-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

"ଘୁମୁସର ର ସ୍ବର" ର ୯୭ତମ ସାହିତ୍ୟ ଆସର ସହ ସମ୍ବର୍ଦ୍ଧନା ଓ ପୁସ୍ତକ ଉନ୍ମୋଚନ

28-Mar-2021



 ବୁଗୁଡ଼ା(ଡ଼ଃ.କୁମୁଦ ଚନ୍ଦ୍ର ବେହେରା) ଗଞ୍ଜାମ ଜିଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଓଡ଼ିଆ ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ଗବେଷଣାର ପ୍ରତିଷ୍ଠାନ "ଘୁମୁସର ର ସ୍ବର" ପକ୍ଷରୁ ଦୋଳପୂର୍ଣ୍ଣିମା ଅବସରରେ ୯୭ତମ ଅଧିବେଶନରେ ସମ୍ବର୍ଦ୍ଧନା, ସାହିତ୍ୟ ଆଲୋଚନା, ପୁସ୍ତକ ଉନ୍ମୋଚନ ଓ କବିତା ଆସର ବାଲିପଦର ନିକଟସ୍ଥ ଝୋଲରୀ‌ ଠାକୁରିଣୀ ମନ୍ଦିର ପ୍ରାଙ୍ଗଣରେ ସଭାପତି ଡ଼କ୍ଟର ବି.ପ୍ରକାଶ ଚନ୍ଦ୍ର ପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଝୋଲରୀ ଓ ଖରିଡା ନାମ ସଂକୀର୍ତ୍ତନ ଦଳଙ୍କ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଗାଳ୍ପିକ ଚିତ୍ତରଞ୍ଜନ ତ୍ରିପାଠୀଙ୍କୁ ପୁଷ୍ପଗୁଚ୍ଛ,ଉପଢ଼ୌକନ ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। କବି ଅନନ୍ତ କରଙ୍କ ପୌରହିତ୍ୟରେ ଅନୁଷ୍ଠିତ ସାହିତ୍ୟ ଆଲୋଚନାରେ ଡାକ୍ତର ପ୍ରଦିପ୍ତ ଚନ୍ଦ୍ର ସିଂହ, ଡକ୍ଟର ବାୟାମନ୍ୟୁ ଚର୍ଚ୍ଚି, ଡକ୍ଟର ବ୍ରଜକିଶୋର ପାଢ଼ୀ, ନେତାଜୀ ବିଷୋୟୀ, ଚିତ୍ତରଞ୍ଜନ ଦାସ, ବାଳକୃଷ୍ଣ ପଟ୍ଟନାୟକ, ଭାସ୍କର ରାଉତ, ପୁର୍ଣ୍ଣଚନ୍ଦ୍ର ଭୋଳ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ। ଏହି ଅବସରରେ ଡ଼.ପ୍ରଦୀପ୍ତ ଚନ୍ଦ୍ର ସିଂହ ଙ୍କ ରଚିତ ପୁସ୍ତକ "ନଈକୂଳରେ ନବେ ବର୍ଷ " ଉନ୍ମୋଚିତ ହୋଇଥିଲା । ଦ୍ଵିତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମ କବିତା ପାଠୋତ୍ସବରେ ସୁରେଶ ଚନ୍ଦ୍ର ପାଢି, ପ୍ରଫୁଲ ସାହୁ, ଧ୍ରୁବ ପାଣିଗ୍ରାହୀ, ହରପ୍ରସାଦ ଦାସ, କୈଳାଶ ଚନ୍ଦ୍ର ପ୍ରଧାନ, ହରିହର ବିଷୋୟୀ, ଚିତ୍ତରଞ୍ଜନ ଦାସ, ବାଳକୃଷ୍ଣ ପଟ୍ଟନାୟକ, ଭାସ୍କର ରାଉତ, ପୁର୍ଣ୍ଣଚନ୍ଦ୍ର ଭୋଳ, ରମାକାନ୍ତ ରାଉତ, ଇ.ନିଳାଞ୍ଚଳପାତ୍ର, କେ.ରାଘବପାତ୍ର ପ୍ରମୁଖ ଅଂଶ ଗ୍ରହଣ କରିଥିଲେ। ଶେଷରେ ସମ୍ପାଦକ ରତ୍ନାକର ମହାରଣା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like