-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

କନ୍ଧମାଳ: ବିଶ୍ଵ ମହାମାରୀ ଛଡାଇ ନେଲା ହୋଲିର ମଜା

30-Mar-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ) କନ୍ଧମାଳ ଜିଲ୍ଲାରେ ଏ ବର୍ଷ କରୋନା କଟକଣା ହୋଲିକୁ ଟିକେ ଫିକା କରିଛି ସତ ହେଲେ ଘରେ ଘରେ ହୋଲି ମନାଉଛନ୍ତି ସଭିଏଁ । ଗାଁଠୁ ସହର ସବୁଠି ହୋଲିର ମାହୋଲ ରହିଥିଲା । ଛୋଟ ପିଲାମାନେ ଭଳିକି ଭଳି ଫଗୁ ସହ ପିଚକାରୀ,ଟୋପି, ମାସ୍କ ଲଗାଇ ହୋଲି ମନାଇଥିଲେ l ନିଜର ପ୍ରିୟଜନ ଓ ସାଙ୍ଗସାଥୀଙ୍କ ସହ ସମସ୍ତେ ଏହି ରଙ୍ଗର ପର୍ବ ପାଳନ  କରିଛନ୍ତି । ବର୍ଷକରେ ଥରେ ଆସିଛି ହୋଲି , ନେଇ ଆସିଛି ଅସୁମାରି ଖୁସି ।କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ କରୋନାକୁ ନେଇ ହୋଲି ଖେଳିବା ପାଇଁ କଟକଣା ଜାରି କରାଯାଇଥିଲା। ସେଥିପାଇଁ ନିରାଡମ୍ବରରେ ପାଳନ ହୋଇଛି ରଙ୍ଗର ଉତ୍ସବ । ଫଳରେ ଆଉ ଫିକା ପଡିଛି ହୋଲି । ସବୁଠି କଟକଣା ଯୁକ୍ତ ହୋଲି ପାଳନ ହେଉଛି । ସମଗ୍ର ଜିଲ୍ଲାର ପ୍ରତ୍ୟେକ ଅଞ୍ଚଳର ରାସ୍ତା ଘାଟ ଶୂନଶାନ ଥିବା ସହ ଦୋକାନ ବଜ଼ାର ଓ ଯାନବାହନ ଚଳାଚଳ ବନ୍ଦ ରହିଥିଲା l କନ୍ଧମାଳ ଜିଲ୍ଲାର ଫୁଲବାଣୀ ସମେତ ବାଲିଗୁଡା ଓ ଆଖପାଖ ବିଭିନ୍ନ ସ୍ଥାନରେ ପାଳିତ ହୋଇଯାଇଛି ରଂଗର ପର୍ବ ହୋଲି। ପରସ୍ପର ପରସ୍ପରକୁ ଅବିର ବୋଳି ନିଜ ଭାଇଚରାକୁ ପ୍ରଦର୍ଶିତ କରିଛନ୍ତି l ଲୋକେ। ହେଲେ ଏଥର କରୋନା କଟକଣା ପାଇଁ ମୋଟାମୋଟି ଭାବେ ହୋଲି ଫିକା ପଡିଥିବା ଦେଖିବାକୁ ମିଳିଥିଲା 


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like