-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||     

HOME   ଜିଲ୍ଲା

ଏପ୍ରିଲ ୧ କଳା ଦିବସ ପାଳନ ପାଇଁ ବଲାଙ୍ଗିରରେ ପ୍ରସ୍ତୁତି ବୈଠକ

30-Mar-2021



ବଲାଙ୍ଗିର,  - କୋସଲ ରାଜ୍ୟ ସମନ୍ୱୟ ସମିତି କେନ୍ଦ୍ରୀୟ କମିଟିର ଆହ୍ୱାନ କ୍ରମେ ପାଳିତ ହେବାକୁ ଯାଉଥିବା ଆଗାମୀ ଏପ୍ରିଲ ୧ ତାରିଖରେ କଳା ଦିବସର ସଫଳତା ପାଇଁ ଗତ କାଲିି ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ସ୍ଥାନୀୟ ଟିକ୍ରାପଡା ସ୍ଥିତ ଗାନ୍ଧୀ ପାଠାଗାର ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । କୋସଲ ରାଜ୍ୟ ସମନ୍ୱୟ ସମିତିର ବରିଷ୍ଠ ସଭ୍ୟ ବିକ୍ରମ ବହିଦାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବଲାଙ୍ଗିର ସହରର ବହୁ ସାମାଜିକ, ସାଂସ୍କୃତିକ ଅନୁଷ୍ଠାନର ପ୍ରତିନିଧିମାନେ ଯୋଗ ଦେଇଥିଲେ । ଏହା ପୂର୍ବରୁ କୋସଲ ଯୁବ ସମନ୍ୱୟ ସମିତି କେନ୍ଦ୍ରୀୟ କାର୍ଯ୍ୟକାରୀ ସଭାପତି ରିଲୁ ରଥ ଏପ୍ରିଲ ୧ ର କାର୍ଯ୍ୟ ଖସଡା ଆଗତ କରିଥିଲେ । 
    ପ୍ରତିନିଧିମାନଙ୍କୁ ସମ୍ବୋଧିତ କରି କୋସଲ ରାଜ୍ୟ ସମନ୍ୱୟ ସମିତି କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ ମିଶ୍ର ରାଜନୈତିକ ଦଳ ମାନଙ୍କ କୋସଲ ଆନ୍ଦୋଳନ ପ୍ରତି ଥିବା ଆଭିମୁଖ୍ୟ ତିବ୍ର ସମାଲୋଚନା କରିବା ସହ ବନ୍ଦେ ଉତ୍କଳ ଜନନିର ରାଜ୍ୟ ସଂଗୀତା ମାନ୍ୟତାକୁ ତୁରନ୍ତ ପ୍ରତ୍ୟହାର କରିବା ପାଇଁ ଦାବୀ କରିଥିଲେ । ଏହା ଛଡା କୋସଳାଞ୍ଚଳର ମୁକ୍ତିକାମୀ ଜନ ସାଧାରଣ ଆଗାମୀ ଏପ୍ରିଲ ୧ ଦିନ କଳା ଦିବସ ପାଳନ ରେ ବହୁ ମାତ୍ରାରେ ସାମିଲ ହେବା ପାଇଁ ଆହ୍ୱାନ ଦେଇଥିଲେ । କୋସଲ ରାଜ୍ୟ ସମନ୍ୱୟ ସମିତିର କେନ୍ଦ୍ରୀୟ ଉପାଧ୍ୟକ୍ଷ ମନୋରଂଜନ ସାହୁ ସରକାରଙ୍କ କୋଭିଡ୍ ନିୟମ ପାଳନ କରି ବହୁ ସଂଖ୍ୟାରେ ଏହି ଦିବସରେ ସକ୍ରିୟ ଅଂଶ ଗ୍ରହଣ କରିବା ପାଇଁ ମତ ପ୍ରକାଶ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବଲାଙ୍ଗିର ଜୋନାଲ ସଂଯୋଜକ ଶରତ ଚନ୍ଦ୍ର ହୋତା, ଅବସରପ୍ରାପ୍ତ ସୈନିକ ସଂଘର ନେତା ପ୍ରତାପ ରଥ, ଶ୍ରମିକ ନେତା ରବି ମିଶ୍ର, ବରିଷ୍ଠ ନାଗରିକ ସଂଘର ନେତା ମନୋରଂଜନ ମିଶ୍ର, କୋସଲବାଦୀ ନେତା ରଣରାଜ ସିଂଦେଓ, ଧିରେନ୍ଦ୍ର ସିଂଦେଓ, ଶିକ୍ଷାବିତ୍ ପ୍ରଫେସର ପ୍ରମୋଦ ବାଗ, ଗୋବିନ୍ଦ ଚନ୍ଦ୍ର ମିଶ୍ର, ପ୍ରଶନ୍ନ ମିଶ୍ର, ନରେନ୍ଦ୍ରନାଥ ମିଶ୍ର, ଦଳିତ ନେତା ଦିନେଶ ବାଗ, ଗୋବର୍ଦ୍ଧନ ପାଣ୍ଡିଆ, ପ୍ରାଣ ରାଉତ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ବୈଠକ ଶେଷରେ ଯୁବ ସଂଗଠକ ବିନୋଦ କାଲସାଏ ଧନ୍ୟବାଦ ଅର୍ପଣ କରିଥିଲେ 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026

You Might Also Like