-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||     

HOME   ରାଜ୍ୟ

ଜାରି ହେଲା ଏପ୍ରିଲ୍‌ ମାସ ଗାଇଡ୍‌ଲାଇନ୍‌, ଜାଣନ୍ତୁ କ’ଣ ରହିଛି କଟକଣା

31-Mar-2021



ଭୁବନେଶ୍ୱର,(ପ୍ରେରଣା ଖବର ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ରାଜ୍ୟ ସରକାର ଏପ୍ରିଲ୍‌ ମାସ ପାଇଁ ଗାଇଡ୍‌ ଲାଇନ୍‌ ଜାରି କରିଛନ୍ତି । ଏପ୍ରିଲ୍‌ ୧ରୁ ୩୦ ପର୍ଯ୍ୟନ୍ତ ବଳବତ୍ତର ରହିବ ଗାଇଡ୍‌ଲାଇନ୍‌ । ଏନେଇ ସ୍ୱତନ୍ତ୍ର ରିଲିଫ୍‌ କମିଶନର୍‌ ସୂଚନା ଦେଇଛନ୍ତି ।

ସତର୍କତାର ସହ ମାଇକ୍ରୋ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆର୍‌ସି । ଜିଲ୍ଲାପାଳ ଏବଂ ମ୍ୟୁନିସ୍‌ପାଲ୍‌ କମିଶନର୍‌ଙ୍କ ହାତରେ କ୍ଷମତା ରହିବ ସହିତ କଣ୍ଟେନ୍‌ମେଣ୍ଟ ଜୋନ୍‌ ପାଇଁ ସେମାନେ ନିଷ୍ପତ୍ତି ନେଇପାରିବେ । କଣ୍ଟେନ୍‌ମେଣ୍ଟ ଜୋନ୍‌ରୁ କେହି ବାହାରକୁ ଆସିପାରିବେ ନାହିଁ ବା ବାହାରକୁ ବାହିରିବା ପାଇଁ ଅନୁମତି ଆବଶ୍ୟକ ହେବ । ଘରକୁ ଘର ସର୍ଭେ ହେବ । ଟେଷ୍ଟିଂ, ଟ୍ରାକିଂ ଏବଂ ଟ୍ରିଟ୍‌ମେଣ୍ଟ୍‌ ଉପରେ ଗରୁତ୍ୱ ଦେବାକୁ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଥିବା ବେଳେ ଯଥା ସମ୍ଭବ ଅଧିକ ଆର୍‌ଟିପିସିଆର୍‌ ଟେଷ୍ଟ କରିବାକୁ ନିର୍ଦ୍ଦେଶ ହୋଇଛି ।

ଏଥିସହିତ ଅଧିକ ଲୋକ ଗୋଟିଏ ସ୍ଥାନରେ ଏକାଠି ହୋଇପାରିବେ ନାହିଁ । ସାମାଜିକ, ଧାର୍ମିକ, ରାଜନୈତିକ, ଖେଳ, ମନୋରଞ୍ଜନ, ଶିକ୍ଷା ଏବଂ ସାସ୍କୃତିକ କାର୍ଯ୍ୟକ୍ରମ ପାଇଁ  ପୂର୍ବ ପରି ୨୦୦ ଲୋକଙ୍କୁ ଅନୁମତି ମିଳିବ । ଆବଦ୍ଧ ସ୍ଥାନ ବା ହଲ୍‌ରେ ୫୦ ପ୍ରତିଶତ ଲୋକ ବସିପାରିବେ । ଖୋଲା ସ୍ଥାନରେ ଉପରୋକ୍ତ ନିୟମ ଲାଗୁ ହେବା ସହିତ ସମସ୍ତେ ମାସ୍କର ବ୍ୟବହାର କରିବେ । ହଲ୍‌ ଗୁଡିକରେ ବା କୌଣସି ସ୍ଥାନରେ ଏକାଠି ହେବା ପୂର୍ବରୁ ଥର୍ମାଲ୍‌ ସ୍କ୍ରିନିଂ, ହ୍ୟାଣ୍ଡ ୱାସ୍‌ ବା ସାନିଟାଇଜର୍‌ର ବ୍ୟବହାର, ମାସ୍କ ସହିତ ସାମାଜିକ ଦୂରତା କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ଏଥିରେ ନିର୍ଦ୍ଦେଶ ଦିଆଯାଇଛି ।

କୌଣସି ମେଳା ମହୋତ୍ସବ ବା ସଭା ସମିତି କରିବାକୁ ହେଲେ ପ୍ରଥମେ ଜିଲ୍ଲାପାଳ କିମ୍ୱା ମ୍ୟୁନିସ୍‌ପାଲ୍‌ କମିଶନର୍‌ କିମ୍ୱା କ୍ଷମତା ଦିଆଯାଇଥିବା ଅଥୋରିଟିଙ୍କ ଠାରୁ ଅନୁମତି ଆଣିବାକୁ ହେବ । ବାହାଘର ପାଇଁ ୨୦୦ ଏବଂ ସୁଧଘର ପାଇଁ ୫୦ ଲୋକଙ୍କୁ ଅନୁମତି ରହିବା ସହିତ ଉପରୋକ୍ତ ନିୟମ କାର୍ଯ୍ୟକାରୀ ହେବ ।


News Comment




Photo in News

Advertisment
Lastest News
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026

You Might Also Like