-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||     

HOME   ଦେଶ ବିଦେଶ

ସଚିନ ତେନ୍ଦୁଲକରଙ୍କୁ କରୋନା, ଟ୍ୱିଟ୍ କରି ସୂଚନା ଦେଲେ ମାଷ୍ଟର ବ୍ଲାଷ୍ଟର

27-Mar-2021



ନୂଆଦିଲ୍ଲୀ,(ପ୍ରେରଣା ଖବର) ::  କ୍ରିକେଟର ଭଗବାନ ଭାବେ ପରିଚିତ ମହାନ ବ୍ୟାଟସମ୍ୟାନ୍ ସଚିନ ତେନ୍ଦୁଲକର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ।

ନିକଟରେ ସଚିନ ରୋଡ ସେଫ୍ଟି ଲିଜେଣ୍ଡ ଟୁର୍ଣ୍ଣାମେଣ୍ଟରେ ଖେଳିଥିଲେ । ଏହି ଟୁର୍ଣ୍ଣାମେଣ୍ଟରେ ଭାରତ ତାମ୍ପିଅନ ହୋଇଥିଲା । ତେବେ ସେ କୋଭିଡ୍ ପଜିଟିଊ୍ ଚିହ୍ନଟ ହେବା ପରେ ତାଙ୍କ ଫ୍ୟାନ୍ ମାନେ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।

ସଚିନ ପଜିଟିଭ୍ ଚିହ୍ନଟ ପରେ ଟ୍ୱିଟ କରି ଲେଖିଛନ୍ତି ଯେ, ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି । ଏହାସହ ଡାକ୍ତରଙ୍କ ପରାମର୍ଶକ୍ରମେ ସବୁ କରୁଛନ୍ତି । ତାଙ୍କ ଶରୀରରେ ସାମାନ୍ୟ ଲକ୍ଷଣ ଦେଖାଦେଇଛି ।ତେବେ ପରିବାରର ଅନ୍ୟ ସମସ୍ତଙ୍କ ରିପୋର୍ଟ ନେଗେଟିଭ୍ ଆସିଛି । ଏହାସହ ଘରେ କ୍ୱାରେଣ୍ଟାଇନରେ ରହିଥିବା ସୂଚନା ଦେଇଛନ୍ତି ।

ଏତତ୍ ବ୍ୟତୀତ ତାଙ୍କୁ ଭଲ ପାଉଥିବା ସମସ୍ତ ଫ୍ୟାନ୍ ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026

You Might Also Like