-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ବାହାରୁ ଜିଏସଟି କର ଠକେଇ କରି ସାମଗ୍ରୀ ଆଣିବା ନେଇ ଜି ଏସ ଟି ଏନଫୋର୍ସମେଣ୍ଟ ସ୍କ୍ବାର୍ଡର ଚଢାଉ

28-Mar-2021



ବଲାଙ୍ଗୀର,(ପ୍ରେରଣା ଖବର ବ୍ୟୁରୋ) : ବଲାଙ୍ଗିରରେ ଏକ ଘରୋଇ ବସ୍ ଉପରେ ସିଟି ଏଣ୍ଡ ଜିଏସଟି ଏନଫୋର୍ସମେଣ୍ଟ ସ୍କ୍ବାର୍ଡ ଚଢାଉ।  ବିନା କାଗଜପତ୍ରରେ ରାୟପୁରରୁ ବଲାଙ୍ଗୀର କୁ ପରିବହନ କରାଯାଉଥିବା ଲାକ୍ଷାଧିକ ଟଙ୍କାର ସାମଗ୍ରୀ ଜବତ କରାଯାଇଛି । ବଲାଙ୍ଗିର ବିକ୍ରୀକର ଉପନିର୍ଦ୍ଦେଶକ ଫକୀର ମୋହନ ଶତପଥୀଙ୍କ ନେତ୍ରୁତ୍ବରେ ବଲାଙ୍ଗିର ସିଟି ଏଣ୍ଡ୍ ଜିଏସଟି ଅଧିକାରୀ ଆଶିଷ ସାହୁ ଓ ବିଭାଗୀୟ କର୍ମଚାରୀମାନେ ଏହି ଚଢାଉରେ ସାମିଲ ଥିଲେ ।

ବଲାଙ୍ଗିର ଘରୋଇ ବସଷ୍ଟାଣ୍ଡ ଭିତରକୁ ନିଆଯାଇ ପରିବହନ ହୋଇଥିବା ସାମଗ୍ରୀ ଗୁଡିକୁ ଏନଫୋର୍ସମେଣ୍ଟ ବିଭାଗ ପକ୍ଷରୁ ଖୋଳତାଡ ଆରମ୍ଭ କରାଯାଇଛି ।  ରାୟପୁରରୁ ବଲାଙ୍ଗିରକୁ ଆସୁଥିବା ମହିନ୍ଦ୍ରା ଘରୋଇ ବସରେ  ଜିଏସଟି ଫାଙ୍କି ଲକ୍ଷ।ଧିକ ଟଙ୍କାର ସାମଗ୍ରୀ ଚାଲାଣ କରୁଥିବା ବେଳେ  ଧରାପଡିଛି।   ତେବେ ରାୟପୁର ରୁ ବଲାଙ୍ଗିର କୁ ମହିନ୍ଦ୍ରା ବସ୍ ରେ ବ୍ୟବସାୟୀମାନଙ୍କ  ସାମଗ୍ରୀ ଅଣାଯାଇଥିବା ନେଇ ।

ଅଟକ ବସ କଣ୍ଡକ୍ଟର ପ୍ରେମରାଜ ବହିଦାର ସ୍ବୀକାର କରିଛନ୍ତି । ତେବେ ରାୟପୁର ରୁ ଆଣୁଥିବା ସାମଗ୍ରୀ ର ଟ୍ୟାକ୍ସ ଦିଆଯିବା ପରେ ଆଣୁଥିବା ନେଇ ବ୍ୟବସାୟୀ ମାନେ  କହିଛନ୍ତି । ତେବେ ଜିଏସଟି ବିଭାଗ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ବୋଲି ପ୍ରକାଶ ପାଇଛି 


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like