-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

ପାଞ୍ଚଟି ବିଦ୍ୟାଳୟରେ ପୋଷାକ ବିତରଣ

31-Mar-2021



ବୁଗୁଡା (ଡ଼ଃ.କୁମୁଦ ଚନ୍ଦ୍ର ବେହେରା) ବୁଗୁଡା ବ୍ଲକର ପାଞ୍ଚଟି ବିଦ୍ୟାଳୟରେ ମାର୍ଚ୍ଚ ୩୧ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ଡାକରାବାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ମେଳାରେ ବୁଗୁଡା ବିଇଓ ପ୍ରଶନ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିବା ବେଳେ ସମ୍ମାନୀତ ଅତିଥି ଭାବେ ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ଯୋଗ ଦେଇଥିଲେ। ଅନ୍ୟ ଅତିଥିମାନଙ୍କ ମଧ୍ୟରେ ମାଣିତରା ସିଆରସିସି ଭବାନୀ ପାତ୍ର, ତାଳସାକର ସିଆରସିସି ମାନସ ରଞ୍ଜନ ସେଠୀ ଓ ରାମଣ୍ଡା ସିଆରସିସି ରାଜା କିଶୋର ଦାଶ ଯୋଗଦେଇଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ମଞ୍ଜୁଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାରେ ଅତିଥି ବୃନ୍ଦ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ଶିକ୍ଷୟିତ୍ରୀ ସଙ୍ଗୀତା ମଲ୍ଲିକ ଏବଂ ଶିକ୍ଷକ ସନ୍ତୋଷ କୁମାର ସ୍ୱାଇଁ ଓ ଆଦିତ୍ୟ କୁମାର ପ୍ରଧାନ ପରିଚାଳନା ରେ ସହଯୋଗ କରିଥିଲେ। କେ.ପଥରାପଲ୍ଲୀ ପ୍ରାଥମିକ ବିଦ୍ୟାଳୟରେ ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଳାକୁ ଉଦଘାଟନ କରିଥିଲେ। ପ୍ରଧାନ ଶିକ୍ଷକ ସଞ୍ଜୀବ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଏସଏମସି ସଭାପତି ମନୋଜ କୁମାର ନାୟକ ଓ ସିଆରସିସି ମାନସ ରଞ୍ଜନ ସେଠୀ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ। ଅତିଥି ବୃନ୍ଦ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିବା ବେଳେ ଶିକ୍ଷକ କାହ୍ନୁ ଚରଣ ବେହେରା ସହଯୋଗ କରିଥିଲେ। କୁଞ୍ଜବନ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ମେଳାରେ ମୁଖ୍ୟ ଅତିଥି ଭାବେ ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି, ସମ୍ମାନୀତ ଅତିଥି ଭାବେ ଏସଏମସି ସଭାପତି ଅଶୋକ କୁମାର ପ୍ରଧାନ ଓ ସିଆରସିସି ମାନସ ରଞ୍ଜନ ସେଠୀ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ଏହି ମେଳାରେ ପ୍ରଧାନ ଶିକ୍ଷକ ରଘୁନାଥ ସେଠୀ ଅଧ୍ୟକ୍ଷତା କରିଥିବା ବେଳେ ଶିକ୍ଷକ ଯୁଧିଷ୍ଠିର ଭୂୟାଁ ସହଯୋଗ କରିଥିଲେ। ବି.ବୋରଦା ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ମେଳାରେ ମୁଖ୍ୟ ଅତିଥି ଭାବେ କାନସୁକା ୟୁପି ସ୍କୁଲ ପ୍ରଧାନ ଶିକ୍ଷକ ରବୀନ୍ଦ୍ର ବେହେରା, ସମ୍ମାନୀତ ଅତିଥି ଭାବେ ଏସଏମସି ସଭାପତି ସୁଶାନ୍ତ କୁମାର ସ୍ୱାଇଁ ଓ ସିଆରସିସି ମାନସ ରଞ୍ଜନ ସେଠୀ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ସେହିପରି ବୁଗୁଡା ଏନଏସି ଅନ୍ତର୍ଗତ ବାଲିପିଣ୍ଡି ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟକ୍ରମକୁ ସିଆରସିସି ପ୍ରତାପ କୁମାର ଖଡଙ୍ଗା ଉଦଘାଟନ କରିଥିବା ବେଳେ ଏସଏମସି ସଭାପତି ନବକିଶୋର ବେହେରା ମୁଖ୍ୟ ଅତିଥି ଓ ଯୋଗେନ୍ଦ୍ର ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ରଞ୍ଜୁଲତା ଦାଶ ଅଧ୍ୟକ୍ଷତା କରିଥିବା ବେଳେ ଶିକ୍ଷୟିତ୍ରୀ ପ୍ରତିମା ପଣ୍ଡା ଓ ଲକ୍ଷ୍ମୀ ନାହାକ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like