-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

ପାଣି ପାଇଁ ଆନ୍ଦୋଳନ: ପିଏଚଡି ବିଭାଗ ସହ ପୌରପରିଷଦକୁ ଦାବି ଜଣାଇଲେ ଜନସାଧାରଣ

31-Mar-2021



ବଲାଙ୍ଗିର୍‌, (ପ୍ରେରଣା ଖବର ବ୍ୟୁରୋ): ମୁଣ୍ଡ ଉପର ତାତିଠୁ ବଳିଯାଇଛି ପିଇବା ପାଣିର ତାତି l ପିଇବା ପାଣି ପାଇଁ ବହୁ ଡହଳ ବିକଳ ହେଉଛନ୍ତି ସହରବାସୀ l ବଲାଙ୍ଗୀର ସହରରେ ବିଭିନ୍ନ ପଡାରେ ପାଣି ଏବେ ଆସୁନଥିବା ବେଳେ ପାଣି ଆସିଲେ ଡ୍ରେନ ପାଣି ଆସୁଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

ଏନେଇ ଆଜି ଭିଆଇପି ପାର୍ଟି ପକ୍ଷରୁ ଜିଲ୍ଲା ଜଳ ଯୋଗାଣ ଅଧିକାରୀଙ୍କ ସହ ପୌରପରିଷଦ ଅଧିକାରୀଙ୍କୁ ସହରରେ ପାଣି ସୁବିଧା କରିବା, ଜଳଛତ୍ରଗୁଡ଼ିକୁ କାମରେ ଲଗାଇବା, ଲୋକଙ୍କୁ ବିଶୁଦ୍ଧ ପାଣି ଯୋଗାଇଦେବା ଦାବିରେ ଦାବିପତ୍ର ଦେବା ସହ ଡେଡଲାଇନ ମଧ୍ୟ ଦେଇଥିବା ଜଣାପଡ଼ିଛି । ଆଗାମୀ ୧୫ ଦିନ ମଧ୍ୟରେ ଏହି ସବୁ ଦାବି ପୁରଣ ନ କଲେ ଏହାକୁ ନେଇ ଆନ୍ଦୋଳନ କରିବା ପାଇଁ ମଧ୍ୟ ଚେତାବନି ଦେଇଛନ୍ତି ।

ସେପଟେ ଏନେଇ ଜିଲ୍ଲା ଜଳ ଯୋଗାଣ ଅଧିକାରୀଙ୍କ ପ୍ରତିକ୍ରିୟା ଲୋଡିବାରୁ ସେ ସିଧା ସିଧା ମନା କରିବା ସହ ସରକାରଙ୍କ ଉପରେ ଦୋଷ ଲଦି କହିଥିଲେ ଯେ, କୌଣସି ପ୍ରକାର ପ୍ରତିକ୍ରିୟା ଗଣମାଧ୍ୟମ ଆଗରେ ରଖିବାକୁ ମନା କରାଯାଇଥିବା ନିୟମ କରାଯାଇଛି । ତେଣୁ ସେ କିଛି କହିବେ ନାହିଁ ବୋଲି ରୋକଠୋକ ମନା କରିଛନ୍ତି ।

ତେବେ ବର୍ତ୍ତମାନ ବଲାଙ୍ଗୀର ସହରରେ ତାପମାତ୍ର ୪୦ ଉପରେ ରହୁଥିବା ବେଳେ ପାଣି ସଙ୍କଟରେ ଲୋକ ହାହାକାର ହେବା ପୂର୍ବରୁ ପ୍ରଶାସନ ଧ୍ୟାନ ନ ଦେଇ ଏଭଳି ଉତ୍ତର ରଖିବା ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷର ବାତାବରଣ ସୃଷ୍ଟି କରିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like