-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||     

HOME   ଅପରାଧ

ସୋସିଆଲ୍ ମିଡିଆରେ ଫେକ୍ ଆକାଉଣ୍ଟ ଖୋଲି ଫସିଲେ ନାବାଳିକା, ଅଶ୍ଳୀଳ ଫଟୋ ପୋଷ୍ଟ କରି ଦେଉଥିଲେ କମେଣ୍ଟ

31-Mar-2021



କୋରାପୁଟ(ପ୍ରେରଣା ଖବର ବ୍ୟୁରୋ) : ଫେକ୍ ଫେସ୍‌ବୁକ୍ ଆଇଡି ଖୋଲି ଫସିଲେ ନାବାଳିକା । ଅନ୍ୟ ଜଣଙ୍କ ନାଁରେ ଫେକ୍ ଫେସ୍‌ବୁକ୍ ଆଇଡି ଖୋଲି ଅଶ୍ଳୀଳ ଭାଷାରେ ଗାଳିଗୁଲଜ ସହ ଫଟୋ ପୋଷ୍ଟ କରିବା ଘଟଣାରେ କୋରାପୁଟ ଟାଉନ ପୋଲିସ ଜଣେ ନାବାଳିକାକୁ ଅଟକ ରଖିଛି । ସେହିପରି ନାବାଳିକା ବ୍ୟବହାର କରିଥିବା ମୋବାଇଲକୁ ମଧ୍ୟ ପୋଲିସ ଜବତ କରିଛି ।  ଏ ନେଇ ବୁଧବାର ଟାଉନ ଥାନା ଅଧିକାରୀ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।  

ସୂଚନାଯୋଗ୍ୟ ଯେ, ୫ ମାସ ତଳେ ଜଣେ ମହିଳାଙ୍କ ନାଁରେ ଫେକ୍ ଫେସ୍‌ବୁକ୍ ଆଇଡି ଖୋଲାଯାଇଥିଲା । ଏହି ଆଇଡିରେ ଅଶ୍ଳୀଳ ଫଟୋ ଛାଡ଼ିବା ସହ କମେଣ୍ଟ ମଧ୍ୟ ଦିଆଯାଇଥିଲା । ଏହା ଜାଣିବା ପରେ ଉକ୍ତ ମହିଳା ଜଣଙ୍କ ଥାନାରେ ଅଭିଯୋଗ ଦେବା ପରେ ପୋଲିସ ୩୫୬/୨୦ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା ।

ଏହାର ତଦନ୍ତରେ ୪ରୁ ୫ମାସ ଲାଗିଲେ ସୁଦ୍ଧା କୋରାପୁଟ ପୋଲିସ ଫେକ୍ ଆଇଡି ଖୋଲିଥିବା ନାବାଳିକା ଏବଂ ବ୍ୟବହୃତ ‌ହୋଇଥିବା ମୋବାଇଲ୍ ଫୋନକୁ ଜବତ କରିଛି। ଉକ୍ତ ନାବାଳିକା ଓ ମହିଳାଙ୍କ ମଧ୍ୟରେ ପୂର୍ବରୁ କୌଣସି କାରଣରୁ ତିକ୍ତତା ଲାଗିରହିଥିବାରୁ ତାଙ୍କୁ ବଦନାମ୍ କରିବାକୁ ଏଭଳି କରିଥିବା ନାବାଳିକା ଜଣଙ୍କ ସ୍ଵୀକାର କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026

You Might Also Like