-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||     

HOME   ଜିଲ୍ଲା

ବାଲିଗୁଡା : ଆବର୍ଜନା କୁଣ୍ଡରେ ପରିଣତ ବାଲିଗୁଡା ର ଆଦର୍ଶ ପୋଖରି

30-Mar-2021



 ବାଲିଗୁଡ଼ା,(ପ୍ରେରଣା ଖବର ବ୍ୟୁରୋ): ରକ୍ଷଣା ବେକ୍ଷଣ ଅଭାବରୁ ଆବର୍ଜନା କୁଣ୍ଡ ରେ ପରିଣତ ହୋଇଛି ବାଲିଗୁଡ଼ା ସହର ମଧ୍ୟରେ ଥିବା ପୁରାତନ ଆଦର୍ଶ ପୋଖରୀ l ଦଳ ପଙ୍କ ପଲିଥିନ ରେ ପରିପୂର୍ଣ୍ଣ ହେବାସହିତ ଅଦରକାରୀ ଗଛ ଲତା ଭରି ରହିଛିl ପୋଖରୀ ଟି ତଳିଆ ଅଞ୍ଚଳରେ ରହିଥିବାରୁ ବସ ଷ୍ଟାଣ୍ଡ ରୁ ନିର୍ଗତ ଆବର୍ଜନା ପାଣି ପୋଖରୀ ଭିତରେ ପଶୁଛି lଏହି ପୋଖରୀ ଉପରେ ପ୍ରାୟତଃ ଏନ୍ଏସି ଅଞ୍ଚଳର ନୂଆସାହି, ହାଟପଦା ସାହି,ପାଟଖଣ୍ଡା ସାହି, ମୁଣ୍ଡାସାହି ଓ  ବଜାର ସାହିର ୱାର୍ଡ ବାସୀ ନିର୍ଭରଶୀଳ କିନ୍ତୁ ସହର ର ଅଳିଆ ଆବର୍ଜ୍ଜନା ପଡ଼ି ଧୀରେ ଧୀରେ ପୋଖରୀ ଟି ପୋତି ହେବାକୁ ବସିଲାଣି l ଆବର୍ଜନା ଡ୍ରେନ ପାଣି ପଶି ଏବେ ଜଳ ପାଲଟିଛି ଜହର l ଆଗକୁ ଗ୍ରୀଷ୍ମ ଋତୁରେ ଜଳ  ଅଭାବସମସ୍ୟା ଦେଖାଦେବ l  ସହରର ଜଳ କଷ୍ଟ ଦୂରୀଭୂତ ପାଇଁ ଗ୍ରାମପଞ୍ଚାୟତ ଓ ସ୍ଥାନୀୟ ଲୋକଙ୍କ ଶ୍ରମ ଦାନରେ ପୋଖରୀ ଖୋଳା ଯାଇଥିଲା l ଗ୍ରାମ ପଞ୍ଚାୟତ ର ରାଜସ୍ବ ବୃଦ୍ଧି ନିମନ୍ତେ ମାଛ ଚାଷ ପାଇଁ ଟେଣ୍ଡର ମଧ୍ୟ  ଦିଆଯାଉଥିଲା l ପୋଖରୀ କୁ ସରସ ସୁନ୍ଦର କରିବା ପାଇଁ ତତ୍କାଳୀନ ଉପ ଜିଲ୍ଲାପାଳ ପୋଖରୀ ହୁଡ଼ା ରେ ବିଭିନ୍ନ ପ୍ରକାର ବୃକ୍ଷ ରୋପଣ କରିଥିଲେ ଏବଂ ଏହାର ଚାରିପାଖ ସଫା ସୁତରା ରଖିବା ସହିତ ଉଜ୍ଜଳ ଆଲୋକ ଓ ମୂର୍ତ୍ତୀ ସ୍ଥାପନ କରି ପୋଖରୀ ର ସୌନ୍ଦର୍ଯ୍ୟ ବୃଦ୍ଧି ଉପରେ ଗୁରୁତ୍ବ ଦେଇଥିଲେ l ବାଲିଗୁଡ଼ା ଗ୍ରାମପଞ୍ଚାୟତ ଥିବା ସମୟରୁ ଖରା ଦିନ ପୂର୍ବରୁ ପୋଖରୀକୁ ସଫା ସୁତରା କରାଯାଉଥିଲା ପରେ ଏନ୍ଏସି  ଗଠନ ପରେ ମଧ୍ୟ ସଫା ସୁତରା ମଧ୍ୟ କରାଯାଉଥିଲା କିନ୍ତୁ ଗତ ଦୁଇ ବର୍ଷହେବ ପୋଖରୀ ଟି ସଫା ହେଇ ନ ଥିବାରୁ ଦୀର୍ଘ ଷାଠିଏ ବର୍ଷର ଗୌରବମୟ ଆଦର୍ଶ ପୋଖରୀ ତାର ଆଦର୍ଶ ହରାଇ ଆବର୍ଜନା କୁଣ୍ଡରେ ପରିଣତ ହେବାକୁ ଯାଉଥବାବେଳେ ଏଥି ପ୍ରତି ଏନ୍ଏସି କତୃପକ୍ଷ ଙ୍କ ନିଘା ନାହିଁ  l ଆଗକୁ ଦଣ୍ଡ ଯାତ୍ରା ଅନୁଷ୍ଠିତ ହେବ ଏହି ପୋଖରୀ ତୁଠରେ ହର ଗୌରୀ ଙ୍କୁ ଆବାହନ କରାଯିବ ଏହି ପୋଖରୀ ଜଳ ପୂଜାର୍ଚ୍ଚନାରେ ବ୍ୟବହାର ହୁଏ କିନ୍ତୁ ପୋଖରୀ ଜଳ ଦୂଷିତ ଥିବାରୁ ବାଲିଗୁଡ଼ା ବାସିନ୍ଦାଙ୍କ ମନରେ ଦୁଃଖ ଓ ଅଶାନ୍ତି ପ୍ରକାଶ ପାଇଛି l ପୋଖରୀ ର ସଫା ସୁତରା ପାଇଁ ଏନ୍ଏସି ପ୍ରଶାସନ ପକ୍ଷରୁ ଅଦ୍ୟାବଧି ସୁଦ୍ଧା କୌଣସି ପ୍ରକାରେ ସଫା ସୁତରା କରାଯାଇନଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି  l ଜନ ସାଧାରଣଙ୍କ ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ଏନଏସି ପ୍ରଶାସନ ତରଫରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ପୋଖରୀ ସଫା ଓ ପଙ୍କ ଉଦ୍ଧାର କାର୍ଯ୍ୟ ତୁରନ୍ତ କରିବା ପାଇଁ ବିଭିନ୍ନ ମହଲ ରେ ଦାବୀ ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026

You Might Also Like