-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣା : ୩ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

31-Mar-2021



ଝାରସୁଗୁଡା(ପ୍ରେରଣା ଖବର): ଗଣ ଦୁଷ୍କର୍ମ ମାମଲାରେ ୩ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଝାରସୁଗୁଡା ଜିଲ୍ଲା ଅତିରିକ୍ତ ଦୌରାଜଜ୍। ଗତ ୨୦୧୫ ମସିହା ଜୁନ ୨୩ ତାରିଖରେ ବନହରପାଲି ଥାନା ଅଞ୍ଚଳରେ ଜଣେ ୧୯ ବର୍ଷୀୟ ଯୁବତୀଙ୍କୁ ଗଣ ଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଥିଲା।  ବନହରପାଲି ପୋଲିସ ଏହି ଘଟଣାରେ ରମାକାନ୍ତ ନାଏକ, ତ୍ରିନାଥ ନାଏକ ଓ ବାବଲୁ ମିର୍ଦ୍ଧାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ।

ଏହି ମାମଲାର ଶୁଣାଣି କରି ବୁଧବାର ଅତିରିକ୍ତ ଜିଲ୍ଲା ଦୌରାଜଜ୍ ହର ପ୍ରସାଦ ପଟ୍ଟନାୟକ ୩ ଜଣ ଆସାମୀଙ୍କୁ ୨୦ ବର୍ଷ ଜେଲ୍ ଦଣ୍ଡ ଶୁଣାଇ ସେମାନଙ୍କ ନିକଟରୁ ୫ ହଜାର ଟଙ୍କା ଲେଖାଏଁ ଜରିମନା ଆଦାୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ପୀଡ଼ିତା ଯୁବତୀଙ୍କୁ କ୍ଷତିପୂରଣ ଦେବାକୁ ଜିଲ୍ଲା ଆଇନ ସହାୟତା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like