-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

କୋଶଳାଞ୍ଚଳରେ କୋସଲି ଭାଷାରେ ପ୍ରାଥମିକ ଶିକ୍ଷାର ବ୍ୟବସ୍ଥା ହେଉ

30-Mar-2021



ବଲାଙ୍ଗିର,  - ସ୍ଥାନୀୟ ଐତିହାସିକ ପୂର୍ଣ୍ଣଚନ୍ଦ୍ର ରଥ ପାଠାଗାର ଠାରେ ଅଭିଭାବକ ମଂଚ ବଲାଙ୍ଗିରର ଏକ ବିଶେଷ ଅଧିବେଶନ ସଭାପତି ଧର୍ମବ୍ରତ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଆଲୋଚନା ଆରମ୍ଭ କରି ଉପ-ସଭାପତି ପ୍ରଶନ୍ନ କୁମାର ମିଶ୍ର ସୂଚନା ଦେଲେ ଯେ ଗତ ୧୧.୦୩.୨୦୨୧ରେ ବିହାର ର ଶିକ୍ଷାମନ୍ତ୍ରୀ ବିଜୟ କୁମାର ଚୈାଧୁରୀ ରାଜ୍ୟର ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଆଂଚଳିକ ଭାଷାରେ ଶିକ୍ଷାଦାନ ଦିଆଯିବା ପାଇଁ ଘୋଷଣା କରିଛନ୍ତି । ଫଳରେ ଭୋଜପୁରୀ, ମୈଥିଲି, ମଗହି, ଅଙ୍ଗିକା, ବଜ୍ଜିକା ସମେତ ଅନ୍ୟାନ୍ୟ ଭାଷାଭାଷୀ ଛାତ୍ର ଛାତ୍ରୀମାନେ ବିଶେଷ ଉପକୃତ ହେବେ । ପୁନଶ୍ଚ ଗତ ତା.୨୨.୦୩.୨୦୨୧ ଓଡିଶା ରାଜ୍ୟ କ୍ୟାବିନେଟରେ ୯ଟି ଜିଲ୍ଲାର ୧୦ ପ୍ରକାର ଆଦିବାସୀ ଭାଷାରେ ଠିକା ଭିତ୍ତିରେ ୨୦୦୮ରୁ ନିଯୁକ୍ତ ୧୦୦ଜଣ ଭାଷା ଶିକ୍ଷକଙ୍କ ନିୟମିତକରଣ କରାଯାଇଥିବା ଘୋଷଣା କରାଯାଇଛି । ଅଭିଭାବକ ମଂଚ ଏ ନିଷ୍ପତ୍ତିକୁ ସ୍ୱାଗତ କରିବା ସହ କୋଶଳାଂଚଳରେ ଆଗାମୀ ଜୁନ ପହିଲାରୁ କୋଶଲି ଭାଷାରେ ଶିକ୍ଷାଦାନର ବ୍ୟବସ୍ଥା କରିବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରୁଛି ।    

ମଂଚର ଦ୍ୱିତୀୟ ଅଧିବେଶନରେ କୋଶଲି ଭାଷାର ଅସ୍ମିତା ଉପରେ ବକ୍ତା ନବଘନ ଦାଶ ନିଜ ବକ୍ତବ୍ୟ ଉପସ୍ଥାପନ କରିଥିଲେ । ଓ.ପି.ଜିନ୍ଦଲ ବିଶ୍ୱ ବିଦ୍ୟାଳୟର ବରିଷ୍ଠ ଅଧ୍ୟାପକ ଡ. ଜୟ ପ୍ରକାଶ ରଥଙ୍କୁ ତାଙ୍କ ହିନ୍ଦି କବିତା ପୁସ୍ତକ ପ୍ରତିବିମ୍ବ ପାଇଁ ମୁଖ୍ୟ ଅତିଥି ପୁନାର ବିଶିଷ୍ଟ ଆଇ.ଟି ଅଫିସର ଦେବାଶିଷ ପଣ୍ଡା ମାନପତ୍ର

ପ୍ରଦାନ କରି ସମ୍ବର୍ଦ୍ଧିିତ କରିଥିଲେ ଏବଂ ଅଞ୍ଚଳର ବିଶିଷ୍ଟ କବି ଦିବାକର ହୋତାଙ୍କୁ ଜୀବନବ୍ୟାପୀ ସାଧନା ପାଇଁ ମାନପତ୍ର ପ୍ରଦାନ କରିଥିଲେ । ଶ୍ରଦ୍ଧାକର କମ୍ପ, ପ୍ରତ୍ୟୁଷା ରଥ, ହରେକୃଷ୍ଣ ପଟେଲ, ଧିରେନ୍ଦ୍ର କୁମାର ପଣ୍ଡା ପ୍ରମୁଖ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ସଭ୍ୟ ଛବିଲାଲ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026

You Might Also Like