-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଖେଳ

ଓସିଏ ଭିଜନ ୨୦୨୪- ନବକିଶୋରକ୍ଳବ, ନାଏକ ଏକାଡେମୀ, ୟଙ୍ଗଷ୍ଟୁଡେଣ୍ଟ କ୍ରିକେଟ କ୍ଳବ ଓ ପାଟଣାଗଡ କ୍ରିକେଟ କ୍ଳବ ସୁପର ଲିଗକୁ ଉନ୍ନୀତ

31-Mar-2021



ବଲାଙ୍ଗିର,(ପ୍ରେରଣା ଖବର) ଆଜି ବଲାଙ୍ଗିର ଗାନ୍ଧି ଷ୍ଟାୟିମଠାରେ ଆୟୋଜିତ ଓସିଏ ଭିଜନ ୨୦୨୪ ସିନିୟର ଇନ୍‌ଟ୍ରାକ୍ଳବ କ୍ରିକେଟ ପ୍ରତିଯୋଗିତାରେ ୟଙ୍ଗଷ୍ଟୁଡେଣ୍ଟ କ୍ରିକେଟ କ୍ଳବ ବିଜୟୀ ହୋଇଛି । ଆଜିର ପ୍ରତିଯୋଗିତାରେ ୟଙ୍ଗଷ୍ଟୁଡେଣ୍ଟ କ୍ରିକେଟ କ୍ଳବ ଓ ଟିଟିଲାଗଡ କ୍ରିକେଟ କ୍ଳବ ମଧ୍ୟରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଟିଟିଲାଗଡ଼ କ୍ଳବ ଟସ ଜିଣି ପ୍ରଥମେ ବ୍ୟାଟିଂ କରି ୨୫.୩ ଓଭରରେ ସମସ୍ତ ଉଇକେଟ ହରାଇ ୧୧୪ ରନ୍ କରିବାକୁ ସକ୍ଷମ ହୋଇଥିଲା । ଦଳ ତରଫରୁ ମହମ୍ମଦ ୟୁସୁଫ ସର୍ବାଧିକ ୪୧ ରନ୍ ଓ ବିକି ନାଗ ୧୮ ରନ୍ କରିଥିଲେ । ୟଙ୍ଗଷ୍ଟୁଡେଣ୍ଟ କ୍ରିକେଟ କ୍ଳବ ତରଫରୁ ଧର୍ମେନ୍ଦ୍ର ମିଶ୍ର ୪ ଟି ଓ ପୁର୍ଣ୍ଣ ଚନ୍ଦ୍ର ବଗର୍ତ୍ତି ୩ ଟି ୱିକଟେ ଅକ୍ତିଆର କରିଥିଲେ । ୧୧୫ ରନ୍‌ର ଲକ୍ଷକୁ ପିଛା କରିବାକୁ ଯାଇ ୟଙ୍ଗଷ୍ଟୁଡେଣ୍ଟ କ୍ରିକେଟ କ୍ଳବ ୨୧ ଓଭରରେ ୩ ଉଇକେଟ  ହରାଇ ୧୧୮ ରନ ସଂଗ୍ରହ କରି ଏହି ମ୍ୟାଚରେ ୭ ଉଇକେଟ ରେ ବିଜୟୀ ହୋଇଥିଲେ । ୟଙ୍ଗଷ୍ଟୁଡେଣ୍ଟ କ୍ରିକେଟ କ୍ଳବ ତରଫରୁ ତନୁ ଶୁଭମ ସର୍ବାଧିକ ୪୮ ରନ୍  ଓ ଅସ୍ମିତ ପ୍ରଧାନ ୩୯ ରନ୍ ସଂଗ୍ରହ କରିଥିଲେ । ଟିଟିଲାଗଡ ଦଳ ତରଫରୁ ଉଭୟ ସୁମିତ ଓ ବୁଲୁ ଗୋଟିଏ ଲେଖାଏଁ ଉଇକେଟ ଅକ୍ତିଆର କରିଥିଲେ । ୟଙ୍ଗଷ୍ଟୁଡେଣ୍ଟ କ୍ରିକେଟ କ୍ଳବର ଧର୍ମେନ୍ଦ୍ର ମିଶ୍ରଙ୍କୁ ତାଙ୍କର ଅଲରାଉଣ୍ଡର ପ୍ରଦର୍ଶନ ପାଇଁ ଶ୍ରେଷ୍ଠ ଖେଳାଳୀ ଘୋଷିତ କରାଯାଇଥିଲା । ଏହି ମ୍ୟାଚକୁ ଓସିଏ ମାନ୍ୟତା ପ୍ରପ୍ତ ଅମ୍ପାୟାର ରାଜେନ୍ଦ୍ର ସେଠ ଓ ମୁକେଶ ସ୍ୱାଇଁ ପରିଚାଲନା କରିଥିବାବେଳେ ସୁଭମ ନାଏକ ସ୍କୋରର ଦାୟିତ୍ୱ ତୁଲାଇଥିଲେ । ତେବେ ଆଜି ଲିଗ୍ ପର୍ଯ୍ୟାୟ ସମାପ୍ତ ହୋଇଥିବା ବେଳେ ନବକିଶୋରକ୍ଳବ, ନାଏକ ଏକାଡେମୀ, ୟଙ୍ଗଷ୍ଟୁଡେଣ୍ଟ କ୍ରିକେଟ କ୍ଳବ ଓ ପାଟଣାଗଡ କ୍ରିକେଟ କ୍ଳବ ଦଳ ପ୍ରତିଯୋଗିତାରେ ସୁପର ଲିଗ ପର୍ଯ୍ୟାୟକୁ ଉନ୍ନୀତ ହୋଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like