-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||     

HOME   ଜିଲ୍ଲା

କନ୍ଧମାଳ ଜିଲ୍ଲା ବି.ଏଡ଼. ଶିକ୍ଷକ ସଂଘର କର୍ମକର୍ତ୍ତା ନିର୍ବାଚନ :କୁମର ହେଲେ ସଭାପତି

28-Mar-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ):କନ୍ଧମାଳ ଜିଲ୍ଲା ବି.ଏଡ଼ ଯୋଗ୍ୟତା ଧାରୀ ଶିକ୍ଷକ ସଂଘ ର ସଭାପତି ଭାବେ କୁମର ପରାସେଟ ଙ୍କୁ ମନୋନୀତ କରିଛନ୍ତି କନ୍ଧମାଳ ଜିଲ୍ଲାର ବି.ଏଡ଼ ଶିକ୍ଷକ ଶିକ୍ଷୟିତ୍ରୀ ମାନେ। ଫୁଲବାଣୀ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଏକ ଜରୁରୀ କାଳୀନ ସଭା ଅନୁଷ୍ଠିତ ହୋଇଥିଲା। ଜିଲ୍ଲାର ୧୨ଟି ବ୍ଲକର କର୍ମକର୍ତା ମାନଙ୍କୁ ନେଇ ଏହି ସଭା ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ ସଙ୍ଘ କୁ ପୁନର୍ଗଠନ କରାଯାଇ ନୂତନ କର୍ମକର୍ତା ଚୟନ କରାଯାଇଥିଲା। ତୁମୁଡିବନ୍ଧ ବ୍ଲକ ର ଶିକ୍ଷକ କୁମର ପରାସେଟ ସଭାପତି ଭାବେ ମନୋନୀତ ହୋଇଥିବା ବେଳେ ବିଜୟାନନ୍ଦ ଦାସ, ବନଲତା ନାୟକ ଉପସଭାପତି ଭାବେ ମନୋନୀତ ହୋଇଥିଲେ। କାହ୍ନୁ ଚରଣ ସାହାଣୀ ଙ୍କୁ ସମ୍ପାଦକ ଉତ୍କଳ କେଶରୀ ବିଭାର ଙ୍କୁ ଯୁଗ୍ମ ସମ୍ପାଦକ, ଦୁତିକୃଷ୍ଣ ପଣ୍ଡା ଙ୍କୁ କୋଷାଧ୍ୟକ୍ଷ ଭାବେ ମନୋନୀତ କରାଯାଇଥିଲା। ଉକ୍ତ ବୈଠକରେ ପ୍ରାଥମିକ ବି.ଏଡ଼ ଶିକ୍ଷକଙ୍କୁ ଟି.ଜି. ଶିକ୍ଷକ ମାନ୍ୟତା, ଟି.ଜି. ସ୍କେଲରେ ଦରମା, ୬ବର୍ଷ ଠିକା ସମୟ କୁ ନିୟମିତ ଚାକିରୀ କାଳରେ ପରିଗଣିତ କରିବା ଏବଂ ପଦୋନ୍ନତି ସମୟରେ ସେକେଣ୍ଡାରୀ କୁ ଚୟନ ନିମନ୍ତେ

ସୁଯୋଗ ଦେବା ନେଇ ଆଲୋଚନା କରାଯିବା ସହିତ ରାଜ୍ୟ ସରକାରଙ୍କୁ ଉପଯୁକ୍ତ ଫୋରମ ଜଣାଇବା ନିମନ୍ତେ ନିଷ୍ପତ୍ତି ହୋଇଥିଲା। ସରକାର ଉପରୋକ୍ତ ସମସ୍ୟା ର ସମାଧାନ କରିବା ଦିଗରେ ପଦକ୍ଷେପ ନନେଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ଆଲୋଚନା ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026

You Might Also Like