-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||     

HOME   ଜିଲ୍ଲା

ଶହୀଦ ରଞ୍ଜନ ଦାଶଙ୍କ ପଞ୍ଚମ ଶହୀଦ ଦିବସ ପାଳନ

31-Mar-2021



ବରଗଡ଼ (ମୁକୁନ୍ଦ ଦାସ) : ଆଜି ମଂଗଳବାର ଦିନ ଖଣ୍ଡହଥା ଗ୍ରାମ ରେ ଜନ୍ମ ଗ୍ରହଣ କରିଥିବା ଶହୀଦ ରଞ୍ଜନ ଦାଶଙ୍କ ପଞ୍ଚମ ଶହୀଦ ବାର୍ଷିକୀ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ମୁଖ୍ଯ ଅତିଥି ଭାବରେ ସମ୍ବଲପୁର ସି ଆର୍ ପି ଏଫ୍ ର ଡି ଆଇ ଜି ଶ୍ରୀ ଲାଲଚାନ୍ଦ ଯାଦବ ଏବଂ ସମ୍ମାନୀତ ଅତିଥି ଭାବରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଭଗବାନ ସାହୁ ଯୋଗ ଦେଇ ଶହୀଦ ରଞ୍ଜନ ଦାଶ ସ୍ମୃତି

କମିଟି ଓ ନିଷ୍ଠା ପରିବାର ର ମିଳିତ ଉଦ୍ୟମ ରେ ହେଉଥିବା ରକ୍ତଦାନ ଶିବିର କୁ ଫିତାକାଟି ଉଦ୍ଘାଟନ କରିଥିଲେ।ଏହି ଶିବିର ରୁ ବରଗଡ ରକ୍ତ ଭଣ୍ଡାର ଦ୍ବାରା ସର୍ବମୋଟ ୨୭ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା।ସ୍ମୃତି ସଭାରେ ମୁଖ୍ଯବକ୍ତା ଭାବରେ ଅଶୋକ କୁମାର ପୁଝାରୀ ଯୋଗଦେଇ ଥିଲେ।ସ୍ମୃତି କମିଟିର ସଭାପତି ବିଦ୍ୟାଧର ଭୋଇ,ଶହିଦ ଙ୍କ ବଡଭାଇ ଉତ୍ତମ ଦାସ ମଞ୍ଚାସୀନ ଥିଲେ,ସଂପାଦକ ରିଲୁ ଶତପଥି ବିବରଣୀ ପାଠ କରିଥିବା ବେଳେ ଅଶୋକ ସାହୁ ମଂଚ ପରିଚାଳନା କରିଥିଲେ। ଅତିଥି ମାନଙ୍କ ଦ୍ବାରା "ଶହୀଦ ସ୍ମରଣେ " ପୁସ୍ତକ ଉନ୍ମୋଚନ କରାଯାଇଥିଲା। ଏହି ଅବସରରେ କୃତି ଛାତ୍ରଛାତ୍ରୀ,ଅବସରପ୍ରାପ୍ତ ସୈନିକ ତଥା ସମାଜ ସେବା କ୍ଷେତ୍ରରେ ଉଲ୍ଳେଖନୀୟ ଅବଦାନ ପାଇଁ ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ନିଷ୍ଠା ପରିବାର ଏବଂ ସଂକଳ୍ପ 

ପରିବାର କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଶହୀଦ ରଞ୍ଜନ କୁ ନେଇ ଏକ ସୁନ୍ଦର ସଂଗୀତ ତିଆରି କରିଥିବା ପୁରା ଟିମ ଙ୍କୁ ମଧ୍ଯ ସମ୍ବର୍ଦ୍ଧିତ କରାଯାଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026
  ଜିଲ୍ଲା  
ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   01-Oct-2026
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026

You Might Also Like