-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

କରୋନାରେ ଆକ୍ରାନ୍ତ ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ଶୀଘ୍ର ଆରୋଗ୍ୟ ପାଇଁ ସମଲେଶ୍ୱରୀଙ୍କ ଠାରେ ଦୀପ ପ୍ରଜ୍ୱଳନ

18-Oct-2020



ସମ୍ବଲପୁର,୧୭/୧୦(ସଞ୍ଜିବ ପାଣିଗ୍ରାହୀ ଙ୍କ ରିପୋର୍ଟ): ରାଜ୍ୟସଭା ସାଂସଦ ତଥା ବିଜୁ ଜନତା ଦଳ ର ବରିଷ୍ଠ ଉପ ସଭାପତି ପ୍ରସନ୍ନ ଆଚାର୍ଯ୍ୟଙ୍କ ଗତକାଲି କରୋନା ପୋଜିଟିଭ ରିପୋର୍ଟ ବାହାରିଲା ପରେ ସେ ବର୍ତ୍ତମାନ ଭୁବନେଶ୍ୱର ରେ ଚିକିତ୍ସାଧୀନ ଅଛନ୍ତି । ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରି ଆଜି ରାଜ୍ୟର ଅନେକ ସ୍ଥାନ ରେ ବିଜେଡି କର୍ମକର୍ତ୍ତା ଓ ସମର୍ଥକ ମାନେ ପୂଜା ତଥା ଦୀପ ପ୍ରଜ୍ୱଳନ ପୂର୍ବକ ପ୍ରାର୍ଥନା କରିଛନ୍ତି । ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ପଜିଟିଭ୍ ଚିହ୍ନଟ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ୍ ଯୋଗେ କହିଛନ୍ତି ଯେ, ସାଂସଦ ଶ୍ରୀ ଆଚାର୍ଯ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଖବର ପାଇଛନ୍ତି । ଏହାସହ ତାଙ୍କର ଆଶୁ ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

   ଏହି ମର୍ମରେ ଆଜି ସ୍ଥାନୀୟ ସମଲେଶ୍ୱରୀ ମନ୍ଦିର ଠାରେ ଦୀପ ପ୍ରଜ୍ଵଳନ କରି ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରି ପ୍ରାର୍ଥନା କରିଥିଲେ ବହୁ ଦଳୀୟ କର୍ମୀ ତଥା ସମର୍ଥକ। ଅପରାହ୍ଣରେ ୫ ଘଟିକା ସମୟରେ ପୂର୍ବତନ ବିଜେଡି ଜ଼ିଲ୍ଲା କାର୍ଯ୍ୟକାରୀ ସଭାପତି ଅଶୋକ ସେନାପତି ଙ୍କ ପୌରହିତ୍ୟ ରେ ଅନୁଷ୍ଠିତ ଏହି ଦୀପପ୍ରଜ୍ୱଳନ କାର୍ଯ୍ୟକ୍ରମରେ ପୁର୍ବତନ ରାଜ୍ୟସଭା ସାଂସଦ ସୁଶ୍ରୀ ପ୍ରମିଳା ବହିଦାର, ସମଲେଶ୍ୱରୀ ଟ୍ରଷ୍ଟ ବୋର୍ଡ ସଭାପତି ସଞ୍ଜୟ ବାବୁ, ବିଜୁ ଯୁବ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ ହୀରାଲାଲ ବେହେରା, ବିଜୁ ଯୁବ ଜନତା ଦଳ ରାଜ୍ୟ ସହ ସମ୍ପାଦକ ମନୋଜ ମହାପାତ୍ର, ବିଜୁ ମହିଳା ଜନତା ଦଳ ରାଜ୍ୟ ସମ୍ପାଦିକା ଉଷା ପ୍ରଧାନ, ବିଜେଡି ଯୁଜୋମୁରା ବ୍ଲକ ସଭାପତି ବିନୋଦ ବଡ଼ପଣ୍ଡା,ବିଜେଡି ସଂଖ୍ୟା ଲଘୁ ପୂର୍ବତନ ସଭାପତି ଜାଫର ଖାନ, ବିଜୁ ସୃତି କମିଟି ସଭାପତି ପ୍ରଶାନ୍ତ ଥାପା, ପ୍ରଦୀପ ଦୋରା, ଅଜୟ ମହାରଣା, ଦୟାସାଗର ପ୍ରଧାନ, ଶ୍ରୀକାନ୍ତ ମହାପାତ୍ର, ନରେଶ ସେଠ୍, ବି.ଶଙ୍କର, ସୁରେନ୍ଦ୍ର ଥାପା, ରାଜ କୁମାର ସାହୁ, ସରୋଜ ସାହୁ ପ୍ରମୁଖ ଉପସ୍ଥିତ ରହି ସମୂହ ଦୀପପ୍ରଜ୍ୱଳନ କରି ଶ୍ରୀ ଆଚାର୍ଯ୍ୟଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ଏହି କାର୍ଯ୍ୟକ୍ରମ ରେ ସମସ୍ତ କୋଭିଡ ନିୟମ ପାଳନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like