-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ଦଶହରା ପୂଜା ରେ ପାରମ୍ପରିକ ବାଦ୍ୟ ପରିବେଷଣ ଉପରେ ବାରଣ ର ସରକାରୀ ନିର୍ଦ୍ଦେଶ କୁ ନେଇ ସମ୍ବଲପୁର ବିଜେପି ର ବିରୋଧ

18-Oct-2020



 ସମ୍ବଲପୁର,18/10(ସଞ୍ଜିବ ପାଣିଗ୍ରାହୀ ଙ୍କ ରିପୋର୍ଟ): ପବିତ୍ର ଶାରଦୀୟ ନବରାତ୍ରୀ ପୂଜା ରେ ଚଳିତ ବର୍ଷ  ଓଡିଶା ସରକାର ଙ୍କ ଦ୍ଵାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀ ରେ ପୂଜା ଓ ଉତ୍ସବ ପାଇଁ ଉଲ୍ଲେଖ କରାଯାଇଛି ବିଭିନ୍ନ ନିୟମାବଳୀ ଓ ସର୍ତ୍ତାବଳୀ । କରୋନା ସଂକ୍ରମଣ କୁ ରୋକିବା ଓ ରୋଗ ର ଭୟାବହାତା କୁ ଆଖି ଆଗରେ ରଖି ସରକାର ଙ୍କ ଦ୍ଵାରା ଜାରି କାରାଯାଇଥିବା ସର୍ତ୍ତାବଳୀ କୁ ବିଭିନ୍ନ ମନ୍ଦିର କମିଟି ଓ ମଣ୍ଡପ ପୂଜା ଆୟୋଜକ ରାଜି ଥିଲେ ମଧ୍ୟ ଗୋଟିଏ ସର୍ତ୍ତ ଉପରେ ଦୁଃଖିତ ମର୍ମାହତ ଓ ଚିନ୍ତିତ l ଓଡିଶା ସରକାର ଙ୍କ ଦ୍ଵାରା ଜାରି କରାଯାଇଥିବା ସରକାରୀ ନିର୍ଦ୍ଦେଶାନାମାରେ ଉଲ୍ଲେଖିତ ସର୍ତ୍ତାବଳୀ ରେ ମନ୍ଦିର ଓ ପୂଜା ମଣ୍ଡପ ଗୁଡିକରେ ସଙ୍ଗୀତ ଓ ମନୋରଞ୍ଜନ କାର୍ଯ୍ୟକ୍ରମ ପାଇଁ ବାରଣ କରାଯାଇଛି । କିନ୍ତୁ ସ୍ଥାନୀୟ ପ୍ରଶାସନ ପାରମ୍ପରିକ ବାଦ୍ୟ ପରିବେଷଣ ପାଇଁ ମଧ୍ୟ ବାରଣ କରାଯାଇଛି ବୋଲି ମତବ୍ୟକ୍ତ କରିଛନ୍ତି ଓ ଅନୁମତି ଦେବାକୁ ମନା କରୁଛନ୍ତି । ଏହାକୁ ନେଇ ବହୁ ମନ୍ଦିର କମିଟି ଓ ଆୟୋଜକ ବିରୋଧ ର ସ୍ୱର ଉତ୍ତୋଳନ କରିଛନ୍ତି । ଏଭଳି କିଛି ଅଭିଯୋଗ ପାଇଲା ପରେ ସମ୍ବଲପୁର ବିଜେପି ଜିଲ୍ଲା ସଭାପତି ଗିରିଶ ପଟେଲ ପ୍ରସାନିକ ଅଧିକାରୀ ଓ ପୋଲିସ ଅଧିକାରୀ ଙ୍କ ସହିତ ଆଲୋଚନା କରିଥିଲେ ଓ ସେମାନେ ମଧ୍ୟ ସେଇ ଅନୁରୂପ ମତ ପ୍ରଦାନ କରିଥିଲେ । ରାଜ୍ୟ ସରକାର ଙ୍କ ଏଭଳି ସର୍ତ୍ତାବଳୀ କୁ ସମ୍ବଲପୁର ଜିଲ୍ଲା ବିଜେପି ପକ୍ଷରୁ ନିନ୍ଦା କରାଯିବା ସଙ୍ଗେ ସଙ୍ଗେ ଏହି ସର୍ତ୍ତ କୁ ବିରୋଧ ମଧ୍ୟ କରିଛି । ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର, ରେଙ୍ଗାଲି ବିଧାୟକ ନାଉରି ନାଏକ,  ସମ୍ବଲପୁର ବିଜେପି ଜିଲ୍ଲା ସଭାପତି ଗିରିଶ ପଟେଲ, ବିଜେପି କ୍ଷେତ୍ରିୟ ପ୍ରବକ୍ତା ତଥା ଗଣମାଧ୍ୟମ ସଂଯୋଜକ ମାନସ ରଞ୍ଜନ ବକ୍ସି ଏକ ପ୍ରେସ ବିବୃତ୍ତି ରେ  କୋଭିଡ ନିୟମ ନାଁ ରେ ସରକାର ଙ୍କର ଏଭଳି ଧର୍ମବିରୋଧୀ ନିୟମାବଳୀ ର ନିର୍ଦ୍ଦେଶ ଦେବୀ ଙ୍କ ପୂଜା ବିଧିରେ ଏକ ବଡ଼ ବାଧକ ଓ  ଧର୍ମ ବିରୋଧୀ । ତେଣୁ ରାଜ୍ୟ ସରକାର ଦେବୀ ପୂଜା ରେ ଏହି ପାରମ୍ପରିକ ବାଦ୍ୟ ପରିବେଷଣ ର ବାରଣ ସର୍ତ୍ତ କୁ ଖାରଜ କରି ରାଜ୍ୟ ର ସମସ୍ତ ମନ୍ଦିର ଓ ପୂଜା ମଣ୍ଡପରେ ଏହାର ପରିବେଷଣ ପାଇଁ ଅନୁମତି ପ୍ରଦାନ କରନ୍ତୁ ବୋଲି ଦାବୀ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like