-+91-9937148622 |
prerana_bgr@rediffmail.com |
Thursday 14th May 2026 |
R.N.I. Regd No. ODIODI/2010/46693
Breaking News
31-Mar-2021
କେନ୍ଦୁଝର,(ପ୍ରେରଣା ଖବର) :: କେନ୍ଦୁଝର ଜିଲ୍ଲାରେ ଏକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି । କେନ୍ଦୁଝର ଟାଉନ୍ ଥାନା ନରଣପୁର ନିକଟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ତେବେ ଦୁର୍ଘଟଣାର କାରଣ ଜଣାପଡ଼ିନାହିଁ । ମୃତ ଦୁଇ ବାଇକ୍ ଅରୋହୀଙ୍କ ପରିଚୟ ମିଳିପାରିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇବା ସହ ଶବ ଦ୍ୱୟ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି ।