-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ହିଂସାତ୍ମକ ରୂପ ନେଲା ଜାତିଆଣ ଆକ୍ଷେପ, ପୋଖରି ରେ ଗାଧୋଉଥିବା ବେଳେ ମହିଳା ମାନଙ୍କୁ ଦୁର୍ବ୍ଯବହାର: ମହିଳା ମାନେ ଲୋଇସିଂହା ଥାନାର ଦ୍ଵାରସ୍ଥ ହେଲେ

30-Mar-2021



ଲୋଇସିଂହା, (ବିନୋଦ କୁମାର ଦୀପ ): ଜାତିଆଣ ଆକ୍ଷେପକୁ ନେଇ ଏକ ହିଂସାତ୍ମକ ରୂପ ଦେଖିବାକୁ ମିଳିଛି ଲୋଇସିଂହା ବ୍ଲକ ବୁର୍ଡl ପଂଚାୟତ ଵାଞ୍ଜିପାଲି ଗ୍ରାମରେ l ଵାଞ୍ଜିପାଲି ଗ୍ରାମର ଲାଲ ନାଗ(45), ସ୍ୱାମୀ ବିପିନ ନାଗ ତା 29.03.2021 ସୋମବାର ଦିନ ଦିବା 12 ଟାରେ ଲାଲ ନାଗ ସହ ତାଙ୍କ ଦୁଇ ଝିଅ ସୁରିଆ ନାଗ ଓ ସୋନିଆ ନାଗ ତଥା ଗ୍ରାମର ଅନ୍ୟ ମହିଳା ଡିଲେଶ୍ଵରୀ କୁମ୍ଭାର (35), ରୁପକାନ୍ତି ବିଭାର (42), ମମତା କୁମ୍ଭାର (27), ନମିତା ନାଗ (26), ମନୀଷା କୁମ୍ଭାର (14) ପିତା ମହେନ୍ଦ୍ର କୁମ୍ଭାର, ଏମାନେ ଗାଁ ପୋଖରୀରେ ଗାଧୋଉଥିବା ସମୟରେ ହଠାତ ଵାଞ୍ଜିପାଲି ଗ୍ରାମର  ଗୁଳାପ ସାହୁ, ମିଶ୍ର ସାହୁ, ରମେଶ ସାହୁ, ସତ୍ୟ ସାହୁ ପ୍ରମୁଖ ମହିଳା ମାନେ ଗାଧୋଉଥିବା ସ୍ଥାନକୁ ଆସି ଭାଗ ଇନୁ ତୁମେ ଘାଟ ରେଜିଷ୍ଟ୍ରସନ ନେଇ କରି କହି ମହିଳା ମାନଂକୁ ଅପମାନିତ କରି ଘାଟରୁ ତଡ଼ିଦେବାରୁ ଲାଜରେ ମହିଳା ମାନେ ଘରକୁ ଫେରି ଆସିଲେ l ପୁଣି ଅପରାହ୍ନ 4 ଟା ସମୟରେ ଗାଁର ଶ୍ରୀ ଟିକେନ ସାହୁ ଵାଞ୍ଜିପାଲି ଆମ୍ବେଦକରନଗର  ପଡ଼ାକୁ ଆସି  ଯ ମୋର ନାରେ ପୋଲିସରେ କେଶ କରବ l ଏହି ଘଡିସନ୍ଦି ମୁହୂର୍ତ୍ତରେ ଭୀଷଣ ଅସାମାଜିକ ପରିସ୍ଥିତିରେ ଭୟଭୀତ ଓ ମାନସିକ ସ୍ତରରେ ପୀଡିତ ହେଲେ ଵାଞ୍ଜିପାଲି

ଆମ୍ବେଦକରନଗର ପଡାର ମହିଳା ମାନେ l ପରେ ଲୋଇସିଂହା ଥାନାକୁ ଆସି ଆମ ଉପରେ ଜାତିଆଣ ହିଂସା ଓ ଅତ୍ୟାଚାର  ହୋଇଛି, ଆମର ଝିଅ ବହୁ ଉପରେ ଶାରୀରିକ ନିର୍ଯାତନା ହେବାର ସମ୍ଭାବନା ଦେଖାଦେଉଛି ଏଣୁ ଦୋଷୀମାନଙ୍କୁ ଆଇନ ଅନୁଯାୟୀ ଏସ ସି/ଏସ ଟି ଆଟ୍ରୋସିଟି ଆକ୍ଟ 1989 FIR ଦର୍ଜକରି ଦଣ୍ଡ ଦେବାଲାଗି ଵାଞ୍ଜିପାଲି ଆମ୍ବେଦକରନଗର ପଡାର ମହିଳା ମାନେ ଥାନାରେ ଲିଖିତ ଆକାରେ କେଶ ରୁଜୁ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like