-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ପୋଲିଟେକ୍ନିକ ଶିକ୍ଷାନୁଷ୍ଠାନ ର ଶତାଧିକ ଛାତ୍ର ଅଫ ଲାଇନ ପରୀକ୍ଷା କୁ ନେଇ ଆନ୍ଦୋଳନ

31-Mar-2021



ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର) : ସ୍ଥାନୀୟ ଲର୍କିପାଲି ସ୍ଥିତ ପୋଲିଟେକ୍ନିକ ଶିକ୍ଷାନୁଷ୍ଠାନରେ ଅନଲାଇନ ବଦଳରେ ଅଫ ଲାଇନ ପରୀକ୍ଷା ହେବାକୁ ଥିବା ନେଇ ଅଫଲାଇନ ପରୀକ୍ଷା କୁ ବିରୋଧ କରି ଛାତ୍ରମାନେ ଆନ୍ଦୋଳନ କୁ ଓଲ୍ଲାଇଛନ୍ତି। ତେବେ ସୂଚନା ଅନୁସାରେ କରୋନା କଟକଣା ଯୋଗୁଁ ଅନ ଲାଇନ ପରୀକ୍ଷା ହେବାକୁ ସରକାରଙ୍କ ନିର୍ଦେଶନାମା ଜାରି କରିଥିବା ସୂଚନା ରହିଛି। ଯାହା ବିଗତ ମାସ ଗୁଡିକରେ କିଛି ସ୍କୁଲ, କଲେଜ ଗୁଡିକରେ ପାଠ ପଢା ହେବା ସହ କୋଭିଡ କଟକଣା ମାନି ପରୀକ୍ଷା ମଧ୍ୟ ଜାରି ରହିଛି। କିନ୍ତୁ ଅଫଲାଇନ ପରୀକ୍ଷା ନିର୍ଦ୍ଦେଶନାମା କୁ ବିରୋଧ କରି ପୋଲିଟେକ୍ନିକାଳ ଛାତ୍ର ସିଧାସଳଖ ବାରଣ କରି ପୋଲିଟେକ୍ନିକ କଲେଜ ସମ୍ମୁଖରେ ଆନ୍ଦୋଳନ କରିଥିଲେ ଓ ଟାୟାର ଜାଳି ଆନ୍ଦୋଳନ କୁ ତୀବ୍ର ରୂପ ଦେଇଥିଲେ। ଏବଂ ରେଲି ମାଧ୍ୟମରେ ରାଜରାସ୍ତା ରେ କଲେଜ କତ୍ତୃପକ୍ଷ ଙ୍କ ବିରୁଦ୍ଧରେ ନାରାବାଜି କରିବା ସହ ବଲାଙ୍ଗୀର ଜିଲ୍ଲା ପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ ଆନ୍ଦୋଳନ ଓ ଧାରଣା ସହ ଦାବି ପତ୍ର ପ୍ରଦାନ କରିଥିଲେ। ଯାହା ଜିଲ୍ଲାପାଳ ଆନ୍ଦୋଳନ ରେ ବସିଥିବା ଛାତ୍ର ଙ୍କୁ ସରକାର ଙ୍କ ନିର୍ଦେଶନାମା ମାନିବା ସହ ଅଫ ଲାଇନ ରେ ପରୀକ୍ଷା ଦେବା ପାଇଁ ସମସ୍ତ ଛାତ୍ର ଙ୍କୁ ନିର୍ଦେଶ ଦେଇଥିଲେ। ଯାହା ପରେ ମଧ୍ୟ ଆଜି ପରୀକ୍ଷା ସମୟରେ କିଛି ଛାତ୍ର ପରୀକ୍ଷା କେନ୍ଦ୍ର କୁ ଯିବାବେଳେ ତାଙ୍କୁ କିଛି ଛାତ୍ର ପରୀକ୍ଷା କେନ୍ଦ୍ର କୁ ଯିବା ପାଇଁ ବାରଣ କରୁଥିବା ପରିଲକ୍ଷିତ ହୋଇଥିଲା। ଯାହା ପରେ କଲେଜ କତ୍ତୃପକ୍ଷ ଙ୍କ ବୁଝାମଣା ପରେ ପରିସ୍ଥିତି ସ୍ୱାଭାବିକ ହୋଇଥିଲା ଓ ଛାତ୍ର ପରୀକ୍ଷା ଦେଉଥିବା ସୂଚନା ରହିଛି। ଅନ୍ୟପଟେ ଏହି ପୋଲିଟେକ୍ନିକ ଛାତ୍ର ଜଣଙ୍କର କରୋନା ପଜିଟିଭ ବାହାରିଥିବା ମଧ୍ୟ କିଛି ଛାତ୍ର ଅଭିଯୋଗ କରିଥିଲେ। ଯାହା କଲେଜ କତ୍ତୃପକ୍ଷ ବାରଣ କରିବା ସହ ସେ ଛାତ୍ର ଗୋଟେ ମାସ କଲେଜ ଆସୁନ ଥିବା କି ଯୋଗାଯୋଗ ରେ ନ ଥିବା ସୂଚନା ଦେଇଛନ୍ତି। ଏବଂ ପରବର୍ତ୍ତୀ ସମୟରେ ଆମେ ତାର ସମ୍ପର୍କୀୟ ଙ୍କୁ ଯୋଗାଯୋଗ କରି ନିର୍ଦିଷ୍ଟ କାରୁକାର୍ଯ୍ୟ ହେବ ବୋଲି ମତ ବ୍ୟକ୍ତ ରଖିଛନ୍ତି। 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like