-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||     

HOME   ଜିଲ୍ଲା

ଅନ୍ତରାଷ୍ଟ୍ରୀୟ ତୃତୀୟ ଲିଙ୍ଗ ଦିବସ ପାଳିତ

31-Mar-2021



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର)- ଆଜି ମାହେଶ୍ୱରୀ ସଂଗଠନ ତରଫରୁ ଅନ୍ତରାଷ୍ଟ୍ରୀୟ ତୃତୀୟ ଲିଙ୍ଗ ଦିବସ ଉପଲକ୍ଷେ ଏକ ସମରୋହ ଆୟୋଜିତ ହୋଇଥିଲା । ଯେଉଁ କିନ୍ନରମାନେ ଆମ ବଲାଙ୍ଗିରକୁ ସ୍ୱଚ୍ଛ ଓ ସୁନ୍ଦର କରିବାରେ ସହାୟତା କରିଛନ୍ତି ଓ ସରକାର ଯେହେତୁ ସେମାନଙ୍କୁ ଏକ ସମ୍ମାନଜନକ କାମ ଦେଇ ତାଙ୍କୁ କାର୍ଯ୍ୟରତ କରାଇ ସମାଜରେ ତାଙ୍କ ଏ ତୃତୀୟ ଲିଙ୍ଗର ସ୍ଥାନ ଦେଇଛନ୍ତି । ସରକାରଙ୍କର ସାଙ୍ଗରେ ଜନସାଧାରଣ ବି ବିଭିନ୍ନ ସଂଗଠନ ମଧ୍ୟ କିନ୍ନରମାନଙ୍କ ସହିତ ଅଛନ୍ତି ଓ ସେମାନଙ୍କୁ ସହଯୋଗର ସମ୍ମାନିତ କରିଛନ୍ତି ମାହେଶ୍ୱରୀ ସଂଗଠନର ସଦସ୍ୟମାନେ ଏବଂ ଆଶା କରିଛନ୍ତି ଯେ କିନ୍ନରମାନେ ଆହୁରି ଉତ୍ସାହିତ ହୋଇ ସମ୍ମାନର ସହିତ ସମାଜରେ ଜୀବନ ଯାବନ କରିବେ । ଏହି ଅବସରେ ମ୍ୟୁନିସିପାଲଟିରେ କାମ କରୁଥିବା କିନ୍ନରମାନଙ୍କୁ ସମ୍ମାନିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ବିରେନ୍ଦ୍ର ଝାଙ୍କର, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ଉପଦେଷ୍ଟା ଲୋଟସ ଷଡଙ୍ଗୀ, ବ୍ୟାସଦେବ ନନ୍ଦ, ଲଳିତ ସାହୁ, ମାହେଶ୍ୱରୀ ସଂଗଠନର ସଭାପତି ଶୋଭନ କୁମାର ଅଗ୍ରୱାଲ, ମୁଖ୍ୟ ପରିଚାଳକ  ଅଙ୍କୁଶ କୁମାର ପାଣ୍ଡିଆ, ସଂଯୋଜକ ପ୍ରତୀଶ କୁମାର ସାହୁ, ମହିଳା ଶାଖାର ସଂଯୋଜିକା ସୋନିଆ ବେଜ, ସହ ସଂଯୋଜିକା ପ୍ରିୟଙ୍କା ପଟ୍ଟନାୟକ, ଶୁଶୀତା ଠାକୁର, ବଷା ସିଂହ, ଶୁଭ ଶ୍ୱେତା ପଣ୍ଡା,  ସୌମ୍ୟ ରଞ୍ଜନ ଠାକୁର, ଶିବାନନ୍ଦ ସାହାଣୀ, ସାହିଲ ସିଂହ ଗଡତ୍ୟା, ରାଜ ବାଲେଙ୍କେଶ୍ୱର ନନ୍ଦ, ରାଜୁ ନାଏକ,  କୁଡାସିଂହା ମାହେଶ୍ୱର ସଂଗଠନର ମନୋରଞ୍ଜନ ଝାଙ୍କର, ସ୍ୱାଗତ ଦାସ, ପ୍ରକାଶ କୁଟେଲ, ଚିତ ରଞ୍ଜନ ମାଝି, ଭକ୍ତ କୁଟେର, ସ୍ୱରାଜ ସାହୁ ପ୍ରମୁଖ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026

You Might Also Like