-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||     

HOME   ଜିଲ୍ଲା

ଚାଲିଛି ଟୀକାକରଣ, ତଥାପି କରୋନା ଉପରମୁହାଁ - ଆଜି ବଲାଙ୍ଗିର ଜିଲ୍ଳାରେ 5 କରୋନା ସଂକ୍ରମିତ ଚିହ୍ନଟ

31-Mar-2021



ବଲାଙ୍ଗିର (ପ୍ରେରଣା ଖବର): ସାରା ରାଜ୍ୟରେ ଜୋରସୋରରେ ଚାଲିଛି କରୋନାକୁ ମାତ୍ ଦେବା ପାଇଁ ଉଦ୍ୟମ l ବଲାଙ୍ଗିର ଜିଲ୍ଳାରେ ଟୀକାକରଣ ପ୍ରକ୍ରିୟା ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି କିନ୍ତୁ ଆଜି ବି ବିଶ୍ଵ ମହାମାରୀ କରୋନାକୁ ନେଇ ଲୋକଙ୍କ ମଧ୍ୟରୁ ଭୟ ଆଉ ଆଶଂକା ଅପସରି ନାହିଁ  l

    ଏହି କ୍ରମରେ ଆଜି  ବଲାଙ୍ଗିର ଜିଲ୍ଳାରେ ପୁଣି 5 ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି l ଆଜିକୁ ମିଶାଇ ବର୍ତ୍ତମାନ ପର୍ଯ୍ୟନ୍ତ ଜିଲ୍ଲାରେ 8969 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇସାରିଥିବ ବେଳେ ଜିଲ୍ଲାରେ 79 ଟି ଆକ୍ଟିଭ କେଶ୍ ରହିଛି ଏବଂ ଖୁସିର ବିଷୟ ହେଲା କରୋନା ମହାମାରୀରୁ 8848 ଜଣ ବ୍ୟକ୍ତି ସୁସ୍ଥ ହୋଇସାରିଲେଣି l ତେବେ ଆଜିର 5 ଜଣ ସଂକ୍ରମିତଙ୍କ ମଧ୍ୟରେ ବେଲପଡ଼ା ବ୍ଲକ ଅନ୍ତର୍ଗତ ସିହିନୀ ଗ୍ରାମ ରୁ 2 ଜଣ, ପାଟଣାଗଡ଼ ବ୍ଲକ ଯୋଗୀମୁଣ୍ଡାରୁ 2 ଜଣ ଓ ସଇଁତଳା ବ୍ଲକ ବଡ଼ମାଲରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ସୂତ୍ରରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026
  ଜିଲ୍ଲା  
ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   01-Oct-2026
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026

You Might Also Like