼ ଓ ବଲାଙ୍ଗିରରୁ ୧୫ ଲେଖାଏଁ, ସମ୍ବଲପୁରରୁ ୧୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ପଜିଟିଭ ସଂଖ୍ୟା ୨୦୦ ପାର କରୁଥିଲେ ମଧ୍ୟ ରାଜ୍ୟର ସ୍ଥିତି ଠିକ୍  ଅଛି। ଏଥିଯୋଗୁ କିଛି ଭୟଭୀତ ହେବା ଦରକାର ନାହିଁ । ସ୍ଥିତି ଗମ୍ଭୀର ନଥିଲେ ମଧ୍ୟ ହୋଲି ଭଳି ପର୍ବପର୍ବାଣୀରେ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି  ILS ନିର୍ଦ୍ଦେଶକ ଅଜୟ ପରିଡ଼ା।ସମଗ୍ର ଦେଶକୁ ପୁଣି ଥରେ ଥରହର କଲାଣି କରୋନା ମହାମାରୀର ଦ୍ୱିତୀୟ ଲହରୀ । ଦେଶରେ କରୋନା ଗ୍ରାଫ୍‌ ଉପରମୁହାଁ ଥିବା ବେଳେ  ରାଜ୍ୟରେ ବି ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଭାରତରେ ଗତ ୨୪ ଘଣ୍ଟା ଭିତରେ ୫୯ ହଜାର ୧୧୮ ଜଣ ନୂଆ  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୮ ଲକ୍ଷ ୪୬ ହଜାର ୬୫୨କୁ ବୃଦ୍ଧି ପାଇଛି ।

  ସେହିପରି ଦିନକରେ ୨୫୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ୨୫୭କୁ ମିଶାଇ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୦ ହଜାର ୯୪୯ରେ ପହଞ୍ଚିଛି । ଏବେ  ସୁଦ୍ଧା ୧ କୋଟି ୧୨ ଲକ୍ଷ ୬୪ ହଜାର ୬୩୭ ଜଣ ସୁସ୍ଥ ହୋଇଥିବା ବେଳେ ଏବେବି  ଆକ୍ଟିଭ କେସ୍ ରହିଛି ୪ ଲକ୍ଷ ୨୧ ହଜାର ୬୬ ରହିଛି। ସୂଚନାଯୋଗ୍ୟ  ଆଜି ସୁଦ୍ଧା ସମଗ୍ର ଦେଶରେ ୫ କୋଟି ୫୫ ଲକ୍ଷ ୪ ହଜାର ୪୪୦ ଜଣ ଟିକା ନେଇସାରିଲେଣି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026

You Might Also Like