-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||     

HOME   ଜିଲ୍ଲା

30-Nov--0001



ଲୋଇସିଂହା, (ବିନୋଦ କୁମାର ଦୀପ ): ଜାତିଆଣ ଆକ୍ଷେପକୁ ନେଇ ଏକ ହିଂସାତ୍ମକ ରୂପ ଦେଖିବାକୁ ମିଳିଛି ଲୋଇସିଂହା ବ୍ଲକ ବୁର୍ଡl ପଂଚାୟତ ଵାଞ୍ଜିପାଲି ଗ୍ରାମରେ l ଵାଞ୍ଜିପାଲି ଗ୍ରାମର ଲାଲ ନାଗ(45), ସ୍ୱାମୀ ବିପିନ ନାଗ ତା 29.03.2021 ସୋମବାର ଦିନ ଦିବା 12 ଟାରେ ଲାଲ ନାଗ ସହ ତାଙ୍କ ଦୁଇ ଝିଅ ସୁରିଆ ନାଗ ଓ ସୋନିଆ ନାଗ ତଥା ଗ୍ରାମର ଅନ୍ୟ ମହିଳା ଡିଲେଶ୍ଵରୀ କୁମ୍ଭାର (35), ରୁପକାନ୍ତି ବିଭାର (42), ମମତା କୁମ୍ଭାର (27), ନମିତା ନାଗ (26), ମନୀଷା କୁମ୍ଭାର (14) ପିତା ମହେନ୍ଦ୍ର କୁମ୍ଭାର, ଏମାନେ ଗାଁ ପୋଖରୀରେ ଗାଧୋଉଥିବା ସମୟରେ ହଠାତ ଵାଞ୍ଜିପାଲି ଗ୍ରାମର  ଗୁଳାପ ସାହୁ, ମିଶ୍ର ସାହୁ, ରମେଶ ସାହୁ, ସତ୍ୟ ସାହୁ ପ୍ରମୁଖ ମହିଳା ମାନେ ଗାଧୋଉଥିବା ସ୍ଥାନକୁ ବଳପୂର୍ବକ ପଶିଆସି ଗାଧୋଇଵା ସମୟରେ ଅସଭ୍ୟ ଭାଷାରେ ଗାଳିଗୁଲଜ କରିଥିଲେ  l ଭାଗ ଇନୁ ତୁମେ ଘାଟ ରେଜିଷ୍ଟ୍ରସନ ନେଇ କରି କହି ମହିଳା ମାନଂକୁ ଅପମାନିତ କରି ଘାଟରୁ ତଡ଼ିଦେବାରୁ ଲାଜରେ ମହିଳା ମାନେ ଘରକୁ ଫେରି ଆସିଲେ l ପୁଣି ଅପରାହ୍ନ 4 ଟା ସମୟରେ ଗାଁର ଶ୍ରୀ ଟିକେନ ସାହୁ ଵାଞ୍ଜିପାଲି ଆମ୍ବେଦକରନଗର  ପଡ଼ାକୁ ଆସି ଅସଭ୍ୟ ଭାଷାରେ  ଗାଳିଗୁଲଜ କରିବା ସହ ମୋର ନାରେ ପୋଲିସରେ କେଶ କରବ ବୋଲି କହିଥିଲେ l ଏହି ଘଡିସନ୍ଦି ମୁହୂର୍ତ୍ତରେ ଭୀଷଣ ଅସାମାଜିକ ପରିସ୍ଥିତିରେ ଭୟଭୀତ ଓ ମାନସିକ ସ୍ତରରେ ପୀଡିତ ହେଲେ ଵାଞ୍ଜିପାଲି

ଆମ୍ବେଦକରନଗର ପଡାର ମହିଳା ମାନେ l ପରେ ଲୋଇସିଂହା ଥାନାକୁ ଆସି ଆମ ଉପରେ ଜାତିଆଣ ହିଂସା ଓ ଅତ୍ୟାଚାର  ହୋଇଛି, ଆମର ଝିଅ ବହୁ ଉପରେ ଶାରୀରିକ ନିର୍ଯାତନା ହେବାର ସମ୍ଭାବନା ଦେଖାଦେଉଛି ଏଣୁ ଦୋଷୀମାନଙ୍କୁ ଆଇନ ଅନୁଯାୟୀ ଏସ ସି/ଏସ ଟି ଆଟ୍ରୋସିଟି ଆକ୍ଟ 1989 FIR ଦର୍ଜକରି ଦଣ୍ଡ ଦେବାଲାଗି ଵାଞ୍ଜିପାଲି ଆମ୍ବେଦକରନଗର ପଡାର ମହିଳା ମାନେ ଥାନାରେ ଲିଖିତ ଆକାରେ କେଶ ରୁଜୁ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026

You Might Also Like