-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ ଓ ସାଧାରଣ ସଭା

27-Mar-2021



ବଲାଙ୍ଗିର, (ପ୍ରେରଣା ଖବର) : ଚାଳିତ ୨ଠ୨୧-୨୨ ବର୍ଷ ପାଇଁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଓ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଆଜି ସିଭିଲ କୋର୍ଟ ବାର୍ ହଲ ପରିସରରେ ଅନୁଷ୍ଠିତ  ନିର୍ବାଚନରେ ସଂଘର ମୋଟ୍  399ସଭ୍ୟ/ସଭ୍ୟା ଅଂଶଗ୍ରହଣ କରି ନିଜର ଭୋଟଦାନ ସାବ୍ୟସ୍ତ କରିଥିଲେ । ସଂଘର ସଭାପତି ଭାବରେ  ପ୍ରବୀଣ କୁମାର ମିଶ୍ର ନିଜର ନିକଟତମ ପ୍ରତିଦ୍ୱନ୍ଦୀ  ଆଶୁତୋଷ ଷଡଙ୍ଗୀଙ୍କ ଠାରୁ  64 ଟି ଅଧିକ ଭୋଟ ପାଇଁ ସଭାପତି ଭାବେ ନିର୍ବାଚିତ ହୋଇଥିଲେ । ପ୍ରବୀଣ ମିଶ୍ର 226 ଖଣ୍ଡ ଭୋଟ ପାଇଥିବା ବେଳେ ଆଶୁତୋଷ ଷଡଙ୍ଗୀ 162ଟି ଭୋଟ ପାଇଥିଲେ । ସଂପାଦକ ପଦ ପାଇଁ ଅମନ ନାଗ, ବାସୁଦେବ ରଥ ଓ ଅଧିକାରୀ ଦନ୍ତା ପ୍ରତିଦ୍ୱନ୍ଦିତା କରୁଥିବା ବେଳେ  ଅମନ ନାଗ 154 ଖଣ୍ଡ ଭୋଟ ପାଇ  ବସୁଦେବ ରଥଙ୍କୁ 37 ଟି ଭୋଟରେ ପରାସ୍ତ କରିଥିଲେ । ସେହିପରି ଉପସଭାପତି ଭାବରେ ସରୋଜ ଗୁପ୍ତା, କୋଷାଧ୍ୟକ୍ଷ ଭାବରେ ରୁଦ୍ର ଥନାପତି, ଯୁଗ୍ମ ସଂପାଦକ ଭାବରେ ସିତାଂଶୁ ଶେଖର ଶତପଥୀ ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଛନ୍ତି । କାର୍ଯ୍ୟକାରୀ କମିଟକୁ ଦିନେଶ ନାଗ, ଅଶୋକ କୁମାର ରାଉତ, ଚନ୍ଦ୍ରଶେଖର ମିଶ୍ର, ଜୟରାମ ମିଶ୍ର, ବୀରେନ ମିଶ୍ର, ରବି ବହିଦାର. ପଦ୍ମନାଭ ପଟେଲ, ଶ୍ରୀନିବାସ ରାଓ,, ଅସିତ୍ ଷଡଙ୍ଗୀ ଓ ଶଙ୍କର ମିଶ୍ର ପ୍ରମୁଖ ସଭ୍ୟ ନିର୍ବାଚିତ ହୋଇଛନ୍ତି ।  ଅଡିଟର ଭାବେ ବିବେକାନନ୍ଦ ମିଶ୍ର ମନୋନୀତ ହୋଇଛନ୍ତି l ଆଜିର ନିର୍ବାଚନକୁ ଓକିଲ ସଂଘର ସଭ୍ୟ ସୁରେଶ ପାଠୀ, ଦେବେନ୍ଦ୍ର ପାଣିଗ୍ରାହୀ, ବିବେକାନନ୍ଦ ମିଶ୍ର, ଦେବାଶିଷ ବିଶ୍ୱାଲ, ରାଜେନ୍ଦ୍ର ମିଶ୍ର, ପ୍ରଭାସ ମିଶ୍ର, ବ୍ରଜ ମିଶ୍ର. ସୁଧାଂଶୁ ବଗର୍ତ୍ତୀ, ସତ୍ୟ ଆଚାର୍ଯ୍ୟ ଓ ସୁଧାଂଶୁ ଦେଓ ସହଯୋଗ କରିଥିବା ବେଳେ ନିର୍ବାଚନ ଅଧିକାରୀ ଭାବରେ ଅରବିନ୍ଦାକ୍ଷ ପୁଜାରୀ ପରିଚାଳନା କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026

You Might Also Like