-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

କୋକସରା ବ୍ଲକ ଠାରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

30-Mar-2021



କଳାହାଣ୍ଡି
କୋକସରା(ତ୍ରିନାଥ ବେଶ୍ରା)
ସରକାରଙ୍କ ଯୋଜନା ମାଧ୍ୟମରେ ଭିନ୍ନକ୍ଷମ ମାନଙ୍କ କଲ୍ୟାଣ ନିମନ୍ତେ ଅନେକ ଗୁଡ଼ିଏ ଯୋଜନା ଅଛି ।ସେମାନଙ୍କ ପାଇଁ ସରକାରଙ୍କ ତରଫରୁ ସ୍ୱତନ୍ତ୍ର ଉପକରଣ ଯଥା ତିନି ଚକିଆ ସାଇକେଲ, ଚକଲଗା ଚୌକି, ଶ୍ରବଣ ଯନ୍ତ୍ର, ଆଶାବାଡ଼ି, ଦୃଷ୍ଟି ହୀନଙ୍କ ନିମନ୍ତେ ସାହାରାବାଡି, କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ,ବ୍ରେସ୍ଲେଟ,ଟେପରେକର୍ଡର ଇତ୍ୟାଦି ଯୋଗାଇ ଦିଆଯାଏ। ଆଜି କଳାହାଣ୍ଡି ଜିଲ୍ଲା କୋକସରା  ପଞ୍ଚାୟତ ସମିତି ଠାରେ ଗୋଷ୍ଟୀ ଉନ୍ନୟନ ଅଧିକାରୀ ଶ୍ରୀମତି ମନୀଷା ଦାସ ଙ୍କ ତତ୍ତ୍ଵାବଧାନ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଆୟୋଜନ ହୋଇଥିଲା ।

ଏହାକୁ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ବେହେରା ପରିଚାଳନା କରିଥିଲେ। ଏଠାରେ  ଭିନ୍ନକ୍ଷମ ଯଥା ଦୃଷ୍ଟିହୀନ, ମୁକ, ବଧିର ଓ ମାନସିକ ଅନଗ୍ରସର ମାନଙ୍କ ପାଇଁ ପରିଚୟ ପତ୍ର ପ୍ରଦାନ ବ୍ୟବସ୍ଥା କରାଯାଇ ,ସ୍ୱତନ୍ତ୍ର ଉପକରଣ ମାନ ବଣ୍ଟନ କରାଯାଇଥିଲା । ଏବଂ UDID କାର୍ଡ଼ ପାଇଁ ପୋଟାଲ୍ ରେ ଅନ୍ ଲାଇନ୍ କରିଥିବା ୧୯୬ ଜଣ ଭିନ୍ନକ୍ଷମ ମାନଙ୍କୁ ଚିହ୍ନଟ କରବା ପାଇଁ ଜିଲ୍ଲା ରୁ ବିଭାଗୀୟ ଡାକ୍ତର ମାନେ ଆସି ସ୍ୱାସ୍ଥ୍ୟ ପରୀକ୍ଷା କରି ତୁରନ୍ତ  UDID କାର୍ଡ଼ ଯୋଗାଇ ଦେବା ବ୍ୟବସ୍ଥା କରାଯାଇଥିଲା। ଏହି କାର୍ଡ଼ ମାଧ୍ୟମରେ ଜାତୀୟ ସ୍ତରରେ ଓ ରାଷ୍ଟ୍ରୀୟ ସ୍ତରରେ ସରକାରଙ୍କ ସବୁ ସୁବିଧା ପାଇପାରିବେ ।  ଏଠାରେ ଅନ୍ ଲାଇନ୍ ନକରି ସିଧାସଳଖ ନାମ ପଞ୍ଜିକରଣ କରିବା ବ୍ୟବସ୍ଥା ମଧ୍ୟ କରାଯାଇଥିଲା  । ଏହି କାର୍ଯ୍ୟକ୍ରମରେ ଭିନ୍ନକ୍ଷମ ପ୍ରୋତ୍ସାହନ ରାଶି ୫୦,୦୦୦ ଟଙ୍କା ଦିବ୍ୟାଙ୍ଗ ଠାକୁର କେତକି ଓ ଲକ୍ଷ୍ମୀ କେତକି ଙ୍କୁ ଓ ଶିବ ଶଙ୍କର ଭିନ୍ନକ୍ଷମ SHG ଗୃପ୍ କୁ ୫୦,୦୦୦ ଟଙ୍କା ଦିଆଯାଇଥିଲା। ଏହି ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ରେ ବ୍ଳକ ର ଅନେକ ସ୍ଥାନରୁ ଭିନ୍ନକ୍ଷମ ମାନେ ଆସି ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026

You Might Also Like