-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||     

HOME   ଅପରାଧ

ରାତିରୁ ନିଖୋଜ ଥିଲେ ଧରମା, ସକାଳୁ ଠାବ ହେଲା ମୃତଦେହ : ଗୁଣିଗାରେଡ଼ିରୁ ହତ୍ୟା ସନ୍ଦେହ

31-Mar-2021



ଭଞ୍ଜନଗର(ପ୍ରେରଣା ଖବର ବ୍ୟୁରୋ): ଗୁଣିଗାରେଡ଼ି ସନ୍ଦେହରୁ ହତ୍ୟା ଅଭିଯୋଗ । ମୃତକ ଧରମା ନାଇକ । ଏପରି ଅଭିଯୋଗ ଆଣିଲେ ମୃତକଙ୍କ ପରିବାର ଲୋକେ । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବଡ଼ଗଡ଼ ଥାନା ଡିମିରି ପଙ୍କାଳ ଗାଁରେ ଘଟିଛି ଘଟଣା । ବଡ଼ଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ଖବର ଅନୁଯାୟୀ, ଧରମା ମଙ୍ଗଳବାର ରାତି ଠାରୁ ନିଖୋଜ ଥିଲେ । ପରିବାର ଲୋକେ ବହୁଖୋଜି ଖୋଜି ପରେ ବି କୌଣସି ପତ୍ତାମିଳିନଥିଲା । ଶେଷରେ ବୁଧବାର ଦିନ ସକାଳ ସମୟରେ ଡିମିରି ଗାଁ କେନାଲ ନିକଟରେ ଧରମା ନାଇକଙ୍କ ମୃତଦେହ ପଡିଥିବାର ଦେଖିବାକୁ ମିଳିଥିଲା । ଯାହାପରେ ପରିବାର ଲୋକ ଲୋକ ସ୍ଥାନୀୟ ପୋଲିସକୁ ଖବର ଦେଇଥିଲା ।  ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ତେବେ ଧରମାକୁ ଗାଁର କିଛି ଲୋକ ଗୁଣିଗାରେଡି କରୁଛି ବୋଲି  ପୂର୍ବରୁ ଧମକ ଦେଉଥିଲେ । ତେଣୁ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି  ଝିଅ ଏବଂ ଭଉଣୀ l ମୃତଦେହରେ ପଥ ଲଦା ହୋଇଛି । ନିକଟରେ ଧରମାଙ୍କ ସାଇକେଲ ଓ ଚପଲ ପଡିଛି । ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନ୍‌ଭିନ୍‌ କଲେ ଅଧିକ ତଥ୍ୟ ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026

You Might Also Like