-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଜିଲ୍ଲା

ରାଜ୍ୟସରକାରଙ୍କ କଡା ତାଗିତ ସତ୍ତ୍ୱେ ବିଦ୍ୟୁତ ବିଭାଗର ମାରଣ ନୀତି : ରିନବଚନଗ୍ରାମକୁ ସଂଯୋଗ କରାଯାଇଥିବା ପି ଏଚ୍ ଡି ପାଣିର ଲାଇନ ବିଛିନ୍ନକଲେ ବିଭାଗୀୟ ଅଧିକାରୀ

27-Mar-2021



ଆଗଲପୁର (ଦେବାଶିଷ ପଧାନ): ଆଗଲପୁର ବ୍ଲକ ଅନ୍ତର୍ଗତ ରିନବଚନ ଗ୍ରାମରେ ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପ ପକ୍ଷରୁ ଏକ ଓଭରହେଡ଼ ପାଣିଟାଙ୍କି ନିର୍ମାଣ କରାଯାଇଛି ଯାହାକୁ 01.07.2016 ମସିହାରେ ପୂର୍ବତନ ମନ୍ତ୍ରୀ ଯୋଗେନ୍ଦ୍ର ବେହେରା ଉଦଘାଟନ କରିଥିଲେ ହେଲେ ଦୁଃଖର ବିଷୟ ଦୁଇ ଦିନ ହେଲା ପଞ୍ଚାୟତ ପକ୍ଷରୁ ବିଦ୍ୟୁତ ବିଲ ପୈଠ କରିନଥିବାରୁ ବିଦ୍ୟୁତ ବିଭାଗର କର୍ମଚାରୀ ମାନେ ଲାଇନ କାଟିଦେଇଛନ୍ତି ଯେଉଁଥିପାଇଁ ରିନବଚନ ଗ୍ରାମବାସି ସମ୍ପୂର୍ଣ ପି,ଏଚ୍,ଡି ପାଣି ଉପରେ ନିର୍ଭର କରୁଥିବାରୁ ବର୍ତମାନ ଆଉ ପାଣି ପାଇପାରୁନାହାନ୍ତି l ବର୍ତମାନ  ଖରାର ପ୍ରକୋପ ବୃଦ୍ଧି ପାଉଛି କିନ୍ତୁ ପାଣିପାଇଁ ଜନସାଧାରଣ ଦହଗଞ୍ଜ ହେଉଛନ୍ତି ରାଜ୍ୟସରକାରଙ୍କ କଡା ତାଗିଦକୁ ଏଠିବା ମାନୁଛି କିଏ  ? ରାଜ୍ୟସରକାର ବିଶୁଦ୍ଧ ପାନୀୟ ଜଳଯୋଗାଣ ପାଇଁ କୋଟିକୋଟି ଟଙ୍କା ଖର୍ଚ୍ଚକରୁଛନ୍ତି ହେଲେ ଗ୍ରାମପଞ୍ଚାୟତର କର୍ମଚାରୀ ମାନଙ୍କ ଖାମଖିଆଲି ମନୋଭାବ ଯୋଗୁଁ ତାହା ଫଳପ୍ରଦ ହେଉନାହିଁ,ତେଣୁ ଗ୍ରାମବାସି ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି l ଆଗକୁ ଯଦି ଏହିପରି ସମସ୍ୟା ଲାଗିରହେ ରାଜରାସ୍ତାରେ ଜୋରଦାର ଆନ୍ଦୋଳନ ହେବ ବୋଲି ଗ୍ରାମବାସି କହିଛନ୍ତି l ଏବିଷୟରେ ଆମେ ପଞ୍ଚାୟତ ନିର୍ବାହୀ ଅଧିକାରୀ ସୁରେନ୍ଦ୍ର ପଧାନଙ୍କ ପ୍ରତିକ୍ରିୟା ନେବାରୁ 3 ରୁ 4 ଲକ୍ଷ ଟଙ୍କାବାକି ଅଛି ସରପଞ୍ଚଙ୍କୁ କହିଛି ମଙ୍ଗଳବାର ଦିନ କିଛିଟଙ୍କା ପୈଠ କରିବୁ ବୋଲି କହିଥିଲେ,ତେଣୁ ଜନସାଧାରଣଙ୍କ ମୌଳିକ ଅଧିକାରରୁ ଯେଉଁମାନେ ବଞ୍ଚିତ କରୁଛନ୍ତି ସେହି ଅପାରଗ ଅଧିକାରୀ ମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାପାଇଁ ଦାବିହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like