-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ନବୋଦୟ କ୍ଳାସେସ କୋଚିଙ୍ଗ ର ନିଟ ମେଡିକାଲ ରେ ସଫଳତା

18-Oct-2020



ସମ୍ବଲପୁର,୧୭/୧୦(ସଞ୍ଜିବ ପାଣିଗ୍ରାହୀ ଙ୍କ ରିପୋର୍ଟ): ସମ୍ବଲପୁର ସହର ଅନ୍ତର୍ଗତ ବୁଢାରଜା ପୋଷ୍ଟଅଫିସ ଉପରେଥିବା ନବୋଦୟ କ୍ଳାସେସ କୋଚିଙ୍ଗ ର ୪ ଜଣ ଛାତ୍ର ସର୍ବଭାରତୀୟ ନିଟ(ୟୁଜି) ମେଡିକାଲ ପ୍ରବେଶିକା ପରିକ୍ଷା ରେ ସଫଳତା ର ସହ ଉତ୍ତୀର୍ଣ ହୋଇଛନ୍ତି l ଏହି ଉପଲେକ୍ଷେ ଅନୁଷ୍ଠାନ ପକ୍ଷରୁ ଏକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ସାମାଜିକ ଦୂରତା ରକ୍ଷା କରି ଅନୁଷ୍ଠିତ ହୋଇଥିଲା l ଅନୁଷ୍ଠାନ ର ନିର୍ଦେଶକ ତଥା ପ୍ରତିଷ୍ଠାତା ଖିରେଶ୍ଵର ମେହେର ଏବଂ ଅନୁଷ୍ଠାନ ର ପରାମର୍ଶଦାତା ତଥା ସମାଜସେବୀ ରମେଶ ଚନ୍ଦ୍ର ସାହୁ, ଛାତ୍ର ରାହୁଲ ପଟେଲ ଏବଂ ତାଙ୍କ ଅଭିଭାବକଙ୍କୁ ଅନୁଷ୍ଠାନ ପକ୍ଷ ରୁ ୨୫ ହଜାର ଟଙ୍କା ଚେକ, କୁପନ ତଥା ପୁଷ୍ପମାଳା ଦେଇ ସମ୍ବର୍ଦ୍ଧନ ଜ୍ଞାପନ କରିଥିଲେ l ୨ ବର୍ଷ ପୂର୍ଵ ରୁ ଆରମ୍ଭ ହେଇଥିବା ପଶ୍ଚିମ ଓଡିଶା ର ଏହି ଅଗ୍ରଣୀ ମେଡିକାଲ ତଥା ଇଂଜିନିରିଂଗ କୋଚିଂଗ ଅନୁଷ୍ଠାନ,ପ୍ରତେକ ବର୍ଷ "ସୁପର ୩0" ମାଧ୍ୟମ ରେ ଗରିବ ପିଲା ମାନଂକୁ ମନୋନୀତ କରି, ମାଗଣା ତଥା ସୁଲଭ ମୂଲ୍ୟ ରେ ପ୍ରବେଶିକା ପରୀକ୍ଷା ପାଇଁ ସୁଯୋଗ ଦେଇ ଆସୁଛନ୍ତି l ଚଳିତ ଦୁଇ ବର୍ଷ ଓୟୁଏଟି ତଥା ନିଟ (ୟୁଜି) ରେ ସଫଳତାର ସହ ଛାତ୍ରଛାତ୍ରୀ ଉତ୍ତୀର୍ଣ ହୋଉଥିବା ବେଳେ ଆଗାମୀ ବର୍ଷ ଆଉ ଅଧିକ କେମିତି ଏହି ପଶ୍ଚିମ ଓଡିଶା ର ଛାତ୍ର ଛାତ୍ରୀ ସଫଳତା ପାଇବେ, ତାହା ମତ ବ୍ୟକ୍ତ କରିଛନ୍ତି ଜେନୟୁ (ନିଉ ଦିଲ୍ଲୀ )ର ପୂର୍ବତନ ଛାତ୍ର ତଥା ଅନୁଷ୍ଠାନ ର ଜୀବବିଜ୍ଞାନ,ଅଧ୍ୟାପକ ଖିରେଶ୍ଵର ମେହେର l ଏହି ଅବସରରେ ଅନୁଷ୍ଠାନ ର ଶ୍ୟାମ ସୁନ୍ଦର ସାହୁ, ସମାପିକା ଦାଶ, ରାଖୀ ମେହେର ଓ ସରସ୍ବତୀ ପଣ୍ଡା ପ୍ରମୁଖ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିବା ବେଳେ ସମ୍ବଲପୁର ଡାକ ମଣ୍ଡଳ ର ସଭାପତି ତଥା ଜେନୟୁ (ନିଉ ଦିଲ୍ଲୀ )ର ପୂର୍ବତନ ଛାତ୍ର ରମେଶ ଚନ୍ଦ୍ର ସାହୁ ଛାତ୍ର ଛାତ୍ରୀ ମାନଙ୍କ ମଙ୍ଗଳ କାମନା କରି, ଧନ୍ୟବାଦ ଜ୍ଞାପନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like