-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ଜଙ୍ଗଲ ନିଆଁ କାରଣ ଓ ପ୍ରତିକାର ଉପରେ ସଚେତନତା ସଭା ଓ ଶୋଭାଯାତ୍ରା

27-Mar-2021



କଣ୍ଟାବାଞ୍ଜି (ପ୍ରେରଣା ଖବର) :ସଂପ୍ରତି ପରିସ୍ଥିତି ରେ ଜଙ୍ଗଲକୁ ନିଆଁ ଦାଉରୁ ଓ ବନ୍ୟପ୍ରାଣୀଙ୍କୁ ଅବାଧ ଶିକାରରୁ ରକ୍ଷା କରିବା ପାଇଁ କଣ୍ଟାବାଞ୍ଜି ବନାଞ୍ଚଳ କାର୍ଯ୍ୟାଳୟ ତରଫରୁ ଏକ ମୋଟରସାଇକଲ ଶୋଭାଯାତ୍ରା ଏବଂ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।ସକାଳ୭ଘଣ୍ଟା ସମୟରେ ପରିବେଶ ପ୍ରେମୀ,ସ୍ବେଚ୍ଛାସେବୀ, ଜଙ୍ଗଲ ସୁରକ୍ଷା ସମିତି କର୍ମୀ,ପାରାଫୋର୍ସ,ଷ୍ଟାକ ଫୋର୍ସ, ଅଗ୍ନି ଶମ କର୍ମୀ ଓ ବନ କର୍ମଚାରୀ ମାନଙ୍କୁ ନେଇ ଏକ ମୋଟର ସାଇକେଲ ଶୋଭାଯାତ୍ରା ଅତିଥି ଶ୍ରୀ ମନୋରଞ୍ଜନ ପାଣିଗ୍ରାହୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତୁରେକେଲା, ଶ୍ରୀ ସରୋଜ କୁମାର ମହାପାତ୍ର, ଉପଖଣ୍ଡ ପୋଲିସ ଅଧିକାରୀ, ପ୍ରକୃତି ବନ୍ଧୁ ତଥା ଜୁନିୟର ରେଡକ୍ରସ ପରାମର୍ଶ ଦାତା ବିରଞ୍ଚି ନାରାୟଣ ଦାଶ, ଡ଼ ସଂଜୟ କୁମାର ମିଶ୍ର,ରେଂଜର ଶ୍ରଦ୍ଧାଦେବ ବଡ଼ମାଳୀ ସବୁଜ ପତାକା ଦେଖେଇବା ପରେ ବନାଞ୍ଚଳ କାର୍ଯ୍ୟାଳୟ ସମ୍ମୁଖରୁ ଆରମ୍ଭ ହୋଇ ମାଙ୍କଡ଼ ଚୁଆଁ,ଖଗସା,ପାଟିମାଲ,ତୁରେକେଲା, ରାଉତ ମୁଣ୍ଡାହୋଇ କଣ୍ଟାବାଞ୍ଜି ଠାରେ ପହଞ୍ଚି ଥିଲା।ତାପରେ ସ୍ୱୟଂ ସହାୟକ ଗୋଷ୍ଠୀ ର ସଭାଗୃହରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା।ଏହି ସଭାରେ ଡେପୁଟି ରେଞ୍ଜର ଶ୍ରୀ ସାଧୁଚରଣ ପ୍ରଧାନଙ୍କ ସଭାପତିତ୍ୱରେ ତୁରେକେଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମନୋରଞ୍ଜନ ପାଣିଗ୍ରାହୀ ମୁଖ୍ୟ ଅତିଥି, ସମ୍ମାନିତ ଅତିଥି ଭାବେ ପ୍ରକୃତିବନ୍ଧୁ ତଥା ଜୁନିୟର ରେଡ଼କ୍ରସ ପରାମର୍ଶ ଦାତା ବିରଞ୍ଚି ନାରାୟଣ ଦାଶ,ଅଧ୍ୟାପକ ସଞ୍ଜୟ କୁମାର ମିଶ୍ର, ଅବସରପ୍ରାପ୍ତ ଶିକ୍ଷକ ଥମିର ଛତ୍ରିଆ, ଶୈଳେସ କୁମାର ଦାଶ, ବିଟିଏମ,ଫରେଷ୍ଟର ବିନୋଦ ଧରୁଆ ଯୋଗ ଦେଇଥିଲେ।ଫରେଷ୍ଟର ଅଶୋକ ପଶାୟତ ସଭା ପରିଚାଳନା ଓ ଶ୍ରୀ ଆଦିତ୍ୟ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ସଭାରେ ଉପସ୍ଥିତ ତୁରେକେଲା ବ୍ଳକର ବିଭିନ୍ନ ଗ୍ରାମରୁ ଆସିଥିବା ଗ୍ରାମବାସୀ,ପରିବେଶ ପ୍ରେମୀ,ବନ ସୁରକ୍ଷା ସମିତିର ସଭ୍ୟ,ସ୍ୱୟଂ ସହାୟକ ଗୋଷ୍ଠୀର ସଭ୍ୟ ମାନେ ଜଙ୍ଗଲ ସୁରକ୍ଷା କରିବା ସହିତ ନିଆଁ ଦାଉରୁ ରକ୍ଷା କରିବାକୁ ଶପଥ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like