-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ନିଆରା ପ୍ରେମର ଅଧିକାରୀ ଛାଡି ଚାଲିଗଲେ ସମସ୍ତଙ୍କୁ ପରକରି ହରଭଙ୍ଗା ଅବସରପ୍ରାପ୍ତ ବିଇଓ ଙ୍କ ନିଧନରେ ଶୋକର ଛାୟା

31-Mar-2021



ବୌଦ୍ଧ(ଶ୍ରୀବନ୍ତ ମେହେର): ଅବସର ଗ୍ରହଣ ପରେ ମଧ୍ୟ ସବୁଦିନ ଭଳି ମଙ୍ଗଳବାର ଦିନ ବଡିଭୋର ସକାଳୁ ସକାଳୁ ହରଭଙ୍ଗା ବ୍ଲକର ସମସ୍ତ ଶିକ୍ଷକଙ୍କ ନିକଟକୁ ୱାଟସପରେ ସୁପ୍ରଭାତ ଶୁଭେଚ୍ଛା ଜଣାଇଥିଲେ ହରଭଙ୍ଗା ବ୍ଲକର ପୂର୍ବତନ ଗୋଷ୍ଠିଶିକ୍ଷା ଅଧିକାରୀ ସନାତନ ଗାଣ।ହେଲେ କେହି କଳ୍ପନା ସୁଦ୍ଧା କରି ପାରିନଥିଲେ।ଆଜିର ଶୁଭେଚ୍ଛା ଥିଲା ତାଙ୍କର ଅନ୍ତିମ ବିଦାୟି ବାର୍ତ୍ତା।କେଇଘଣ୍ଟା ପରେ ଏ ମୋବାଇଲରୁ ସେ ମୋବାଇଲ  କୁ ଘୁରିବୁଲିଲା ଗୋଟିଏ କଥା ଗାଣସାର ଚାଲିଗଲେ।ହେଲେ କେହି ଏକଥାକୁ ବିଶ୍ୱାସ କରିବାକୁ ପ୍ରସ୍ତୁତ ନଥିଲେ।ଆଜି ସକାଳୁ ମୋତେ ୱାଟସପ କରିଥିଲେ ତାର କିଛିଘଣ୍ଟା ନହେଉଣୁ ସମସ୍ତଙ୍କୁ ନିଜ ପରିବାରର ସଦସ୍ୟ ଭଳି ଭଲପାଉଥିବା ମୁରବି ହଠାତ କେମିତି କାହାକୁ କିଛି ନକହି ସେପାରିକୁ ଚାଲିଯିବେ।କିନ୍ତୁ ଯେତେବେଳେ ଏହାହିଁ ନିଷ୍ଠୁର ସତ୍ୟ ବୋଲି ଜଣାପଡିଲା ମଙ୍ଗଳବାର ଅପରାହ୍ନ ପ୍ରାୟ ୨ଟା ସମୟରେ ତାଙ୍କର ହୃଦଘାତ ହୋଇଥିଲା।ପରିବାର ଲୋକେ ତାଙ୍କୁ ତୁରନ୍ତ ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ କୁ ନେଇଥିଲେ।ଡାକ୍ତର ତାଙ୍କୁ ପରୀକ୍ଷା କରି ମୃତ ଘୋଷଣା କରିଥିଲେ।ଏ କଥା ଶୁଣିବା ପରେ ଏଭଳି କୌଣସି ଶିକ୍ଷକ ଶିକ୍ଷୟିତ୍ରୀ ନଥିଲେ ଯିଏକି ନିଜ କୋହ ସମ୍ବରଣ କରିପାରି ଥିଲେ।ତାଙ୍କର ନିଷ୍କପଟ ସ୍ନେହ ଓ ସ୍ମୃତିକୁ ମନେ ପକାଇ କାନ୍ଦି ଥିଲେ।ଏଭଳି ଏକ ବିରଳ ଘଟଣା ଦେଖିବାକୁ ମିଳିଥିଲା ହରଭଙ୍ଗା ବ୍ଲକରେ।ସନାତନ ଗାଣ ଗତ ୨୦୧୫ ଡିସେମ୍ବର ମାସରେ ହରଭଙ୍ଗା

ଗୋଷ୍ଠି ଶିକ୍ଷା ଅଧିକାରୀ ଭାବେ ଦାଇତ୍ୱ ଗ୍ରହଣ କରି ଫେବୃଆରୀ ୨୯ ୨୦୨୦ରେ ଚକିରୀରୁ ଅବସର ନେଇଥିଲେ।କିନ୍ତୁ ଏହି କିଛିବର୍ଷ ଭିତରେ ସେ ନିଜର ସରଳ ନିଷ୍କପଟ ସାମୟିକ ଓ ପରୋପକାରୀ ଗୁଣ ଯୋଗୁଁ ସମସ୍ତ ଶିକ୍ଷକ ଏବଂ ସହକର୍ମୀ ମାନଙ୍କୁ ଆପଣାର କରିନେଇଥିଲେ।ଅବସର ନେବାପରେ ତାଙ୍କୁ ବିଭିନ୍ନ କ୍ଳଷ୍ଟର ଗୁଡିକରେ ଦିଆଯାଇଥିବା ବିଦାୟ ସମ୍ବର୍ଦ୍ଧନା ସମସ୍ତଙ୍କୁ ଅଭିଭୂତ କରି ବା ସହ ତାଙ୍କର ଲୋକପ୍ରିୟତାକୁ ପ୍ରମାଣିତ କରୁଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like