-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ପାଇକମାଲ ମୁଖ୍ଯ ରାସ୍ତା ଉପରେ ଗାଡି ପାର୍କିଙ୍ଗ ସମସ୍ୟା 

27-Sep-2020




ପାଇକମାଲ ମୁଖ୍ଯ ରାସ୍ତା ଉପରେ ଗାଡି ପାର୍କିଙ୍ଗ ସମସ୍ୟା 
ପଦ୍ମପୁର, ତା ୨୭ ୵ ୯ ୵ ୨୦ 
ପାଇକମାଲ ପଞ୍ଚାୟତ ସମିତିର ମୁଖ୍ୟ ରାସ୍ତା ବିଜୁ ଏକ୍ସପ୍ରେସ ୱେ ର ରାସ୍ତା ସମାପ୍ତ ହୋଇ ନଥିବା ବେଳେ ଡ୍ରେନ ସମସ୍ୟା ପାଇକମାଲ ବାସୀଙ୍କୁ ସମସ୍ୟା ସୃଷ୍ଟି କରୁଛି । ରାସ୍ତା ଉପର ସମସ୍ୟା ଅନେକ ପ୍ରକାର ରହିଛି  । ଡ୍ରେନ ନାହିଁ, ଷ୍ଟ୍ରିଟ ଲାଇଟ ନାହିଁ, ଗାଈ ଗୋରୁ ଅହରହ  ବୁଲାବୁଲି କରୁଛନ୍ତି  । ଯଦ୍ବାରା ଲୋକ ମାନଙ୍କ ର ଜୀବନ ପ୍ରତି ବିପଦ ସୃଷ୍ଟି କରୁଛି  । ସହର ର ରାସ୍ତା ସଂକୀର୍ଣ୍ଣ ଥିବାବେଳେ ଷ୍ଟେଟବେଙ୍କ ସାମନାରେ ଲୋକଙ୍କ ଗହଲି ଲାଗି ରହୁଛି  । ଏ ପରି ସ୍ଥଳେ ରାସ୍ତା ଉଭୟ ପାର୍ଶ୍ବରେ ବଡ ପଣ୍ତା ବସ ଗୁଡିକ ପାର୍କିଙ୍ଗ କରା ଯାଉଛି  । ଏହି ରାସ୍ତା ଉପରେ ବସ ଗୁଡିକ ରହିବା ଦ୍ବାରା ରାସ୍ତା ଅତି ସଂକୀର୍ଣ୍ଣ ଲାଗୁଛି  । ଲୋକ ମାନଙ୍କ ର ଯିବା ଆସିବା ରେ ବାଧା ସୃଷ୍ଟି ହେଉଛି  । ରାସ୍ତାରେ ଷ୍ଟ୍ରିଟ ଲାଇଟ୍  ନାହିଁ ଯଦ୍ବାରା ରାତିରେ ଲୋକ ମାନେ ନାହିଁ ନଥିବା ଅସୁବିଧା ସୃଷ୍ଟି ହେଉଛି  । ପାଇକମାଲ ରେ ଅନେକ ସମସ୍ୟା ପ୍ରତି ଦୃଷ୍ଟି ଦେଉଥିଲେ ସୁଦ୍ଧା ଏହା ପ୍ରତି କାହାରି ନିଜର ନାହିଁ  । ଏହି ପ୍ରକାର ସମସ୍ୟା କିଏ କାହାକୁ ଜଣାଇବ  । ଏହା ପ୍ରତି ପାଇକମାଲ ପ୍ରଶାସନ ସମସ୍ୟା ର ସମାଧାନ କଲେ ପାଇକମାଲ ବାସୀ ଉପକୃତ ହେବେ । ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହେଉଛି  ।

ରିପୋର୍ଟ  - ନିରୋଜ କୁମାର ପାଣୀ


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like