-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

କିସ ଛାତ୍ରଛାତ୍ରୀ ମାନଙ୍କୁ ନିରବିଛିନ୍ନ ଶିକ୍ଷା ପ୍ରଦାନ ପାଇଁ ପଞ୍ଚମ ପର୍ଯ୍ୟାୟ ଶିକ୍ଷା ଉପକରଣ ବଣ୍ଟନ

18-Oct-2020



ଖପ୍ରାଖୋଲ (ଗୋରେଖନାଥ ବରିହା) କଳିଙ୍ଗ ଇନସ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସ (କିସ )ର ଛାତ୍ରଛାତ୍ରୀ ମାନଙ୍କ ପାଇଁ ପୃଥିବୀ ର ପ୍ରଥମ ନିଃଶୁଳ୍କ କିସ ଆଦିବାସୀ ବିଶ୍ୱବିଦ୍ୟାଳୟ ର ଐତିହାସିକ ଯୁଗାନ୍ତକାରୀ ପଦକ୍ଷେପ l କିସ ଛାତ୍ରଛାତ୍ରୀ ମାନଙ୍କୁ ନିରବିଛିନ୍ନ ଶିକ୍ଷା ଦାନ ପାଇଁ କିସ ତରଫରୁ ଅନ ଲାଇନ ଶିକ୍ଷା ଏବଂ କଳିଙ୍ଗ ଟିଭି ମାଧ୍ୟମରେ ଶିକ୍ଷା ପ୍ରଦାନ କରାଯାଉଛି l ଏହା ସହିତ କିସ କିଟ ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତ ଙ୍କ ନିର୍ଧେଶ କ୍ରମେ କିସ ର ଶିକ୍ଷକ ମାନେ ପ୍ରତିମାସ ଛାତ୍ରଛାତ୍ରୀ ମାନଙ୍କୁ ପାଠପଢା ଅନୁଧ୍ୟାନ କରିବାକୁ ପ୍ରତି ବ୍ଲକ କୁ ଆସୁଛନ୍ତି l କିସ କିଟ ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତ ଙ୍କ ମହାନ ଅବଦାନ ହେତୁ ପଞ୍ଚମ ପର୍ଯ୍ୟାୟ ପାଠ୍ୟ ପୁସ୍ତକ ,ପାଠ୍ୟ ଉପକରଣ ,ଶୁଖିଲା ଖାଦ୍ୟ ସାମଗ୍ରୀ ,ସାନିଟାଇଜର ଆଦି ସମସ୍ତ ବ୍ଲକ ରେ ବଣ୍ଟନ କରାଯାଇଛି l ଆଜି ବଲାଙ୍ଗିର ଜିଲ୍ଲାର ଚଉଦ ଗୋଟି ବ୍ଲକ ରେ କିଟ ବିଶ୍ୱବିଦ୍ୟାଳୟ ର ବସ ଯୋଗେ ସାମଗ୍ରୀ ପହଞ୍ଚିଥିଲା l ଆଜି ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର କର୍ମକର୍ତ୍ତା ମାନେ ପାଠ୍ୟ ପୁସ୍ତକ ,ପାଠ୍ୟ ଉପକରଣ ,ଶୁଖିଲା ଖାଦ୍ୟ ସାମଗ୍ରୀ ,ସାନିଟାଇଜର ଇତ୍ୟାଦି ବଣ୍ଟନ କରିବାରେ ସହଯୋଗ କରିଥିଲେ l ସୂଚନାଯୋଗ୍ୟ ଯେ କରୋନା ମହାମାରୀ ଭୁତାଣୁ ଜନିତ ଲକ ଡାଉନ କଟକଣା ଯୋଗୁଁ ମାର୍ଚ୍ଚ ମାସ ଦ୍ଵିତୀୟ ସପ୍ତାହ ରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି l କିସ ଆଦିବାସୀ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ରେ ଅଧ୍ୟୟନ ରତ ତିରିଶ ହଜlର ଆଦିବାସୀ ଛାତ୍ରଛାତ୍ରୀ ମଧ୍ୟ କରୋନା ଆତଙ୍କ ର ପ୍ରଭାବ ଯୋଗୁଁ ନିଜ ନିଜ ଗାଁ ରେ ରହୁଛନ୍ତି l କିସ ର ଛାତ୍ରଛାତ୍ରୀ ମାନଙ୍କ ସୁରକ୍ଷା ଚିନ୍ତା ସହିତ ପାଠପଢା ଅବ୍ୟାହତ ରଖିବା ପାଇଁ କିସ ଆଦିବାସୀ ବିଶ୍ୱବିଦ୍ୟାଳୟ ର ପ୍ରତିଷ୍ଠାତା ଡ଼ ସାମନ୍ତ ଛାତ୍ରଛାତ୍ରୀ ମାନଙ୍କୁ ପ୍ରଥମ ପର୍ଯ୍ୟାୟ ରେ ସାନିଟାଇଜର ସାମଗ୍ରୀ ,ଚାଉଳ ,ଚୁଡା ,ବିସ୍କୁଟ ,ଚିନି ଶୁଖିଲା ଖାଦ୍ୟ ସାମଗ୍ରୀ ,ଦ୍ଵିତୀୟ ପର୍ଯ୍ୟାୟ ରେ ପାଠ୍ୟପୁସ୍ତକ ,ଶୁଖିଲା ଖାଦ୍ୟ ସାମଗ୍ରୀ ,ସାନିଟାଇଜର ସାମଗ୍ରୀ ,ତୃତୀୟ ପର୍ଯ୍ୟାୟ ରେ ଆଦର୍ଶ ପ୍ରଶ୍ନପତ୍ର ,ଶୁଖିଲା ଖାଦ୍ୟ ସାମଗ୍ରୀ ,ଝିଅ ମାନଙ୍କ ଷଷଡ୍ରେସ ଏବଂ ଚତୁର୍ଥ ପର୍ଯ୍ୟାୟ ରେ ଟି ସାର୍ଟ ,ଶୁଖିଲା ଖାଦ୍ୟ ସାମଗ୍ରୀ ,ସାବୁନ ଇତ୍ୟାଦି ପଠାଇଥିବା ବେଳେ ପଞ୍ଚମ ପର୍ଯ୍ୟାୟ ରେ ପ୍ଲସ ଟୁ,ପ୍ଲସ ଥ୍ରୀ , ପିଲାଙ୍କ ପାଇଁ ପାଠ୍ୟ ପୁସ୍ତକ ,ପାଠ୍ୟ ଉପକରଣ ,ବିସ୍କୁଟ ,ଚୁଡା ,ଚାଉଳ ,ଚିନି ,ଡାଲି ପଠାଇଛନ୍ତି l ନିରନ୍ତର ପାଠପଢା ଚାଲୁ ରଖିବା ପାଇଁ କଳିଙ୍ଗ ଟିଭି ମାଧ୍ୟମରେ ଶିକ୍ଷାଦାନ ,ଅନଲାଇନ ଶିକ୍ଷାଦାନ ,ମଧ୍ୟ ବ୍ୟବସ୍ଥା ଜାରି ରଖିଛନ୍ତି l କିସ କିଟ ବିଶ୍ୱବିଦ୍ୟାଳୟ ର ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତ ଙ୍କ ଏଭଳିଆ ଯୁଗାନ୍ତକାରୀ ମହାନ ପ୍ରୟାସ କୁ ଆଦିବାସୀ ମାନେ ଭୁରିୟସୀ ପ୍ରଶଂସା କରିଛନ୍ତିl କିସ ତରଫରୁ ପ୍ରଦତ୍ତ ବିଭିନ୍ନ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ରେ ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ ର ମହାସଚିବ ନିରଞ୍ଜନ ବିଶି ,ଜ଼ିଲ୍ଲା ସଭାପତି ବ୍ରଜକିଶୋର ସିଂଭୋଇ ,ବ୍ଲକ ସଭାପତି ଅଷ୍ଟରତ୍ନ ବରିହା ,ବିପ୍ର ବିଶି ,ପଦ୍ମନ ପ୍ରଧାନୀ,ଶରତ ଚନ୍ଦ୍ର ସିଂ ଭୋଇ ,ଦୁଃଖିଶ୍ୟାମ ଭୋଇ ,ଘିମାନନ୍ଦ ଭୋଇ ,ବଳଦେବ ଭୋଇ ,ସନ୍ତୋଷ ପୁଟା ,ଘନଶ୍ୟାମ ପ୍ରଧାନୀ , ବନାଲତା ମାଝି ,କଣ୍ହୁ ଚରଣ ପ୍ରଧାନ ,ସୁଦାମ ଚରଣ ଭୋଇ ,ଡମ୍ବରୁ ଧରୁଆ ,ସାରଥୀ ବାଗ ,ଭୂପାଲ ବିଶ୍ୱାଳ ,ମନବୋଧ ବରିହା ,ଅଚୁତ ଧରୁଆ ,ବିକ୍ରମ ଭୋଇ 

 ଘନ ଭୋଇ ,ଟିକେଶ୍ୱର ଧରୁଆ ,ଧରମସିଂ ଧରୁଆ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like