-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

ବିଳମ୍ୱିତ ରାତିରେ ଆମ ପଦାକୁ କାହିଁକି ଆସିଛି ପଚାରି ଦେବାରୁ ଯୁବକଙ୍କୁ ବ୍ଲେଡ଼ରେ ଆକ୍ରମଣ

30-Mar-2021



ବୌଦ୍ଧ (ପ୍ରେରଣା ଖବର ବ୍ୟୁରୋ) ବୌଦ୍ଧ ଥାନା ପଦ୍ମନପୁର୍‌ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମକୁନ୍ଦପୁର୍‌ ଗ୍ରାମରେ ରବିବାର ରାତି ଏକ ଅଭାବନୀୟ ଘଟଣା ଘଟିଯାଇଛି। କାହିଁକି ଆମ ପଡାକୁ ଆସିଛ ବୋଲି ପଚାରି ଦେବାରୁ ଜଣେ ଯୁବକଙ୍କୁ ଧାରୁଆବ୍ଲେଡରେ ଆକ୍ରମଣ ହୋଇଥିବା ଘଟଣା ସାଧାରଣରେ ଆଲୋଡନ ସୃଷ୍ଟିକରିଛି।ପ୍ରାପ୍ତ ସୂଚନା ମତେ କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଥାଟିପାଲି ଗ୍ରାମର ବୁଲୁ ମହାନନ୍ଦିଆ, ଗମ୍ଭାରୀ ପଦର ଗ୍ରାମର ପ୍ରମୋଦ ମହାନନ୍ଦିଆ ଓ ଜାଲ କୁମ୍ଭାର ନାମକ ୩ଜଣ ଯୁବକ ରବିବାର ରାତି ପ୍ରାୟ ୨ଟା ସମୟରେ ବୌଦ୍ଧ ବ୍ଲକ୍‌ ପଦ୍ମନପୁର୍‌ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମକୁନ୍ଦପୁର୍‌ ଗ୍ରାମର ହରିଜନପଡାରେ ରହୁଥିବା ରମେଶ ମହାନନ୍ଦିଆଙ୍କ ଘରକୁ ଆସିଥିଲେ । ଏତିକି ବେଳେ ଘରୁ ପଦାକୁ ଆସିଥିବା ସେହି ପଡାର ପଞ୍ଚାନନ କଲତା ନାମକ ଜଣେ ଯୁବକ ସେମାନଙ୍କୁ ଏତେ ରାତିରେ କାହିଁକି ଆମ୍ଭପଡାକୁ ଆସିଛ ଓ କାହା ଘରକୁ ଆସିଛ ବୋଲି ପଚାରିବାରୁ। ଏଥିରେ ଉତ୍ୟକ୍ତ ହୋଇ ବୁଲୁ ମହାନନ୍ଦିଆ ଏକ ବ୍ଲେଡରେ ପଞ୍ଚାନନ କଲତାଙ୍କୁ ଆକ୍ରମଣ କରିଥିଲା । ଆକ୍ରମଣରେ ପଞ୍ଚାନନଙ୍କ ଅନ୍ତବୁଜୁଳା ବାହାରି ପଡିଥିବା ଜଣାପଡିଛି । ପାଟିତୁଣ୍ଡ ଶୁଣି ପଡାବାସୀ ଆକ୍ରମଣକାରୀ ବୁଲୁକୁ କାବୁ କରିଥିବା ବେଳେ ସାଙ୍ଗରେ ଆସିଥିବା ଅନ୍ୟ ଦୁଇଜଣ କୌଶଳକ୍ରମେ ରାତିର ସୁଯୋଗ ନେଇ ଫେରାର ମାରିଥିଲେଖବରପାଇ ଜହ୍ନାପଙ୍କ ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଁଚି ବୁଲୁ ଓ ରମେଶକୁ ଥାନାକୁ ଆଣି ଅଟକ ରଖିଥିବା ବେଳେ ଗୁରୁତର ଆହତ ବ୍ୟକ୍ତିଙ୍କୁ ବୌଦ୍ଧ ଡାକ୍ତରଖାନା ପଠାଇଥିଲା । ଅବସ୍ଥା ସଂକଟାପନ୍ନ ଥିବାରୁ ସେଠାରୁ ତାଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି । ପୋଲିସ୍‌ ଘଟଣାର ତଦନ୍ତ କରୁଥିବା ଫାଣ୍ଡି ଅଧିକାରୀ ମମତା ହେମ୍ବ୍ରମ ସୁଚନା ଦେଇଛନ୍ତି 


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like